ବ୍ଲକ ଜୀବିକା ମିଶନ କାର୍ଯ୍ୟକାରୀ କମିଟି ସଂଘର ଆନ୍ଦୋଳନ: ବକେୟା ଭତ୍ତା ପ୍ରଦାନ ସହ ମାସିକ ୧ ହଜାର ଟଙ୍କା କରିବାକୁ ଦାବି
ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ନିଖିଳ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟକାରୀ କମିଟି (ଇସି) ସଂଘ ଦିଗପହଣ୍ଡି ବ୍ଲକ ଶାଖା ପକ୍ଷରୁ ବିଭିନ୍ନ ଦାବି ପୂରଣ ନିମନ୍ତେ ଆନ୍ଦୋଳନ ଚାଲୁରହିଛି। ସୋମବାର ଏନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ବିଡ଼ିଓ ଡ଼.ଚିତ୍ତରଞ୍ଜନ ଦାସଙ୍କୁ ସ୍ମାରକପତ୍ର…
ଉପଖଣ୍ଡସ୍ତରୀୟ ଅଭିଯୋଗ ଶୁଣାଣି: ୪ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ସହ ମିଳିଲା ଟଙ୍କା
ଭଞ୍ଜନଗର,୧୭।୩(ବାବୁଲା ପ୍ରଧାନ): ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର ପୃଷ୍ଟି, ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ…
ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ୧୨୮ ଗାଈ, ମାଡ଼ିବସିଲା ପୋଲିସ, ଗିରଫ ହେଲେ…
ଭଞ୍ଜନଗର,୧୭।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ବିଗତ କିଛି ଦିନ ହେବ ବେଆଇନ ଗୋଚାଲାଣ ଉପରେ କଡ଼ା ଆଭିମୁଖ୍ୟ ଆପଣାଇଛି। ରବିବାର ଓ ସୋମବାର ୨ ଦିନରେ ପୋଲିସ ବେଆଇନ ଭାବେ ଚାଲାଣ ହେଉଥିବା ୧୨୮ଟି ଗାଈଗୋରୁ ଉଦ୍ଧାର କରିଛି।…
ବିଦ୍ୟୁତ ଆଘାତରେ ଆସି ରଙ୍ଗମିସ୍ତ୍ରୀଙ୍କ ମୃତ୍ୟୁ, ନିଯୁକ୍ତି ଦାବିରେ ମୃତଦେହ ରଖି ରାସ୍ତାରୋକୋ
ବ୍ରହ୍ମପୁର, ୧୭/୩(ସୁବାସ ଚନ୍ଦ୍ର ପାଢ଼ୀ): ବିଦ୍ୟୁତ ତାର ଆଘାତରେ ଜଣେ ରଙ୍ଗମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ସଦର ଥାନା ଅନ୍ତର୍ଗତ ଲାଠୀ ଗ୍ରାମ କୁମ୍ଭାର ସାହିର ସନ୍ତୋଷ କୁମାର ବେହେରା(୫୨)। ଖବରପାଇ ତାଙ୍କର ପୁଅ ପୂର୍ଣଚନ୍ଦ୍ର ବେହେରା ଓ ଗ୍ରାମର…
ଆନ୍ତଃରାଜ୍ୟ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ଉଦଯାପିତ: ଚନ୍ଦ୍ରକାନ୍ତ-ବିଘ୍ନେଶ ଯୋଡି ଚାମ୍ପିୟନ
ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ଖେଳ ପଡିଆ ପରିସରରେ ଥିବା ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ଆନ୍ତଃରାଜ୍ୟ ଖେମୁଣ୍ଡି ଓପନ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ଉଦଯାପିତ ହୋଇଯାଇଛି। ଏଥିରେ ହାଇଦ୍ରାବାଦର ଚନ୍ଦ୍ରକାନ୍ତ ଓ ବିଘ୍ନେଶ ଯୋଡି ଚାମ୍ପିୟନ…
ଜୁଆ ଆଡ୍ଡା ଉପରେ ଚଢ଼ାଉ କଲା ପୋଲିସ, ୨ ଜୁଆଡିଙ୍କ ପାଖରୁ ଜବତ ହେଲା…
ହିଞ୍ଜିଳିକାଟୁ,୧୭।୩(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ତଥା ଆଡପଡା ଫାଣ୍ଡି ମୋହିଗୁଡା ଘୋଡାହାଡ ନଦୀ କୂଳରେ ରବିବାର ବିଳମ୍ବିତ ରାତିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ଚଢ଼ାଉ କରିଛି। ଚଢ଼ାଉରେ ୨ ଜଣ ଜୁଆଡିଙ୍କୁ ପୋଲିସ ଗିରଫ କରିବାରେ…
ଯୁବତୀଙ୍କ ଆତ୍ମହତ୍ୟା: ମୃତଦେହ ଜବତ
ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ଗଜାନନ ଗଳିରେ ପରିବାର ସହ ରହୁଥିବା ଜଣେ ୨୦ ବର୍ଷୀୟା ଯୁବତୀ ମନିଷା ବେହେରା କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଛନ୍ତି। ସୋମବାର ସକାଳେ ଘରେ କେହି…
ବଦଳିବ ରାଜନୀତି ଚିତ୍ର: ଅନାସ୍ଥା ପୂର୍ବରୁ ଇସ୍ତଫା, ଭୋଟରେ ହାରିଲେ NAC ଅଧ୍ୟକ୍ଷା
କବିସୂର୍ଯ୍ୟନଗର,୧୭।୩(କୃପାସିନ୍ଧୁ ସ୍ବାଇଁ): ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ଅଧ୍ୟକ୍ଷା। ଇସ୍ତଫା ଗୃହୀତ ହୋଇ ନ ଥିବାରୁ ଜିଲାପାଳଙ୍କ ଆଦେଶରେ ହେଲା ଅନାସ୍ଥା ଭୋଟ। ହାରିଗଲେ ଅଧ୍ୟକ୍ଷା। କବିସୂର୍ଯ୍ୟନଗର NAC ଅଧ୍ୟକ୍ଷା ଏସ୍ ଲକ୍ଷ୍ମୀ ସେଠୀଙ୍କ ବିରୋଧରେରେ ଗତ ୨୪ ତାରିଖରେ ୧୬…
୧୩ ମାସ ହେଲା ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ, ସମାଧାନ ନ ହେଲେ ଆନ୍ଦୋଳନ କରିବାକୁ ଗ୍ରାମବାସୀଙ୍କର ଚେତାବନୀ
ଛତ୍ରପୁର, ୧୭।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ବ୍ଲଳ କୁଜିଢେପା ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ୧୩ ମାସ ହେଲା ବନ୍ଦ ରହିଛି। ଫଳରେ ଗର୍ଭବତୀ, ଶିଶୁମାନେ ବିଶେଷ ପ୍ରଭାବିତ ହୋଇଛନ୍ତି । ଖାଦ୍ୟ ଯୋଗାଣ ଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ପରୀକ୍ଷା,…
ଚୟନ ହେଲା ପୁଇଁତୋଳା ନୂତନ ଗ୍ରାମ୍ୟ କମିଟି: କାହାକୁ କେଉଁ ଦାୟିତ୍ୱ
ଗଞ୍ଜାମ,୧୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ୱାର୍ଡ ନଂ. ୮ ଓ ୯ ପୁଇଁତୋଳା ନୂତନ ଗ୍ରାମ୍ୟ କମିଟି ଚୟନ ରବିବାର ମା ଗଙ୍ଗାଦେବୀ ପୀଠରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ନୀଳାଞ୍ଚଳ ବାରିକିଙ୍କ ସଭାପତିତ୍ୱରେ ନୂତନ କମିଟି ଚୟନ…
୩ ବର୍ଷ ଶିଶୁର ୨ କିଡ଼ନୀ ଖରାପ: କିଡ଼ନୀ ପ୍ରତ୍ୟାରୋପଣ ବ୍ୟବସ୍ଥା କରିବ ଜିଲା ପ୍ରଶାସନ
ଛତ୍ରପୁର,୧୭।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମପଞ୍ଚାୟତର ଲକ୍ଷ୍ମଣନଗର ଅଞ୍ଚଳର ଏନ.କ୍ରିଷ୍ଣା ରେଡ୍ଡୀ ଓ ଉର୍ମିଳା ରେଡ୍ଡୀଙ୍କ ୩ ବର୍ଷର କନ୍ୟା ଅନୁଷ୍କାଙ୍କ ଦୁଇଟି କିଡ଼ନୀ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । କଟକ ଶିଶୁ ଭବନରେ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ, ୨ଗୁରୁତର
ଗୋପାଳପୁର,୧୭।୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭର ବ୍ରିଜ ନିକଟ ବିଲୁ ଢ଼ାବା ସମୁଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ପିକ୍ଅପ୍ ଭ୍ୟାନ ସହ ଦୁଇଟି ସ୍କୁଟି ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ…

