ଗଞ୍ଜାମ

ବିଶ୍ବ ଆଦ୍ର ଭୂମି ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଲେ ଡିଏଫ୍‌ଓ, କହିଲେ ଗଞ୍ଜାମ ଜିଲାର…

ଭଞ୍ଜନଗର,୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ସୋମବାର ଅପରାହ୍ନରେ ସ୍ଥାନୀୟ ବନ ବିହାର ପରିସରରେ ବିଶ୍ବ ଆଦ୍ର ଭୂମି ଦିବସ ପାଳିତ ହୋଇଯାଇଛି। ଏଥିରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ମୁକୁଳା ଡ୍ରେନ୍‌ କବଳରେ ଶିଶୁ: ବାରମ୍ବାର ପଡ଼ିଲା ପରେ ବି…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡନଂ ପାଞ୍ଚ ତ୍ରିବେଣୀ ମଠ ଛକ ସାହିଠାରେ ଜଣେ ଶିଶୁ ଖେଳୁଥିବା ବେଳେ ହଟାତ ମୁକୁଳା ଡ୍ରେନରେ ପଡି ଆହତ ହୋଇଥିବା ଜଣାପଡିଛି। ଆହତ ଶିଶୁ ହେଲେ ଅଜୟ କୁମାର ସାହୁଙ୍କ ପୁଅ…

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର

ବ୍ରହ୍ମପୁର,୨।୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ ସୋମବାର ଜିଲା ଦୌରାଜଜ୍‌ ଅଶାନ୍ତ କୁମାର ଦାସଙ୍କ କୋର୍ଟରେ ହାଜର ହୋଇଛନ୍ତି। ପୂର୍ବରୁ ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟରେ…

‘ଗୁଣାତ୍ମକ ଶିକ୍ଷାର ବିକାଶ ହେଲେ ଛାତ୍ରୀଛାତ୍ର ଆଗକୁ ବଢ଼ିପାରିବେ’

ଭଞ୍ଜନଗର,୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ରୁଢ଼ାପଦର ଆଶ୍ରମ ବିଦ୍ୟାଳୟର ୨୯ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ଗୌରହରି ବାଡ଼ତ୍ୟାଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସେ ବିଦ୍ୟାଳୟର ବିଭିନ୍ନ ସମସ୍ୟାର ନିରାକରଣ ପାଇଁ ଉପସ୍ଥିତ…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବଜେଟ ଯୁବ ବର୍ଗଙ୍କୁ ସମ୍ପୂର୍ଣ୍ଣ ନିରୁତ୍ସାହିତ କରିଛି ବୋଲି ରାଜନୈତିକ…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ସମାସିଙ୍ଗି ଶାସନ ଗ୍ରାମର ସନାତନ ବେଜଙ୍କ ରୋଜଗାରକ୍ଷମ…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି । ଏଥିରେ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ । ଏନେଇ ପ୍ରଶାସନ ପକ୍ଷରୁ…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ ବିଶ୍ୱଶାନ୍ତି ମହାଯଜ୍ଞ ରବିବାର ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ପୂର୍ଣ୍ଣାହୁତି ହୋଇଯାଇଛି ।…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ପରଲୋକ ଗମନ କରିଛନ୍ତି। ଏହି ଖବର ଭଞ୍ଜନଗରରେ ପ୍ରଚାରିତ ହେବା ପରେ ଶୋକର…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି ”ମାଁ ରାମଚଣ୍ଡିମହୋତ୍ସବ-.୨୦୨୬“ ଅନୁଷ୍ଠିତ ହେବ। ମା’ଙ୍କ ନୂତନ ମନ୍ଦିର ପ୍ରତିଷ୍ଠାର ତୃତୀୟ ବାର୍ଷିକ…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଗୋରୁ ମାଫିଆମାନେ…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ କଲେଜରେ ଆୟୋଜିତ ବିଦାୟ ସମ୍ବର୍ଦ୍ଧନା ସଭାରେ ଅଧ୍ୟକ୍ଷଙ୍କ କର୍ମମୟ ଜୀବନ ସମୟରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri