କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ
କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ବୈଠକରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷ…
ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ
ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ହେବା ପାଇଁ ବ୍ୟବସାୟୀମାନଙ୍କୁ ବାରମ୍ବାର ସଚେତନ କରାଯାଉଛି। ଏହା…
ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଚାଷୀ ପଞ୍ଜୀକରଣରେ ଏଗ୍ରିଷ୍ଟିକ୍ ବାତିଲ କରି ଭାଗଚାଷୀଙ୍କ ମାଲିକଙ୍କ ଆଇସ୍କାନ କରିବା…
ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ
ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ଯୋଗଦେଇ ଛାତ୍ରୀଛାତ୍ରମାନଙ୍କୁ ଏନସିସିରେ ଅଧିକରୁ…
ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…
ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ ଗାଁର ପୂର୍ଣ୍ଣବାସୀ ମଲ୍ଲିକ। ପରିବାର ଆଣିଲେ ହତ୍ୟା ଅଭିଯୋଗ। ସୂଚନା ମୁତାବକ, ପୂର୍ଣ୍ଣବାସୀ…
ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ ଶଙ୍ଖଭବନରୁ ଡାକରା ଆସିବା ପରେ ଶୁକ୍ରବାର ଶଙ୍ଖ ଭବନରେ ପହଞ୍ଚିଛନ୍ତି ଗଞ୍ଜାମ ବିଜେଡି…
ଅଭିଭାବକ ହେଉଛନ୍ତି ଶିଶୁଙ୍କ ପ୍ରଥମ ଗୁରୁ: ଆଚରଣରେ ସଞ୍ଜମ ରଖିବା ଜରୁରୀ
ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶୁକ୍ରବାର ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ଛାତ୍ରୀଛାତ୍ରଙ୍କ ଶିକ୍ଷା, ମାନସିକ ବିକାଶ, ଶୃଙ୍ଖଳା ଓ ସର୍ବାଙ୍ଗୀନ ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା।…
ଜମିରୁ ୩୬ ଘନଫୁଟ ଶାଗୁଆନ କାଠ ଜବତ: ଆନୁମାନିକ ମୂଲ୍ୟ ହେବ…
ଭଞ୍ଜନଗର, ୨୦।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳର ପାଲାସପଲ୍ଲୀ ଗାଁ ନିକଟସ୍ଥ ଏକ ଜମିରୁ ପ୍ରାୟ ୩୬ ଘନଫୁଟ ଶାଗୁଆନ କାଠ ଜବତ କରାଯାଇଛି। ଗୁରୁବାର ସକାଳେ ବନବିଭାଗର ଏକ ଟିମ ଚଢ଼ାଉ କରି…
ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…
ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ ହୋଇଥିଲା। ଘଟଣାର ତଦନ୍ତ କରି ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ…
ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…
ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି ଅଧ୍ୟକ୍ଷ ତଥା ବିଧାୟକ ଲକ୍ଷ୍ମଣ ବାଗଙ୍କ ନେତୃତ୍ୱରେ ସଦସ୍ୟମାନେ ଗଞ୍ଜାମ ଜିଲାର ଆରାଧ୍ୟ…
ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ
ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି। ଗୋବିନ୍ଦଙ୍କ ଅକାଳ ବିୟୋଗ ପରେ ପରିବାର ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ଶୁଦ୍ଧିକ୍ରିୟା…
ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ
ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା ଦାଶଙ୍କ ୨୪ ବର୍ଷୀୟ ପୁଅ ବିଶ୍ୱଜିତ ଦାଶ। ମହାକାଶ ବିଷୟରେ ଜାଣିବା ଓ…

