ଫାଟ ଲୁଚାଇବାକୁ ସିମେଣ୍ଟ ଲେପ
ବୁଗୁଡ଼ା,୧୨ା୬(ଡି.ଏନ.ଏ.): ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ବିନା ସୂଚନା ଫଳକରେ ଚାଲିଥିବା ବେଳେ ତାହା ଶେଷ ହେବା ପୂର୍ବରୁ କାନ୍ଥ ଫାଟି ଆଁ କରିବା ଏବଂ ତାହାକୁ ଲୁଚାଇବାକୁ ଯାଇ ସିମେଣ୍ଟ ଲେପ ଦିଆଯିବା ଘଟଣାକୁ ନେଇ…
ପ୍ରସ୍ତାବରେ ଅଟକିଛି ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା
ଛତ୍ରପୁର,୧୨ା୬(ଡି.ଏନ୍.ଏ): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନଏସି ୧୯୫୫ରେ ଗଠନ ହୋଇଥିଲା। ତେବେ ଏହାକୁ ମ୍ୟୁନିସିପାଲିଟି ମାନ୍ୟତା ଦେବାରେ ରାଜ୍ୟ ସରକାର ଅହେତୁକ ବିଳମ୍ବ କରିଚାଲିଛନ୍ତି। ପୌର ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଛତ୍ରପୁର ଏନଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଖୁବ୍ଶୀଘ୍ର…
ଖାଲଖମାରେ ଭର୍ତ୍ତି ବିଜିପୁର ଟ୍ୟାଙ୍କ ରୋଡ
ବ୍ରହ୍ମପୁର ଅଫିସ,୧୨ା୬: ବ୍ରହ୍ମପୁର ସହରରେ ରାସ୍ତାର ଉନ୍ନତିକରଣ ପାଇଁ ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପଦକ୍ଷେପ ଗ୍ରହଣ କରୁଛି। ସୁବାରାଓ ଛକଠାରୁ ସେଣ୍ଟ ଭିନସେଣ୍ଟ୍ ସ୍କୁଲ ଛକ ଓ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ଛକ, ଅନ୍ନପୂର୍ଣ୍ଣା ମାର୍କେଟଠାରୁ ଭିଶାଲ ମେଗା…
୧୫୦ ପରିବାର ପିଇବା ପାଣିରୁ ବଞ୍ଚିତ
ବ୍ରହ୍ମପୁର ଅଫିସ,୧୨ା୬: ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍ସି) ପକ୍ଷରୁ ବର୍ତ୍ତମାନ ବିଭିନ୍ନ ୱାର୍ଡରେ ଡ୍ରେନ କାର୍ଯ୍ୟ ଜାରି ରହିଛି। ପ୍ରତି ୱାର୍ଡରେ ସାହି ଗୁଡିକରେ ଘର ସମ୍ମୁଖରେ ଡ୍ରେନ କାର୍ଯ୍ୟ ନିମନ୍ତେ ରାସ୍ତା ଖୋଳାଯାଉଛି। ସହରର ଅନେକ ସାହିରେ ଡ୍ରେନ କାର୍ଯ୍ୟ…
ଏମ୍କେସିଜିରେ ନାହିଁ ବର୍ନ କେୟାର୍ ୟୁନିଟ୍
ବ୍ରହ୍ମପୁର ଅଫିସ,୧୨ା୬: ଦକ୍ଷିଣ ଓଡ଼ିଶାର ଏକମାତ୍ର ରେଫରାଲ୍ ହସ୍ପିଟାଲ୍ ହେଉଛି ଏମ୍କେସିଜି ମେଡିକାଲ କଲେଜ ଓ ହସ୍ପିଟାଲ। ଏଠାକୁ ଗଞ୍ଜାମ ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲା ଓ ପଡୋଶୀ ଆନ୍ଧ୍ରପ୍ରଦେଶର ଏଠାକୁ ରୋଗୀ ରେଫର୍ ହୋଇଆସିଥାନ୍ତି। ରୋଗୀଙ୍କୁ ଅତ୍ୟାଧୁନିକ ସେବା…
ସରୁନି ଧରାକୋଟ-ଜାନବିଲି ରାସ୍ତା ନିର୍ମାଣ
ଧରାକୋଟ,୧୨ା୬ (ଡି.ଏନ୍.ଏ): ଧରାକୋଟ-ଜାନବିଲି ୫ କିମି ରାସ୍ତା ସଂପ୍ରତି ନିର୍ମାଣ ଚାଲିଛି। ଦୀର୍ଘଦିନ ହେଲା ଠିକାଦାର ଅଧପନ୍ତରିଆ ଭାବରେ ଛାଡ଼ିଦେଇ ଚାଲିଯାଇଛନ୍ତି। ବାରମ୍ବାର ଅଭିଯୋଗ ପରେ ବିଭାଗ ତରଫରୁ ଠିକାଦାରଙ୍କୁ ତୁରନ୍ତ ନିମାଣ କାର୍ଯ୍ୟ ଆରମ୍ଭ ପାଇଁ ଚିଠି ଲେଖାଯାଇଛି। ହେଲେ…
ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷାଙ୍କ ପରଲୋକ
ଦିଗପହଣ୍ଡି,୧୨ା୬(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ସୁନୀତା କୁମାରୀ ସେଠୀଙ୍କ ରବିବାର ଅପରାହ୍ନରେ ୨୭ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଥାଲାସେମିଆ (ରକ୍ତ ଶିକୁଳି) ରୋଗରେ ପୀଡିତ ଥିଲେ। ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁରସ୍ଥିତ ଏକ…
ବ୍ୟାଗ୍ କିଣିବାକୁ ଆସି ଲୁଟିନେଲେ ନଗଦ ଟଙ୍କା ସହ ଅଳଙ୍କାର
ସୋରଡା,୧୧।୦୬: ଗଞ୍ଜାମ ଜିଲା ସୋରଡା ବଡଦାଣ୍ଡରେ ବ୍ୟବସାୟୀ ଦୀନବନ୍ଧୁ ଚୌଧୁରୀଙ୍କ ଘରେ ବନ୍ଧୁକ ଦେଖାଇ କିଛି ଦୁର୍ବୃତ୍ତ ଲୁଟ୍ କରିଥିବା ଜଣାପଡିଛି। ରବିବାର ସକାଳୁ ବନ୍ଧୁକ ଦେଖାଇ ସେମାନେ ସୁନା,ରୁପା, ଏବଂ ନଗଦ ଟଙ୍କା ନେଇଯାଇଛନ୍ତି। ସୂଚନାଯୋଗ୍ୟ, ଗ୍ରୋସରୀ ଦୋକାନ ଓ…
ପାଣି ଅଭାବରୁ ଆମ ଶୌଚାଳୟରେ ତାଲା
ବ୍ରହ୍ମପୁର ଅଫିସ, ୧୧।୬: ସ୍ବଚ୍ଛ ଓଡିଶା, ସୁସ୍ଥ ଓଡିଶା ଲକ୍ଷ୍ୟ ନେଇ ବ୍ରହ୍ମପୁର ମହାନଗର ନିଗମ (ବିଇଏମସି)ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଗୋଷ୍ଠୀ ଶୌଚାଳୟ ଓ ସର୍ବସାଧାରଣଙ୍କ ନିମନ୍ତେ ଶୌଚାଳୟ ନିର୍ମାଣ କରାଯାଇଛି। ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱ ସୁଲଭ ଇଣ୍ଟର ନ୍ୟାଶନାଲ…
ତାତିରେ ଆଉଟପାଉଟ ସୋରଡ଼ାବାସୀ, ରାସ୍ତାଘାଟ ଶୂନଶାନ
ସୋରଡ଼ା,୧୦ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ଶନିବାର ଅଘୋଷିତ ବନ୍ଦ ପାଳନ ପରି ଦେଖାଯାଇଛି। ସକାଳୁ ୮ଟାରୁ କଣ୍ଟେଇପଲ୍ଲୀଠାରୁ ସୋରଡ଼ା ରାସ୍ତା ସଂପ୍ରସାରଣ କାମ ପାଇଁ ଗଛକଟା ଚାଲିବାରୁ ବିଦ୍ୟୁତ ବିଭାଗ ପକ୍ଷରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ ହୋଇଥିବା…
କାଳବୈଶାଖୀ ବିତ୍ପାତ: ଗଛ ପଡି ଜାତୀୟ ରାଜପଥ ଅବରୋଧ
ହିଞ୍ଜିଳିକାଟୁ,୧୦।୬(ଡିଏନଏ): ହିଞ୍ଜିଳିକାଟୁ ଓ ଆଖପାଖ ଅଞ୍ଚଳରେ ଶନିବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷାପବନ, କୁଆପଥର ମାଡ ସହ ବଜ୍ରପାତ ହୋଇଛି। ଏହା ପ୍ରଭାବରେ ହିଞ୍ଜିଳିକାଟୁ ସହରର ଜାତୀୟ ରାଜପଥ କଡ଼ରେ ବହୁ ସ୍ଥାନରେ ଗଛ ରାସ୍ତା ଉପରେ ପଡ଼ି ବହୁ ସମୟ…
ବଜ୍ରପାତରେ ଚାଲିଗଲା ୨ ଜୀବନ, ୩ ଗୁରୁତର
ବ୍ରହ୍ମପୁର ଅଫିସ,୧୦ା୬: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ମନ୍ଦରଡ଼ା ଏବଂ ମାଦୁକାବାଡ଼ ଗାଁ’ରେ ଏକ ଦୁଃଖଦ ଘଟଣା ଘଟିଛି। ବଜ୍ରପାତରେ ଏହି ଦୁଇ ଗାଁର ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମନ୍ଦରଡ଼ା ଗାଁ’ର ହରି…
Archives


