ଗଞ୍ଜାମରେ ରେଳ ରାଷ୍ଟ୍ରମନ୍ତ୍ରୀ
ଗଞ୍ଜାମ,୫ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଗସ୍ତରେ ଥିବା ରେଳ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜାର୍ଦ୍ଧଷଙ୍କୁ ଗଞ୍ଜାମ ସହର ବାଲାଜୀ ମନ୍ଦିରଠାରେ ଭାଜପା ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଗଞ୍ଜାମରେ ମନ୍ତ୍ରୀ ପହଞ୍ଚିବା ପରେ ଦଳୀୟ ନେତୃବୃନ୍ଦଙ୍କ ସହ କିଛି ସମୟ ଆଲୋଚନା କରିଥିଲେ।…
୨୬ ମନ୍ଦିରର ନବୀକରଣରେ ଖର୍ଚ୍ଚ ହେବ ୪୨ କୋଟି ୪୯ ଲକ୍ଷ ଟଙ୍କା
ଛତ୍ରପୁର,୫ା୧୦(ଦିଲ୍ଲୀପ ସାମଲ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଭି.କେ ପାଣ୍ଡିଆନ ଗଞ୍ଜାମ ଜିଲାକୁ ଅଗଷ୍ଟ ୨୫ ରୁ ୨୭ ତିନି ଦିନ ହିଞ୍ଜିଳି ବ୍ୟତୀତ ୧୨ଟି ନିର୍ବାଚନ ମଣ୍ଡଳୀ ପରିଦର୍ଶନ କରି ବିଭିନ୍ନ ବର୍ଗର ଲୋକମାନଙ୍କ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ।…
ଗଞ୍ଜାମ ଷ୍ଟେସନରେ ଟ୍ରେନ ରହଣି ପ୍ରସଙ୍ଗ: ବରିଷ୍ଠ ନାଗରିକଙ୍କ ଧାରଣା ଜାରି
ଗଞ୍ଜାମ,୫।୧୦(ବିଦ୍ୟାଧର ସାହୁ ) ଗଞ୍ଜାମ ଷ୍ଟେସନରେ ଦ୍ରୁତଗାମୀ ଟ୍ରେନ ରହଣି ଦାବିରେ ବରିଷ୍ଠ ପୌରାଞ୍ଚଳ ନାଗରିକ ପରିଷଦ ପକ୍ଷରୁ ଷ୍ଟେସନ ସମୁଖରେ ଧାରଣା ଜାରି ରହିଛି। ରେଳ ବିଭାଗର ଡିସିଏମ ଧାରଣା ସ୍ଥଳକୁ ଆସି ଆଲୋଚନା କରିଥିଲେ ସୁଦ୍ଧା ଆଲୋଚନା ସମ୍ପୂର୍ଣ୍ଣ…
ଟିଟାନିୟମ କମ୍ପାନୀର କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ : ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆଲୋଚନା ବୈଠକ
ଛତ୍ରପୁର,୫।୧୦(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ସରାଫ ଟିଟାନିୟମ କମ୍ପାନୀ ଫାଟକରେ ଶ୍ରମିକମାନଙ୍କୁ ତିନି ମାସ ହେଲା ଦରମା ପ୍ରଦାନ କରାଯାଉନଥିବା ନେଇ ଏସ. ଚକ୍ରପାଣି ରେଡ୍ଡୀଙ୍କ ନେତୃତ୍ୱରେ ଟାଟା କମ୍ପାନୀ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା। ଏନେଇ ଗୁରୁବାର…
ମା’ ତାରାତାରିଣୀ ମନ୍ଦିରରେ ଷୋଡ଼ଶ ଉପଚାର ପୂଜା ନେଇ ପ୍ରଶାସନର ପ୍ରସ୍ତୁତି
ଛତ୍ରପୁର,୪ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଆସନ୍ତା ୬ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ମା’ ତାରାତାରିଣୀ ମନ୍ଦିରରେ ହେବ ଷୋଡ଼ଶ ଉପଚାର ପୂଜା। ଏଥିପାଇଁ ବୁଧବାର ଗଞ୍ଜାମ ଜିଲାପାଳ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…
ସୁଧୁରୁନି ବିଏସ୍ଏନ୍ଏଲ୍ ନେଟ୍ଓ୍ବାର୍କ ସେବା, ଏସ୍ପିଙ୍କୁ ଭେଟିଲେ ଉପଭୋକ୍ତା
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ): ସରକାରଙ୍କ ପକ୍ଷରୁ ଟେଲିକମ ବିଭାଗ ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟ ହେଉଛି। ହେଲେ ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହରରେ ବିଏସ୍ଏନ୍ଏଲ୍ ନେଟଓ୍ବାର୍କ ଲଗାତର ଭାବେ ସମସ୍ୟା ଦେଖାଦେଉଛି। ଏନେଇ ବାରମ୍ବାର ସହରର ଉପଭୋକ୍ତାମାନେ ବିଏସ୍ଏନ୍ଏଲ କର୍ତ୍ତୃପକ୍ଷଙ୍କ ଦୃଷ୍ଟି…
ଠିକା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ,ବିଦ୍ୟୁତ ସେବା ଠପ୍ ହେବା ଆଶଙ୍କା
ଛତ୍ରପୁର,୪।୧୦(ସନ୍ତୋଷ ପାଢ଼ୀ): ଛତ୍ରପୁର ବିଦ୍ୟୁତ ନିର୍ବାହୀ ଯନ୍ତ୍ରୀ ଡିଭିଜନ ଅଧୀନରେ କାର୍ଯ୍ୟରତ ୩୦୦ରୁ ଉର୍ଦ୍ଧ ଠିକା କର୍ମଚାରୀ ବୁଧବାର ଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଫଳରେ ବିଦ୍ୟୁତ ବିଭାଗରେ ଅଚଳାବସ୍ଥା ଦେଖାଯିବା ସହ ବିଦ୍ୟୁତ ସେବା ଠପ୍ ହେବା…
୧୬୦ ଚୋରି ମୋବାଇଲ ଜବତ କଲାଣି ଗଞ୍ଜାମ ପୋଲିସ
ଛତ୍ରପୁର,୪।୧୦(ସନ୍ତୋଷ ପାଢ଼ୀ ): ଗଞ୍ଜାମ ପୋଲିସ ଜ଼ିଲାରେ ମୋବାଇଲ ଚୋରି ଉପରେ ଧରପଗଡ଼ କରି ସଫଳତା ପାଇଛି। ସେପ୍ଟେମ୍ବର ୩୦ତାରିଖ ସୁଦ୍ଧା ମୋବାଇଲ ହଜିବା ଓ ଚୋରି ନେଇ ବିଭିନ୍ନ ଥାନାରେ ୧୪୮ ଟି ମାମଲା ରୁଜୁ ହୋଇଥିଲା। ଏନେଇ ପୋଲିସ…
୩ମାସର ଦରମା ନ ମିଳିବାରୁ ଟିଟାନିୟମ କମ୍ପାନୀର କର୍ମଚାରୀଙ୍କ ଆନ୍ଦୋଳନ
ଛତ୍ରପୁର,୪।୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ସରାଫ ଟିଟାନିୟମ କମ୍ପାନୀର କର୍ମଚାରୀ କରିଛନ୍ତି ଆନ୍ଦୋଳନ। ତିନି ମାସ ହେଲା ଦରମା ମିଳୁ ନ ଥିବାରୁ ଆଜି ଶାନ୍ତିପୂର୍ଣ୍ଣ ଭାବେ କମ୍ପାନୀ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଛନ୍ତି ଭୂ-ବିସ୍ଥାପିତ କଲ୍ୟାଣ ସମିତି।…
୫ ଜିଲାରୁ ଯିବେ ୧ ହଜାର ତୀର୍ଥଯାତ୍ରୀ
ଛତ୍ରପୁର,୪ା୧୦(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ)ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ ଓ ନୟାଗଡ଼ ଜିଲାର ବରିଷ୍ଠ ନାଗରିକମାନେ ତୀର୍ଥ କରିବାକୁ ଯିବେ। ଉକ୍ତ ୫ ଜିଲାର ୧ ହଜାର ବରିଷ୍ଠ ନାଗରିକ ଏଥିରେ ସାମିଲ ହେବେ। ବ୍ରହ୍ମପୁର ରେଲୱେ…
ଭାଇଚାରାର ସମ୍ପର୍କ ଗଢ଼ିଥାଏ ଦାଣ୍ଡିଆ
ବ୍ରହ୍ମପୁର,୪ା୧୦(ସ୍ମୃତି ରଞ୍ଜନ ମହାଲିକ)ବ୍ରହ୍ମପୁର ସହରରେ ପାର୍ବଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ମୂର୍ତ୍ତି, ତୋରଣ ନିର୍ମାଣ କାର୍ଯ୍ୟ ଚାଲିଛି। ମା’ଙ୍କ ନବରାତ୍ର ଓ ଦଶହରା ଲାଗି ବିଭିନ୍ନ ସାଜସଜା ଓ ଆଲୋକମାଳାରେ ସହର ଝଲସି ଉଠିବ।…
ହିଞ୍ଜିଳିକାଟୁରେ ପିଇବା ପାଣି ସମସ୍ୟା
ହିଞ୍ଜିଳିକାଟୁ, ୩।୧୦: ( ଦ୍ବିତୀକୃଷ୍ଣ ପଣ୍ଡା) ହିଞ୍ଜିଳିକାଟୁ ପୌରାଞ୍ଚଳରେ କିଛି ଅଞ୍ଚଳକୁ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପିଇବା ପାଣି ଯୋଗାଣରେ ସମସ୍ୟା କାରଣରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟ ପକ୍ଷରେ ସହରର ବହୁ ଅଞ୍ଚଳକୁ ୨୪ ଘଣ୍ଟିଆ ପାଇପ…
Archives


