ଗଞ୍ଜାମ

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ ଆତଙ୍କିତ ହୋଇ ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷଙ୍କୁ ଏକାଧିକ ଥର ଏହି ବିଷୟରେ ଅବଗତ…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୮୨ତମ ଜୟନ୍ତୀ ଅବସରରେ ଜାତୀୟ ସଦଭାବନା ଦିବସ ପାଳିତ ହୋଇଯାଇଛି। ନଗର…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଡାଏରୀ ଫାର୍ମ ମାଲିକଙ୍କୁ ଆକ୍ରମଣ ଓ ଲୁଟ୍‌ କରିଥିବା ଘଟଣାରେ ପୋଲିସ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା । ତେବେ ପ୍ରାୟ ୮ ହଜାର ୮୦୦ ଲିଟର ମଦ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି ପଞ୍ଚାୟତ ଅନ୍ତର୍ଗତ ଗାଇଡା-ଏ ଗାଁରେ ବୁଧବାର ଦେଖିବାକୁ ମିଳିଛି। ଗାଁକୁ ପକ୍କା ରାସ୍ତା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦାନହୁଣ୍ଡି ଭାଙ୍ଗି ଚୋରି କରିଥିବା ଜଣାପଡ଼ିଛି।…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଦିଲ୍ଲୀପ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ +୩ ଛାତ୍ରୀମାନଙ୍କ…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ ସମ୍ମାନ ଶାରଳା ପୁରସ୍କାର ପାଇବେ। ତାଙ୍କର ପ୍ରତିଷ୍ଠିତ କବିତା ସଂକଳନ ‘ଅପ୍ରସ୍ତୁତ ମୃତ୍ୟୁ’…

ଋଷିକୂଲ୍ୟା ନଦୀରୁ ଆର୍ମି ଡ୍ରେସ ପିନ୍ଧା ମହିଳାଙ୍କ ମୃତଦେହ ଉଦ୍ଧାର: ବଢୁଛି ସନ୍ଦେହ

ଗଞ୍ଜାମ,୧୯।୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ତଥା ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚଯାତ ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ମନ୍ଦିର ନିକଟସ୍ଥ ଋଷିକୂଲ୍ୟା ନଦୀରେ ବୁଧବାର ସକାଳେ ଜଣେ ମହିଳାଙ୍କ ମୃତ ଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖି ଗଞ୍ଜାମ ଥାନାକୁ ଖବର…

ହୋଟେଲ ଉଦଘାଟନର କିଛି ସମୟ ପୂର୍ବରୁ ଚାଲିଗଲା ବ୍ୟବସାୟୀଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଭଞ୍ଜନଗର ବାଗଦେବୀ ରୋଡରେ ରହୁଥିବା ବିଶ୍ୱଜିତ୍‌ ପାତ୍ର (୨୫) ବୁଧବାର ସକାଳେ ବିଦ୍ୟୁତ ବୋର୍ଡରେ ପ୍ଲଗ ଲଗାଉଥିବା ସମୟରେ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି। ବିଶ୍ୱଜିତ୍‌ କୁଲାଡର ଜଣାଶୁଣା ରୋଷେୟା ଟୁନା ପାତ୍ରଙ୍କ ପୁଅ ଅଟନ୍ତି। ବିଶ୍ୱଜିତ୍‌ଙ୍କ ବିୟୋଗର…

କିରାଣୀଙ୍କ ପରଲୋକ: ବ୍ଲକଗ୍ରାଣ୍ଡ ସୁବିଧା ପାଇଁ ୨୦ ବର୍ଷ ଦୌଡ଼ି ଦୌଡ଼ି ଶେଷରେ…

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର କିରାଣୀ ସ୍ବରାଜ୍ୟ କୁମାର ରାଉଳ (୫୫) ବୁଧବାର ପ୍ରତ୍ୟୁଷରେ ପରଲୋକ ଗମନ କରିଛନ୍ତି। ସେ ବିଗତ କିଛିଦିନ ହେବ ଅସୁସ୍ଥ ଥିଲେ। ତେଣୁ ସେ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିଲେ। ତାଙ୍କର…

ପାଳିବନ୍ଧ ପଞ୍ଚାୟତ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ ଆଣିଲେ ପୂର୍ବତନ ସମିତି ସଭ୍ୟ, କେଉଁ ନିୟମରେ ସର୍ଭେ…

ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାମ୍ନାକୁ ଆସିଛି ବଡ଼ ଅଭିଯୋଗ। ଖୋଦ୍ ପୂର୍ବତନ ସମିତି ସଭ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?