ଗଞ୍ଜାମ

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ୫ ପଦବୀ ନିମନ୍ତେ ୮ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଦିଗପହଣ୍ଡି,୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ୫ ପଦବୀ ନିମନ୍ତେ ଶୁକ୍ରବାର ନାମାଙ୍କନର ଶେଷ ଦିନ ଥିଲା। ତେବେ ଶୁକ୍ରବାର ସୁଦ୍ଧା ୮ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଆସନ୍ତା ୨୯ ତାରିଖରେ ନିର୍ବାଚନ ଅନୁଷ୍ଠିତ…

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ଜେଲ ଗଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଏକ କଲେଜରେ ପଢୁଥିବା ଯୁକ୍ତ ୨ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଡେଙ୍ଗାଡିି ଗ୍ରାମର ନିରଞ୍ଜନ ଦାସ ନାମକ ଜଣେ ଗାଡ଼ି…

୪ଦିନ ପରେ ଦୋଳଯାତ୍ରା: ବ୍ୟବସାୟୀଙ୍କ କବଜାରେ ରାସ୍ତା ଦେଖାଦେବ ଟ୍ରାଫିକ ସମସ୍ୟା

ଗଞ୍ଜାମ,୭ା୩(ବିଦ୍ୟାଧର ସାହୁ): ଆଉ ଚାରି ଦିନ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା। କେଉଁ ଆବାହନ କାଳରୁ ଏଠାରେ ଏହି ଯାତ୍ରା ଅନୁଷ୍ଠିତ ହୋଇ ଆସୁଛି। ୧୧ରୁ ଆରମ୍ଭ ହେଉଥିବା ଏହି ଯାତ୍ରାରେ ସମସ୍ତ ସାହିର…

ଘରେ ପଶି କାଠ ପେଢ଼ି ଭାଙ୍ଗିଲେ ଚୋର, ପରେ…

ଭଞ୍ଜନଗର,୭।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମର ସଞ୍ଜୁ ସେଠୀଙ୍କ ଘରୁ ବୁଧବାର ରାତିରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଛି। ଶୁକ୍ରବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ସେ ହେଲେ ଉକ୍ତ…

ଜଳୁଛି ଜଙ୍ଗଲ: ୧୧ ସ୍ଥାନରେ ନିଆଁ, ବଢୁଛି ତାତି

ଭଞ୍ଜନଗର,୭ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ଜଙ୍ଗଲରେ ବିଗତ ୩ ଦିନ ମଧ୍ୟରେ ୧୦ରୁ ଉଦ୍ଧର୍‌ବ ଜଙ୍ଗଲରେ ନିଆଁ ଲାଗିଥିବା ଜଣାପଡ଼ିଛି। ଏହିଭଳି ପରିସ୍ଥିତିରେ ଶୁକ୍ରବାର ଆଉ ୧୧ଟି ସ୍ଥାନରେ ନିଆଁ ଲାଗିଥିବା ଜଣାପଡିଛି। ସେଥିମଧ୍ୟରୁ…

ଆସନ୍ତାକାଲି ଗଞ୍ଜାମ ଆସିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେଉଁ ରାସ୍ତା ବନ୍ଦ କେଉଁ ରାସ୍ତା ରହିବ ଖୋଲା

ଛତ୍ରପୁର,୭ା୩(ସନ୍ତୋଷ ପାଢ଼ୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତକାଲି ଅର୍ଥାତ୍‌ ଶନିବାର ଗଞ୍ଜାମ ଜିଲା ଗସ୍ତରେ ଆସି ବ୍ରହ୍ମପୁରଠାରେ ସୁଭଦ୍ରା ଯୋଜନାରେ ଦ୍ୱିତୀୟ କିସ୍ତି ବଣ୍ଟନର ଶୁଭାରମ୍ଭ କରିବେ। ଏଥିଲାଗି ଟ୍ରାଫିକ୍‌ ଆଡଭାଇଜାରି ଜାରି କରାଯାଇଛି। ଏ ସମ୍ପର୍କରେ ଜିଲା ସୂଚନା…

ନିର୍ମାଣ ହେବ ବ୍ରହ୍ମପୁର-ଜୟପୁର ଏକ୍ସପ୍ରେସ, ୮ ଘଣ୍ଟା ବଦଳରେ ଲାଗିବ ୩ ଘଣ୍ଟା

ଛତ୍ରପୁର,୭ା୩(ସନ୍ତୋଷ ପାଢ଼ୀ): ରାଜ୍ୟରେ ଗ୍ରାଣ୍ଡ ରିଙ୍ଗ୍‌ ରୋଡ୍‌ ଯୋଜନାର ପ୍ରଥମ କାମ ବ୍ରହ୍ମପୁର- ଜୟପୁର ଭାୟା କୋରାପୁଟ ଏକ୍ସପ୍ରେସ ହାଇଓ୍ବେ ନିର୍ମାଣ କରାଯିବ। ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଞ୍ଜାମ ଜିଲା ଗସ୍ତରେ ଆସିଥିବାବେଳେ…

ପୂର୍ତ୍ତ ମନ୍ତ୍ରୀଙ୍କ ବଡ଼ ସୂଚନା: ସୁନାପୁର-ଋଷିକୁଲ୍ୟା ମୁହାଣ ହେବ ମେରାଇନ ଡ୍ରାଇଭ

ଛତ୍ରପୁର,୭ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ସମୁଦ୍ର ଉପକୂଳ ସୁନାପୁରଠାରୁ ଗୋପାଳପୁର ଦେଇ ଋଷିକୁଲ୍ୟା ମୁହାଣ ପର୍ଯ୍ୟନ୍ତ ମେରାଇନ ଡ୍ରାଇଭ ରାସ୍ତା ନିର୍ମାଣ ହେବ। ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଞ୍ଜାମ ଜିଲା ଗସ୍ତରେ ଆସିଥିବାବେଳେ…

୩ ଦିନ ହେଲା ଜଳୁଛି ପାହାଡ଼: ଲୋକେ ଭୟଭୀତ

ଆସିକା,୭।୩(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ବୁଗୁଡ଼ା ବନଖଣ୍ଡ ଅଧିନସ୍ତ ଆସିକା ବ୍ଲକର ଭେଜିପୁଟ ନିକଟସ୍ଥ ଷଣ୍ଢଝୁଳିଆ ପାହାଡ଼ରେ ନିଆଁ ଲାଗିଛି l ଗତ ତିନି ଦିନ ଧରି ନିଆଁ ଲାଗିଥିଲେ ମଧ୍ୟ ବନ ବିଭାଗ ଶୋଇଛି। ନିଆଁ ଧୀରେ ପାହାଡ଼ର…

ବାଇକ ଧକ୍କାରେ ଗୁରୁତର ବୃଦ୍ଧଙ୍କ ଚାଲିଗଲା ଜୀବନ

ଦିଗପହଣ୍ଡି,୭।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ମୁଖ୍ୟରାସ୍ତାରେ ଗୁରୁବାର ରାତି ପ୍ରାୟ ସାଢ଼େ ୮ଟାରେ ବାଇକ ଧକ୍କାରେ ଗୁରୁତର ଆହାତ ସୀମା ସେଠୀ ନାମକ ବୃଦ୍ଧ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ଅନଙ୍ଗପୁର ଗ୍ରାମର ସୀମା…

ବାଇକ ଧକ୍କାରେ ବୃଦ୍ଧ ଗୁରୁତର: ଉତ୍ତେଜିତ ଗ୍ରାମବାସୀଙ୍କ ରାସ୍ତାରୋକୋ

ଦିଗପହଣ୍ଡି,୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ମୁଖ୍ୟରାସ୍ତାରେ ଗୁରୁବାର ରାତି ପ୍ରାୟ ସାଢ଼େ ୮ଟାରେ ଏକ ବାଇକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଅନଙ୍ଗପୁର ଗ୍ରାମର ସୀମା…

ଆତ୍ମନିର୍ଭରଶୀଳ କରିଛି ସୁଭଦ୍ରା ସହାୟତା

ଦିଗପହଣ୍ଡି,୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକ ଠାରେ ଗୁରୁବାର ସୁଭଦ୍ରା ଯୋଜନା ସମ୍ପର୍କିତ ପଥପ୍ରାନ୍ତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ସିଡିପିଓ ପୁଷ୍ପାଞ୍ଜଳି ଶତପଥୀ ୍ଯଯଯକ୍ଷତା କରିଥିବା ବେଳେ ବିଡ଼ିଓ ଡ. ଚିତ୍ତରଞ୍ଜନ ଦାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?