ବିଏସ୍କେୱାଇ କାର୍ଡରେ ଚିକିତ୍ସା ବିଫଳ ଅଭିଯୋଗ
ବ୍ରହ୍ମପୁର ଅଫିସ୍,୧୩।୫: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ)ରେ ମାଗଣା ସ୍ବାସ୍ଥ୍ୟଗତ ଚିକିତ୍ସା ସେବା ପାଇବା ନିମନ୍ତେ ଅନୁମୋଦନ ପ୍ରଦାନ କରିବା ଦାୟିତ୍ୱରେ ଥିବା ଅଧିକାରୀଙ୍କ ଦାୟିତ୍ୱହୀନତା ଓ ଅବହେଳା ଯୋଗୁଁ ସହରରେ ବିଭିନ୍ନ ରୋଗୀ ସମସ୍ୟାର ସମ୍ମୁଖୀନ ହେଉଥିବା ସହରତଳି…
ବୁଗୁଡ଼ା ଠାକୁରାଣୀ ଯାତ୍ରା ଉଦ୍ଯାପିତ
ବୁଗୁଡ଼ା,୧୩।୫(ଡି.ଏନ.ଏ.):ଚଳିତ ଏପ୍ରିଲ ୨୬ ତାରିଖରୁ ଶୁଭାରମ୍ଭ ହୋଇଥିବା ସପ୍ତଦଶ ଦିବସୀୟ ବୁଗୁଡ଼ା ପଞ୍ଚ ଠାକୁରାଣୀ ଯାତ୍ରା ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଶ୍ରଦ୍ଧାଳୁଙ୍କ ଠାରୁ ମେଲାଣି ନେଇ ପଞ୍ଚ ଠାକୁରାଣୀ ସ୍ବ ସ୍ବ ମନ୍ଦିରକୁ ପ୍ର୍ଯଯାବର୍ତ୍ତନ କରିଥିବା ବେଳେ ଅନ୍ତିମ ନଗର ଭ୍ରମଣି…
ସମାଜସେବୀଙ୍କ ସହାୟତାରେ ଘରକୁ ପ୍ରବେଶ
ଛତ୍ରପୁର,୧୩।୫(ଡି.ଏନ.ଏ.): ୨ଟି କନ୍ୟା ସନ୍ତାନ ପରେ ସ୍ତ୍ରୀ ଅଲୋଡା ହୋଇଛନ୍ତି । ସ୍ତ୍ରୀ ଓ ୨ ପିଲାଙ୍କୁ ଛାଡି ସ୍ବାମୀ କେରଳ ଚାଲି ଯାଇଛନ୍ତି । ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ କତୁରୁ ଗଁାରେ ଏପରି ଘଟଣା ଦେଖିବାକୁ ମିଳିଛି।…
ଅଟୋନଗର ଓଭରବ୍ରିଜ୍ ରାସ୍ତା ପାଲଟିଛି ପାର୍କିଂ ଜୋନ୍
ଗୋପାଳପୁର,୧୩।୫(ଡି.ଏନ.ଏ.): ‘ସଡ଼କ ସୁରକ୍ଷା ଜୀବନ ରକ୍ଷା’ ନାଁରେ ଗମନାଗମନ ସୁବିଧା ଓ ଦୁର୍ଘଟଣା ରୋକିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ସହ ସଡ଼କ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ କେଉଁଠି ପରିବହନ ବିଭାଗ ଓ…
ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡ
ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଅଧୀନ ଗଞ୍ଜାମ ବ୍ଲକର ମାଳି ଜଗନ୍ନାଥପୁର ଗାଁରେ ହୋଇଥିବା ଏକ ବଳାତ୍କାର ମାମଲାରେ ଶୁକ୍ରବାର ଛତ୍ରପୁର ଏଡିଜେ ମନୋରଞ୍ଜନ ଦାଶ ଶୁଣାଣି କରି ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା…
ଭିଜିଲାନ୍ସ ଜାଲରେ ଛତ୍ରପୁର ତହସିଲ ଅଫିସର ବରିଷ୍ଠ ରାଜସ୍ବ ସହାୟକ
ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ସ୍ବାତି ସୁଚରିତା ପାତ୍ର ଘରବାରି ପଟ୍ଟା କରିଦେବା ଲାଗି ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଉକ୍ତ ଲାଞ୍ଚ ଟଙ୍କା ସହ ବିଭିନ୍ନ କାଗଜ ପତ୍ରକୁ…
ନିରନ୍ତର ବିଦ୍ୟୁତ୍ ଯୋଗାଣ ଲକ୍ଷ୍ୟ
ବ୍ରହ୍ମପୁର ଅଫିସ,୧୨ା୫: ଗ୍ରାହକଙ୍କ ପାଇଁ ଭରସାଯୋଗ୍ୟ ବିଦ୍ୟୁତ୍ ଯୋଗାଣକୁ ନିଶ୍ଚିତ କରିବା ପାଇଁ ଟିପି ସଦର୍ଣ୍ଣ ଓଡିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ ସମସ୍ତ ସର୍କଲରେ ଏବେ ଭ୍ରାମ୍ୟମାଣ ସବ୍ ଷ୍ଟେଶନ ରଖା ଯାଇଛି। ଫଳରେ ବିଦ୍ୟୁତ୍ ବିଭ୍ରାଟ ସମୟରେ ଯୋଗାଣ…
ଗଞ୍ଜେଇ ଭର୍ତ୍ତି ଅଟୋ ଜବତ: ଜଣେ ଗିରଫ
ବ୍ରହ୍ମପୁର ଅଫିସ,୧୨ା୫: ଅବକାରୀ ଗୋଇନ୍ଦା ଟିମ୍ ଶୁକ୍ରବାର ଏକ ଗଞ୍ଜେଇ ଭର୍ତ୍ତି ଅଟୋ ଜବତ କରିଛି। ଜଣେ ଚାଲାଣକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ବଡ଼ଗଡ଼ ଥାନା ଅନ୍ତର୍ଗତ ବଡ଼ଚିକିଲି ଗ୍ରାମର ପ୍ରମୋଦ କୁମାର ନାୟକ(୩୪)। ଫୁଲବାଣୀରୁ ଗଞ୍ଜେଇ ଆସ୍କା ଦେଇ…
ବ୍ରହ୍ମପୁର ଉପକଣ୍ଠରେ ପୁଣି ଜଣେ ଯୁବକଙ୍କୁ ହତ୍ୟା
ବ୍ରହ୍ମପୁର ଅଫିସ,୧୨ା୫: ସହର ଓ ସହର ଉପକଣ୍ଠରେ ଏବେ ଆଇନ ଶୃଙ୍ଖଳା ଧିରେ ଧିରେ ବିଗିଡ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ଜଣେ ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ ଥିବା ଏକ ଜମିରେ ମୃତଦେହ ଫିଙ୍ଗିଦେଇଛନ୍ତି ଦୁର୍ବୃତ୍ତ। ଖବର ପାଇ ସଦର ଥାନା…
ଗଜଲବାଡି ବନାଞ୍ଚଳରୁ ପୁରୀ ଗଲା ରଥକାଠ
ସୋରଡା,୧୧।୫(ଡି.ଏନ.ଏ): ପୁରୀ ରଥଯାତ୍ରା ପାଇଁ ଦକ୍ଷିଣ ଘୁମୁସର ଗଜଲବାଡି ବନାଞ୍ଚଳରୁ ୨୨ଟି କାଠ ପୁରୀ ଯାଇଛି। ଗାଜଳବାଡିଠାରେ କାଠ ବୋଝେଇ ଟ୍ରକକୁ ପ୍ରଥମେ ବନ୍ଦାପନା ପୂଜା ପରେ ସୋରଡା ଆସିଥିଲା । ରାସ୍ତାରେ ନାହାଗଣ୍ଡା,ଗୋଛା,ପିପଲପାଙ୍କା,ଅଶୂରବନ୍ଧ ଠାରେ ମହିଳାମାନେ ପୂଜା କରିବା ପରେ…
ଯୁବକଙ୍କୁ ମାଡ଼ମାରି ଲୁଟି ନେଲେ ସୁନା ଚେନ୍, ଟଙ୍କା
ବ୍ରହ୍ମପୁର ଅଫିସ,୧୧ା୫: ଶେରଗଡ଼ ବାଇସିଙ୍ଗି ଗ୍ରାମର ଧୁର୍ଜଟି ପ୍ରଧାନ ଓ ତାଙ୍କର ଦୁଇ ସାଙ୍ଗଙ୍କୁ କେତେକ ଦୁର୍ବୃତ୍ତ ମାଡ଼ମାରି ସୁନା ଚେନ, ମୋବାଇଲ ଓ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏନେଇ ଟାଉନ ଥାନା ପୋଲିସ ଏକ ମାମଲା(ନଂ.୧୭୭/୨୩) ରୁଜୁ…
ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ମରଣାନ୍ତକ ଆକ୍ରମଣ
ବ୍ରହ୍ମପୁର ଅଫିସ,୧୧ା୫: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ସହ ମରଣାନ୍ତକ ଆକ୍ରମଣ ହୋଇଛି। ଏନେଇ ମହିଳା ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ. ୨୫୬/୨୩) ରୁଜୁକରି ଘଟଣାର ତଦନ୍ତ…
Archives


