ଗଞ୍ଜାମ

ସଙ୍ଗରୋଧ କେନ୍ଦ୍ରରେ ସମ୍ପର୍କୀୟଙ୍କ ଅବାଧ ପ୍ରବେଶ

ଶେରଗଡ଼,୧୦ା୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଗୋଠଗାଁ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରେ ସଙ୍ଗରୋଧ କେନ୍ଦ୍ରକୁ ସୁରଟ ଫେରନ୍ତାଙ୍କ ସମ୍ପର୍କୀୟ ଭେଟିବାକୁ ଆସିବା ସହ ଜିନିଷ ପତ୍ର ମଧ୍ୟ ଦେଉଛନ୍ତ। ସଙ୍ଗରୋଧ କେନ୍ଦ୍ରକୁ ଏପରି ଅବାଧ ପ୍ରବେଶ ଗୋଠଗଁ। ପ୍ରତି ବିପଦ ଆଣିପାରେ। ଉକ୍ତ...

CORONAVIRUS UPDATE: ରାଜ୍ୟରେ ତୃତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକ ଜଣକ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ...

ବିଦେଶୀ ମଦ ବୋଝେଇ ବୋଲେରୋ ଜବତ: ୬ ଗିରଫ

ଶେରଗଡ,୯ା୫(ଡି.ଏନ୍‌.ଏ.)- ଶେରଗଡ ଚାରିଛକରେ ଶନିବାର ଭୋରରେ ବିଦେଶୀ ମଦ ବୋଝେଇ ବୋଲେରୋ (ନଂ.ଓଡି୦୭ଆର୍‌-୬୯୭୨)କୁ ଶେରଗଡ ପୋଲିସ ଏସଡିପିଓ ସୂର୍ଯ୍ୟମଣୀ ପ୍ରଧାନଙ୍କ ନେତୃତ୍ୱରେ ଜବତ କରାଯାଇଛି। ଏଥିରେ ଥିବା ୬ଜଣଙ୍କୁ ଗିରଫ କରି ନଂ.୪୮/୨୦ରେ ମାମଲା ରୁଜୁକରି କୋର୍ଟ ଚାଲାଣ କରାଯାଇଛି।...

ଜିଲାପାଳ କ୍ଷମତାର ଉପଯୋଗ କଲେ ସରପଞ୍ଚ: ପଞ୍ଚାୟତରେ ୮ଦିନ ପର୍ଯ୍ୟନ୍ତ ୨୦ ଘଣ୍ଟିଆ ଶଟ୍‌ଡାଉନ୍‌

ବୁଗୁଡ଼ା,୯ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ମାଣିତରା ପଞ୍ଚାୟତ ସରପଞ୍ଚ ଶାନ୍ତିଲତା ନାୟକ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଦେଇଥିବା ଜିଲାପାଳ କ୍ଷମତାର ଉପଯୋଗ କରିଛନ୍ତି। ଗାଁରେ ସଙ୍ଗରୋଧ ଗୃହ ରହିଥିବାରୁ ସଂକ୍ରମଣ ଆଶଙ୍କାରେ ୮ଦିନ ପର୍ଯ୍ୟନ୍ତ ଦିନ ୧୧ଟାରୁ...

ସଙ୍ଗରୋଧ ଗୃହ ଉଦ୍ୟାନ ସଫାକରି ଉଦାହରଣ ସୃଷ୍ଟି କଲେ ସୁରଟ ଫେରନ୍ତା

ଧରାକୋଟ,୯ା୫(ଡି.ଏନ.ଏ.)- ଧରାକୋଟସ୍ଥିତ କୃଷ୍ଣସିଂହ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଶ୍ରୀରାଜ ଉଚ୍ଚ ବିଦ୍ୟାଳୟ କ୍ୱାରାଣ୍ଟାଇନ ସେଣ୍ଟରରେ ୧୭୭ ଜଣ ସୁରଟ ଫେରନ୍ତା ରହୁଛନ୍ତି। ବିଭିନ୍ନ କେନ୍ଦ୍ରରେ ଗଣ୍ଡଗୋଳ ଓ ନିୟମ ଉଲ୍ଲଂଘନ ନେଇ ପ୍ରବାସୀ ଓଡ଼ିଆ ନିନ୍ଦିତ ହେଉଥିବାବେଳେ ଏଠାରେ...

ବିଦେଶୀ ମଦବୋଝେଇ ବୋଲେରୋ ଜବତ: ୬ ଗିରଫ

ଶେରଗଡ଼,୯ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ଚାରିଛକରେ ଶନିବାର ବିଦେଶୀ ମଦ ବୋଝେଇ ଏକ ବୋଲେରୋ ନଂ. ଓଡି ୦୭ ଆର୍‌ ୬୯୭୨କୁ ଶେରଗଡ଼ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱରେ ଜବତ କରାଯାଇଛି। ଏନେଇ ଶେରଗଡ଼ ଥାନାରେ ୪୮/୨୦ରେ ଏକ...

ଗଞ୍ଜାମରେ ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା: କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ; ଜିଲାରେ ପଜିଟିଭ୍‌ ସଂଖ୍ୟା ୮୯

ଭୁବନେଶ୍ୱର,୯।୫(ବ୍ୟୁରୋ): ଗଞ୍ଜାମରେ ଚିହ୍ନଟ ହୋଇଥିବା ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା। ସମସ୍ତେ ପୁରୁଷ ହୋଇଥିବା ବେଳେ ବୟସ ଯଥାକ୍ରମେ ୩୯,୪୯,୧୬,୪୮,୪୫ ବର୍ଷ। ସମସ୍ତେ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିଲେ। ସେମାନଙ୍କ ନିକଟରେ କୌଣସି ଲକ୍ଷଣ ନ ଥିଲା। ତେବେ ନମୂନା...

ସରକାରୀ ସହାୟତା ଦାବିକଲେ ଗାଡ଼ିଚାଳକ, ହେଲ୍‌ପର

ଦିଗପହଣ୍ଡି,୯ା୫(ଡି.ଏନ୍‌.ଏ.) : କରୋନା ପ୍ରତିହତ ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାଦ୍ୱାରା ସମସ୍ତେ ପ୍ରଭାବିତ ହୋଇଛନ୍ତି। ଦିଗପହଣ୍ଡି ଅଞ୍ଚଳରେ ଥିବା ଗାଡ଼ିଚାଳକ ଓ ହେଲପରମାନେ ନାନା ଦୁର୍ଦ୍ଦଶା ମଧ୍ୟରେ ଗତି କରୁଛନ୍ତି। ତେଣୁ ସେମାନଙ୍କୁ ସରକାରୀ ସହାୟତା...

CORONAVIRUS UPDATE: ଗଞ୍ଜାମରେ ଆଉ ୫ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୪କୁ ବୃଦ୍ଧି

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗଞ୍ଜାମରେ ଶନିବାର ଅପରାହ୍ନରେ ଆଉ ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା...

ଗଞ୍ଜାମ ବ୍ଲକ କ୍ୱାରାଣ୍ଟାଇନରେ ୪୭୨ ସୁରଟ ଫେରନ୍ତା

ଗଞ୍ଜାମ,୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୁରଟରୁ ପ୍ରବାସୀ ଓଡ଼ିଆ ଫେରିବା ପରେ ଏହି ସମସ୍ୟା ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ଜିଲାରେ ୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ...

CORONAVIRUS UPDATE: ଗଞ୍ଜାମରେ ପୁଣି କରୋନା ପଜିଟିଭ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮

ଭୁବନେଶ୍ୱର,୯।୫(ବ୍ୟୁରୋ)-ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଗଞ୍ଜାମ ଜିଲାର ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ବୟସ ୨୬ ବର୍ଷ ହୋଇଥିବାବେଳେ ସେ ସୁରଟ ଫେରାନ୍ତା ବୋଲି...

ପ୍ରବାସୀଙ୍କୁ ନେଇ ଖବର ସଂଗ୍ରହ ବେଳେ କରୋନା ସତର୍କତାକୁ ମାନୁନାହାନ୍ତି ଗଣମାଧ୍ୟମ ପ୍ରତିନିଧି: ପରାମର୍ଶନାମା ଜାରି କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୯।୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଫେରନ୍ତା ପ୍ରବାସୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଗଣମାଧ୍ୟମ ପ୍ରତିନିଧିମାନେ ସମ୍ପୃକ୍ତ ବିଷୟରେ ଖବର ସଂଗ୍ରହ ବେଳେ ସାମାଜିକ ଦୂରତା ଅବଲମ୍ବନ କରୁ ନ ଥିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri