ଗଞ୍ଜାମ

ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୭।୫(ଡି.ଏନ.ଏ.): ଦିଗପହଣ୍ଡି ଥାନା ଅନ୍ତର୍ଗତ କୁଶପଡା ଗ୍ରାମରେ ଠାକୁରାଣୀ ଯାତ୍ରା ଚାଲିଥିବା ବେଳେ ପୋଲିସ ଗ୍ରାମର ବଡସାହିର ଏକ ଘରୁ ଜଣେ ଯୁବକଙ୍କ ମୃତଦେହ ଜବତ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସମ୍ପୃକ୍ତ ଯୁବକର ଗୁପ୍ତାଙ୍ଗ ରକ୍ତ ସ୍ରାବ ସହ…

ମହିଳାଙ୍କୁ ପଥରରେ ଛେଚି ହତ୍ୟା, ଜଣେ ଅଟକ

ଗଞ୍ଜାମ,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅନ୍ତର୍ଗତ ଜହମି ଗ୍ରାମର ଜଣେ ମହିଳାଙ୍କୁ ସୁନା ଅଳଙ୍କାର ଲୋଭରେ ଶନିବାର ପଥରରେ ଛେଚି ହତ୍ୟା କରାଯାଇଛି। ଏହି ଘଟଣାରେ ସନ୍ଦେହରେ ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ରମ୍ଭା ଥାନା ପୋଲିସ ଅଟକ ରଖି…

ଗୁଣି, ଗାରେଡିକୁ ବିଲୋପ କରିବାକୁ ପ୍ରଶାସନର ଉଦ୍ୟମ

ଛତ୍ରପୁର,୬।୫(ଡି.ଏନ୍‌.ଏ.): ଜିଲାରେ ଗୁଣି ଗାରେଡି, ଡାହାଣୀ ଭଳି କୁପ୍ରଥା ଏବେ ବି ରହିଛି। ଏହାକୁ ନେଇ ଲୋକଙ୍କୁ ସାମାଜିକ ବାସନ୍ଦ କରାଯାଉଛି। ଏହାର ବିଲୋପ କରିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ଚେତନତା କରିବାକୁ ସ୍ଥିର କରାଯାଇଛି। ଏହି…

୧୫୦୦୦ ନଡ଼ିଆ ଭାଙ୍ଗିଲେ ବିଧାୟକ

ସୋରଡ଼ା, ୫ା୫ (ଡି.ଏନ୍‌.ଏ.):  ୨୦୨୪ ନିର୍ବାଚନକୁ ଆଉ ମାତ୍ର ବର୍ଷେରୁ କମ୍‌ ସମୟ ଥିବା ବେଳେ ୨୦୧୯ର ମାନସିକ ପୂରଣ କରିଛନ୍ତି ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ। ଆନ୍ଧ୍ରପ୍ରଦେଶର ସୀମାଞ୍ଚଳମ୍‌ ମନ୍ଦିର ଯାଇ ମାନସିକ ପୂର୍ବକ ୧୫୦୦୦ ନଡ଼ିଆ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ, ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ

ଗଞ୍ଜାମ,୫।୫(ଡି.ଏନ.ଏ. ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ଶୁକ୍ରବାର ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ବିଡ଼ିଓ ଜସ୍ମିନ ପ୍ରଧାନ, ଜିଲାପରିଷଦ ସଭ୍ୟ ସନାତନ ବେହେରା, ସହକାରୀ…

ମହିଳାଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା, ଅଭିଯୁକ୍ତ ଗିରଫ

ହିଞ୍ଜିଳିକାଟୁ ୨।୫(ଡି.ଏନ.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନଂ ୫୯ କଡ଼ରେ ମକରଝୋଳ ଗାଁ ନିକଟ ବିଲରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମହିଳାଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରାଯାଇଥିବା ପୋଲିସ ତଦନ୍ତରୁ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ

ବେଗୁନିଆପଡ଼ା, ୪।୫(ଡି ଏନ ଏ) : ଗଞ୍ଜାମ ଜିଲା କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା. ବିଶ୍ବମ୍ବର ବେହେରା। ଡା. ବେହେରା ଗୁରୁବାର କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ୫ଟି ଅଧିନରେ ଚାଲିଥିବା ବିଭିନ୍ନ…

ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ହେଲେ ମଧୁସ୍ମିତା ମହାପାତ୍ର

ଛତ୍ରପୁର,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ଭାବେ ମଧୁସ୍ମିତା ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସମସ୍ତ ଅଧିକାରୀ ଓ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଏହା ପୂର୍ବରୁ ସେ କଟକ ଜିଲାରେ କାର୍ଯ୍ୟ କରୁଥିଲେ। ଏସି,…

ଜମିବାଡ଼ି ବିବାଦରୁ ବୃଦ୍ଧଙ୍କୁ ନିର୍ମମ ହତ୍ୟା: ୨ ଅଟକ

ବେଗୁନିଆପଡ଼ା,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ନୂଆପଲୀ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ବୃଦ୍ଧଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତ ବୃଦ୍ଧ ଜଣକ ହେଲେ ନୂଆପଲୀ…

୧୧ଟି ୱାର୍ଡର ଉପନିର୍ବାଚନ ଫଳାଫଳ ଘୋଷିତ

ପୁରୁଷୋତ୍ତମପୁର,୪।୫(ଡିଏନଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୮ଟି ପଞ୍ଚାୟତର ୮ଟି ୱାର୍ଡରେ ହୋଇଥିବା ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ନିର୍ବାଚନ ଅଧିକାରୀ ତଥା ବିଡିଓ ବିଜୟ କୁମାର ବେହେରା ଗୁରବାର ଭୋଟ ଗଣତିକରି ଘୋଷଣା କରିଛନ୍ତି। ଭାଟକୁମରଡା ପଞ୍ଚାୟତ ୱାର୍ଡ ନଂ…

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ବ୍ରହ୍ମପୁର ଅଫିସ, ୪।୫: ଅବକାରୀ ଗୁଇନ୍ଦା ଟିମ୍‌ ଗୁରୁବାର ଗଞ୍ଜାମ ଜିଲା ଚିକିଟି ଧାନଘର ନିକଟରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ କରିଛି। ଏକ ଟ୍ରକରେ ଗଞ୍ଜେଇ ଭର୍ତ୍ତି କରାଯାଇ ଚାଲାଣ ହେଉଥିଲା। ଘଟଣାସ୍ଥଳରୁ ଗୋଟିଏ ଗଞ୍ଜେଇ ଭର୍ତ୍ତି ଟ୍ରକ, କାର,…

ଅସ୍ଥାୟୀ ମନ୍ଦିରରେ ବିଜେ କଲେ ପଞ୍ଚଠାକୁରାଣୀ

ପୁରୁଷୋତ୍ତମପୁର,୪।୫(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ବୁଧବାର ଆରମ୍ଭ ହୋଇଛି। ଏଥିଲାଗି ସମଗ୍ର ସହର ଚଳଚଞ୍ଚଳ ହୋଇଉଠିଛି। ସମସ୍ତ ଜନସାଧାରଣଙ୍କ ମଧ୍ୟରେ ଆନନ୍ଦର ଲହରୀ ଦେଖାଦେଇଛି। କରୋନା କଟକଣା ଯୋଗୁଁ ଦୀର୍ଘ ଚାରି ବର୍ଷ ପରେ ମା’ କନକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri