ଗୋପାଳପୁର ବିଧାୟକ, ପାଠକ ବାପ-ପୁଅ କୋର୍ଟରେ ହାଜର
ବ୍ରହ୍ମପୁର ଅଫିସ,୪ା୫: ଗଞ୍ଜାମ ଜିଲା ଗୋପାଳପୁର ଟାଟା ମୋଟର୍ସରେ ଚାକିରି କରାଇ ଦେବା ପାଇଁ କୋଟି କୋଟି ଟଙ୍କା ଠକେଇ କରିଥିବା ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହ ପୂର୍ବତନ ଆଇଏଫ୍ଏସ୍ ଅଧିକାରୀ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ…
ମିଠା ଦୋକାନ ସିଲ୍ କଲା ପ୍ରଶାସନ: ପୋଲିସ-ଓକିଲ ମୁହାଁମୁହିଁ
ଗଞ୍ଜାମ,୩ା୫(ଡି.ଏନ୍.ଏ.): ଗଞ୍ଜାମ ବଡ଼ ବଜାର ମାର୍କେଟ କମ୍ପ୍ଲେକ୍ସ ଠାରେ ଥିବା ଗଣେଶ ପଟ୍ଟନାୟକ ମିଠା ଦୋକାନକୁ ବୁଧବାର ଜିଲା ପୋଲିସ ପ୍ରଶାସନ ସିଲ୍ କରିଥିବା ଜଣାପଡ଼ିଛି। ଦୀର୍ଘ ମାସ ହେବ ଦୋକାନ ମାଲିକ ଓ ଘର ମାଲିକଙ୍କ ମଧ୍ୟରେ ତିକ୍ତତା ଲାଗି…
ଟ୍ରକ ଚକା ତଳେ ଚାଲିଗଲା ବୃଦ୍ଧଙ୍କ ଜୀବନ
ବ୍ରହ୍ମପୁର ଅଫିସ,୩।୫: ବ୍ରହ୍ମପୁର ସହର ଦେଇ ଯାଇଥିବା ଜାତୀୟ ରାଜପଥ ୫୯- ଆସ୍କାରୋଡ ପୋଲିସ କଲୋନୀ ଛକରେ ବୁଧବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ଖବର ପାଇ ଟ୍ରାଫିକ…
ବ୍ରହ୍ମପୁର ବିଧାୟକଙ୍କୁ ମିଳୁନି ମନ୍ତ୍ରୀ ପଦ
ବ୍ରହ୍ମପୁର ଅଫିସ,୩।୫: ଗଞ୍ଜାମ ଜିଲାର ୧୩ ନିର୍ବାଚନ ମଣ୍ଡଳୀ ମଧ୍ୟରେ ବ୍ରହ୍ମପୁରର ଗୁରୁତ୍ୱ ରହିଛି। ମହାନଗର ନିଗମର ସମୁଦାୟ ୪୨ ୱାର୍ଡରୁ ୩୬ ୱାର୍ଡକୁ ନେଇ ଗଠନ ହୋଇଛି ବିଧାନସଭା କ୍ଷେତ୍ର। ୧୯୯୦ ରୁ ୨୦୧୯ ସୁଦ୍ଧା ହୋଇଛି ୭ ନିର୍ବାଚନ।…
ମିଶନ ଶକ୍ତି ମିଲେଟ୍ ଆଉଟଲେଟ୍ ଉଦ୍ଘାଟିତ
ଛତ୍ରପୁର,୨।୫( ଡିଏନଏ ): ଗଞ୍ଜାମ ଜ଼ିଲା ହେଡକ୍ୱାର୍ଟର ଛତ୍ରପୁର ଠାରେ ପ୍ରଥମ କରି ମିଶନ ଶକ୍ତି ମିଲେଟ୍ ଆଉଟଲେଟ୍ ଓ ମିଶନ ଶକ୍ତି କାଫେ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି। ଏହାକୁ ଗଞ୍ଜାମ ଜ଼ିଲାପାଳ ଦିବ୍ୟଜ୍ୟୋତି ପରିଡା ଉଦ୍ଘାଟନ କରିଛନ୍ତି। ମିଲେଟ୍ ଆଉଟଲେଟ୍ରେ…
ଗଞ୍ଜାମ ଜ଼ିଲାରେ ଆରମ୍ଭ ହେଲା ପଛୁଆ ବର୍ଗଙ୍କ ସାମାଜିକ, ଶିକ୍ଷାଗତ ସ୍ଥିତି ସର୍ଭେ
ଛତ୍ରପୁର,୧।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ପଛୁଆ ବର୍ଗ ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହୋଇଛି। ସର୍ଭେ କାର୍ଯ୍ୟ ଯେପରି ଠିକ୍ ହେବ ସେଥିନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଜିଲାର ପଛୁଆ ବର୍ଗ…
ୱାର୍ଡମେମ୍ବର ନିର୍ବାଚନ ପ୍ରସ୍ତୁତି ଶେଷ: ବୁଥ୍ରେ ପହଞ୍ଚିଲେ ପୋଲିଂ ଦଳ
ସୋରଡା,୧।୫(ଡି.ଏନ୍.ଏ.): ପଞ୍ଚାୟତ ନିର୍ବାଚନରେ ଖାଲି ପଡିଥିବା ୱାର୍ଡ ସଭ୍ୟା ଏବଂ ସଭ୍ୟଙ୍କ ପାଇଁ ମେ’ ୨ ତାରିଖ ମଙ୍ଗଳବାର ନିର୍ବାଚନ ହେବା। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ସୋରଡା ବ୍ଲକର ୨୬ ପଞ୍ଚାୟତ ମଧ୍ୟରୁ ୧୪…
ଏକତା ରଖି ସଂଗଠିତ ହେବାକୁ ଆହ୍ବାନ
ଛତ୍ରପୁର,୧।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ପକ୍ଷରୁ ସୋମବାର ଗୋପାଳପୁର ବନ୍ଦର ନିକଟ ଆର୍ଯ୍ୟପଲ୍ଲୀ କମ୍ୟୁନିଟି୍ ହଲ୍ରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ଜିଲା ଉପସଭାପତି…
ଛୁଟିରେ ରହିବେନି ନିୟୋଜିତ କର୍ମଚାରୀ
ଛତ୍ରପୁର,୧ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ପଛୁଆ ବର୍ଗର ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହେବ । ସର୍ଭେ କାର୍ଯ୍ୟ ଯେପରି ସଠିକ ହେବ ସେଥି ନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଓସ୍ବାନ ହଲ…
ମୃତକଙ୍କ ବ୍ୟାଙ୍କ ଖାତାରୁ ୧ଲକ୍ଷ ୮୦ହଜାର ଟଙ୍କା ହଡ଼ପ
ହିଞ୍ଜିଳିକାଟୁ, ୩୦।୪(ଡି.ଏନ.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରିସ୍ଥିତ ଷ୍ଟେଟ୍ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଜଣେ ମୃତବ୍ୟକ୍ତିଙ୍କ ସଞ୍ଚୟ ଖାତାରୁ ବିଭିନ୍ନ ପର୍ଯ୍ୟାୟରେ ୧ଲକ୍ଷ ୮୦ହଜାର ଟଙ୍କା ଉଠାଇ ହଡ଼ପ କରାଯାଇଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ,…
ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣ
ବ୍ରହ୍ମପୁର ଅଫିସ,୩୦।୪: ବ୍ରହ୍ମପୁର ବଡ଼ ମେଡିକାଲରେ ଜଣେ ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣ ହୋଇଛି। ଏହି ଘଟଣାକୁ ନେଇ ଡାକ୍ତରୀ ଛାତ୍ରଙ୍କ ମଧ୍ୟରେ ଉତ୍ତେଜନା ଦେଖା ଦେଇଛି। ଛାତ୍ରମାନେ ଅଭିଯୁକ୍ତ ଯୁବକଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ,…
ଭାରତ ବନ୍ଦ: ଜାତୀୟ ରାଜପଥ ଅବରୋଧ କଲା ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା
ଛତ୍ରପୁର,୩୦।୪(ଡିଏନଏ ): ରାଷ୍ଟ୍ରୀୟ ପଛୁଆ ବର୍ଗ (ଓବିସି ) ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଦାବି ନେଇ ରବିବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଜ଼ିଲାପରିଷଦ ଭବନ ଛକ ନିକଟ ୧୬ ନମ୍ବର ଜାତୀୟ…
Archives


