ଗଞ୍ଜାମ

ଭାଇଙ୍କୁ ରାଖୀ ବାନ୍ଧିବା ଅଧା ରହିଲା: ଦୁର୍ଘଟଣାରେ ଚାଲିଗଲା ଭଉଣୀଙ୍କ ଜୀବନ

ଗଞ୍ଜାମ,୩୧ା୮(ବିଦ୍ୟାଧର ସାହୁ): ରକ୍ଷାବନ୍ଧନରେ ଭଉଣୀ ଭାଇ ହାତରେ ରାଖୀ ବାନ୍ଧି ଭାଇଙ୍କର ଶୁଭ ମନାସିବା ସହ ନିଜକୁ ସୁରକ୍ଷା ଦେବା ପାଇଁ ଭାଇଙ୍କଠାରୁ ପ୍ରତିଜ୍ଞା ଗ୍ରହଣ କରନ୍ତି। କିନ୍ତୁ ଜଣେ ଭଉଣୀ ଭାଇ ହାତରେ ରାଖୀ ବାନ୍ଧିବାକୁ ଯିବା ବାଟରେ ଦୁର୍ଘଟଣାରେ…

ବଢ଼ୁଛି ଓ୍ବାର୍ଡ, ବଢ଼ୁନାହାନ୍ତି କର୍ମଚାରୀ

ବ୍ରିଟିଶ ଶାସନରେ ଗଞ୍ଜାମ ଜିଲା ମାଡ୍ରାସ ପ୍ରେସିଡେନ୍ସି ଅଧୀନ ଥିଲା। ୧୮୬୭ରେ ବ୍ରହ୍ମପୁର ପୌରପାଳିକା ଗଠନ ହୋଇଥିଲା। ସେତେବେଳେ ରେଶମ ସହର ଜନସଂଖ୍ୟା ୩୦ ହଜାରରୁ ଅଧିକ ଥିଲା। ପରିସୀମାକୁ ନେଇ ମାତ୍ର ୨୭ଟି ୱାର୍ଡ ଗଠନ କରାଯାଇଥିଲା। ଏବେ ଏହି…

୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଆସିକା,୨୯ା୮(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମରେ ୨୦୨୦ରେ ଘଟିଥିବା ନାଗା ଗୌଡ଼ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ଆସିକା ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରବୀର କୁମାର ଚୌଧୁରୀ ଏହି ମାମଲାର…

ଠିକ୍‌ ସମୟରେ ଆସୁନାହାନ୍ତି ଶିକ୍ଷକ, ପିଲା

ଛତ୍ରପୁର,୨୮ା୮(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ କେତେକ ସ୍କୁଲକୁ ଠିକ୍‌ ସମୟରେ ଶିକ୍ଷକ ଓ ଛାତ୍ରୀଛାତ୍ର ଆସୁନାହାନ୍ତି। ଏପରିକି କେତେକ ସ୍କୁଲକୁ ଶିକ୍ଷକ ଓ ଛାତ୍ରୀଛାତ୍ର ଆସୁଥିଲେ ମଧ୍ୟ କ୍ଲାସରୁମ୍‌କୁ ଯାଉନାହାନ୍ତି। ସ୍କୁଲ ପରିସରରେ ଭିଡ ଜମାଉଛନ୍ତି। ଜିଲା ଶିକ୍ଷା ଅଧିକାରୀ ବିଭିନ୍ନ…

ତାଲା ପକାଇ ଭୁବନେଶ୍ୱର ଆସିଥିଲେ: ଗଲାବେଳକୁ ଘରେ ବୁଲିଛି କଳାକନା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ଲୁଟେରା ଗ୍ୟାଙ୍ଗ ତାଲାବନ୍ଦ ଘରକୁ ଟାର୍ଗେଟ କରିବାରେ ଲାଗିଛନ୍ତି। ଗୋଷାଣି ନୂଆଗାଁ ଥାନା ଅଧୀନ ହରିହରନଗର ୨ୟ ସାରଣୀ ଏକ୍ସଟେନ୍ସନରେ ଥିବା ଏକ ବନ୍ଦ ଘରୁ କେତେକ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି। ଘରେ କେହି…

ଜାତୀୟ ରାଜପଥରେ ବୁଲାଗୋରୁ ଦୁର୍ଘଟଣାର କାରଣ

ଗୋପାଳପୁର,୨୮ା୮(ନବୀନରାଜ ଆଚାରୀ): ଆନ୍ଧ୍ରପ୍ରଦେଶ ଏବଂ ଓଡିଶାକୁ ସଂଯୋଗ କରୁଥିବା ୧୬ ନଂ ଜାତୀୟ ଏବେ ବୁଲା ଗୋରୁଙ୍କ ଆଡ୍ଡାସ୍ଥଳୀ ପାଲଟିଥିବା ଦେଖିବାକୁ ମିଳିଛି। ଫଳରେ ଛୋଟ ବଡ଼ ଦୁର୍ଘଟଣା ଘଟିବା ସହ ଯାତାୟତରେ ବ୍ୟାପକ ବାଧା ସୃଷ୍ଟି ହେଉଛି। ଗାଡି ମୋଟର…

ଅଧାପନ୍ତରିଆ ଭାବେ ପଡ଼ିରହିଛି ୫-ଟି ସ୍କୁଲ

ପୋଲସରା,୨୮ା୮(ସୁବ୍ରତ ବେହେରା): ଅଧପନ୍ତରିଆ ଭାବେ ପଡ଼ିରହିଛି ୫-ଟି ସ୍କୁଲର କୋଠା। ପୁରୁଣା କୋଠାରେ ବ୍ଲାକ ବୋର୍ଡରେ ଚାଲିଛି ପାଠ ପଢ଼ା। ଆଉ ସ୍କୁଲ ଛୁଟି ପରେ ନିଶାସକ୍ତମାନେ ଆଡ୍ଡା ଜମାଉଛନ୍ତି। ଏଭଳି ଦୃଶ୍ୟ ଦଖିବାକୁ ମିଳିଛି ପୋଲସରା ବ୍ଲକ ଗୋଛାବାଡ଼ି ପଞ୍ଚାୟତରେ…

ସାଇକେଲ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣାରେ ଶିକ୍ଷକ ଆହତ

ଗଞ୍ଜାମ,୨୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଋଷିକୂଲ୍ୟା ବ୍ରିଜଠାରେ ରବିବାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଶିକ୍ଷକ ମନୋଜ ପାଢ଼ୀ ଦୁର୍ଘଟଣାରେ ଆହତ ହୋଇଛନ୍ତି। ଗୁରୁଜୀ ମନୋଜ ଏକ ବାଇକ୍‌ ଯୋଗେ ଭଉଣୀ ଘର ନୂଆଗାଁ ଯାଇ ଫେରୁଥିଲେ। ସେତିକିବେଳେ ଜଣେ…

ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ଦିଗପହଣ୍ଡି,୨୭ା୮(ଅଶେଷନାଥ ମିଶ୍ର): ୫-ଟି ସଚିବଙ୍କ ଦିଗପହଣ୍ଡି ଗସ୍ତ ପୂର୍ବରୁ ପୁଞ୍ଜିକୟାଁ ଛକରେ ଭାଜପା-ବିଜେଡି କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇ ଧସ୍ତାଧସ୍ତି ହୋଇଥିଲା। ବିଜେଡି କର୍ମୀଙ୍କ ଆକ୍ରମଣରେ ୩ ଭାଜପା କର୍ମୀ ଆହତ ହୋଇଥିବା ଭାଜପା ଯୁବନେତା ସିଦ୍ଧାନ୍ତ ଗଙ୍ଗଦେଓ ଅଭିଯୋଗ କରିଛନ୍ତି।…

୪୬୧୫୭ ଘରକୁ ଜଳ ଯୋଗାଣ: ୧୯ କୋଟି ୭୩ ଲକ୍ଷ ଟଙ୍କା ବ୍ୟୟବରାଦ

ସୋରଡ଼ା ,୨୭।୮( ଲମ୍ବୋଦର ପାଣିଗ୍ରହୀ): ଗଞ୍ଜମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ୪୧ପଞ୍ଚାୟତ ୧୮୩ଟି ଗ୍ରାମରେ ୪୬୧୫୭ ଘରକୁ ୨୪ ଘଣ୍ଟିଆ ପାଇପ୍‌ ଯୋଗେ ଜଳ ଯୋଗାଣ ପାଇଁ ୧୯ କୋଟି ୭୩ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି। ଏଥିରେ ୧୮,୪୬୩୨…

୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ଭାଜପା ନେତାଙ୍କୁ ଉଠାଇନେଲା ପୋଲିସ

ଛତ୍ରପୁର,୨୭।୮(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରକୁ ରବିବାର ଅପରାହ୍ନରେ ୫-ଟି ସଚିବ ଭି. କେ. ପାଣ୍ଡିଆନ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ସେ ଆସି ଲୋକଙ୍କ ଅଭିଯୋଗ ଶୁଣାଣି କରିବେ। ମାତ୍ର ସେ ଆସିବା ପୂର୍ବରୁ ଛତ୍ରପୁରର ୪…

ଗଞ୍ଜାମ ଜିଲାରେ ଅଙ୍ଗନୱାଡି କେନ୍ଦ୍ର କାମଚଳା

ଛତ୍ରପୁର,୨୭ା୮(ସନ୍ତୋଷ ପାଢୀ)ଗଞ୍ଜାମ ଜିଲାରେ ଅଙ୍ଗନୱାଡି କେନ୍ଦ୍ରଗୁଡିକ ଏକପ୍ରକାର କାମଚଳାରେ ଚାଲିଛି ା କେଉଁଠି ଅଙ୍ଗନୱାଡି କର୍ମୀ ନାହାନ୍ତି ତ ଆଉ କେଉଁଠି ସହାୟିକା ନାହାନ୍ତି। ଏପରିକି ଅଧିକାଂଶ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ କୋଠାନାହିଁ ା ଗର୍ଭବତୀ, ପ୍ରସୂତି ଓ ଶିଶୁମାନଙ୍କ ଯତ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri