ଗଞ୍ଜାମ

ସାଙ୍ଗ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୨୪ା୨(ସୁବାସ ଚନ୍ଦ୍ର ପାଢ଼ୀ): ବନ୍ଧା ରଖିଥିବା ମୋବାଇଲ ଫୋନ୍‌ ନ ଫେରାଇବାରୁ ଛୁରି ଭୁସି ସାଙ୍ଗଙ୍କୁ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ବ୍ର୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି…

ଛତ୍ରପୁର ଥାନାର ନୂତନ ଅଧିକାରୀ ହେଲେ ଦେବାଶିଷ ମହାନ୍ତି

ଛତ୍ରପୁର,୨୪।୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନାର ନୂତନ ଅଧିକାରୀ ଭାବେ ଦେବାଶିଷ ମହାନ୍ତି ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୁରୀ ଜିଲା ଡେଲାଙ୍ଗ ଥାନାରୁ ଏଠାକୁ ତାଙ୍କର ବଦଳି ହୋଇଛି। ଏହାପୂର୍ବରୁ ସେ ଗଞ୍ଜାମ ଜ଼ିଲାର ଭଞ୍ଜନଗର, ଦିଗପହଣ୍ଡି, କୋଦଳା…

ଚାଷୀଙ୍କ ଆକାଉଣ୍ଟକୁ ଗଲା ପିଏମ କିଷାନ ଟଙ୍କା: ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଶୁଣିଲେ ଚାଷୀ

ଛତ୍ରପୁର,୨୪।୨(ସନ୍ତୋଷ ପାଢ଼ୀ): ବିହାରର ଭାଗଲପୁର ଠାରେ ପିଏମ କିଷାନ ସମ୍ମାନ ନିଧି ୬ ବର୍ଷ ପୂର୍ତ୍ତି ଅବସରରେ କିଷାନ ସମ୍ମାନ ସମାରୋହ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କିଷାନ ସମ୍ମାନନିଧିର ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ସୁଇଚ ମାରି ଅର୍ଥ ପ୍ରେରଣ କରାଯାଇଥିଲା। ଏହି…

ଏନଏସି ଅଧ୍ୟକ୍ଷାଙ୍କ ଉପରେ ଅନାସ୍ଥା ପ୍ରସ୍ତାବ: ଜିଲାପାଳଙ୍କୁ ଭେଟିଲେ ୧୫ କାଉନସିଲର

ଛତ୍ରପୁର,୨୪।୨(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଅନ୍ତର୍ଗତ କବିସୂର୍ଯ୍ୟନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଏସ. ଲକ୍ଷ୍ମୀ ସେଠୀଙ୍କ ମନମୁଖୀ କାର୍ଯ୍ୟ, ଦୁର୍ନୀତି, ଭ୍ରଷ୍ଟାଚାର ଓ ଦୁବ୍ୟବହାର କରୁଥିବା ଯୋଗୁ ଅନାସ୍ଥା ପ୍ରସ୍ତାବ ଗ୍ରହଣ ନିମନ୍ତେ ୧୫ ଜଣ କାଉନସିଲରମାନେ…

ଭାଜପାକୁ ଶକ୍ତ ଧକ୍କା: ବିଜେଡିର ମମତା ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷା ନିର୍ବାଚିତ

ଭଞ୍ଜନଗର,୨୪।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଫଳାଫଳ ସୋମବାର ଘୋଷଣା ହୋଇଛି। ଏଥିରେ ବିଜେଡିର ବଡବୋରସିଙ୍ଗି ସମିତିସଭ୍ୟା ମମତା ଭୋଳ ନିର୍ବାଚିତ ହୋଇଛନ୍ତି। ସେ ଭାଜପାର ଗୀତାଞ୍ଜଳି ବିଶୋଇଙ୍କୁ ପରାସ୍ତ କରିଛନ୍ତି। ଫଳାଫଳ ଘୋଷଣା ପରେ ବିଜେଡି…

ସ୍ବାସ୍ଥ୍ୟକେନ୍ଦ୍ର ସୁପରିଟେଣ୍ଡେଣ୍ଟଙ୍କୁ ସେବାରତ୍ନ ସମ୍ମାନ

ଛତ୍ରପୁର,୨୪ା୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସୁପରିଟେଣ୍ଡେଣ୍ଟ ଡାକ୍ତର ସ୍ବାଧୀନ ରଥଙ୍କୁ ସେବାରତ୍ନ ସମ୍ମାନ ମିଳିଛି। ବ୍ରହ୍ମପୁରରେ ଆୟୋଜିତ ଦ୍ୱିତୀୟ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ମହୋତ୍ସବରେ ଏହି ଆଓ୍ବାର୍ଡ ରାଜ୍ୟ ବାଣିଜ୍ୟ ପରିବହନ, ଇସ୍ପାତ…

Olive Ridley : ୮ ଦିନରେ ୬.୯୮ ଲକ୍ଷ ଅଲିଭ୍‌ରିଡ୍‌ଲେ ଅଣ୍ଡାଦେଲେ

ବ୍ରହ୍ମପୁର,୨୪ା୨(ଅଶୋକ କୁମାର ସାହୁ): ପ୍ରତିବର୍ଷ ଋଷିକୁଲ୍ୟା ମୁହାଣ ସଂଲଗ୍ନ ବେଳାଭୂମିକୁ ବିରଳ ଅଲିଭରିଡ୍‌ଲେ କଇଁଛମାନେ ଅଣ୍ଡା ଦେବାକୁ ଆସନ୍ତି। ଗତବର୍ଷ ଅସନ୍ତୁଳିତ ଜଳବାୟୁ ଯୋଗୁ ଗଣଅଣ୍ଡାଦାନ ସେଭଳି ହୋଇ ନ ଥିଲା। ଚଳିତବର୍ଷ ଜଳବାୟୁ ଅନୁକୂଳ ଥିବାରୁ ରେକର୍ଡ ସଂଖ୍ୟକ କଇଁଛ…

ସାନଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇ ଗୁରୁତର

ହିଞ୍ଜିଳିକାଟୁ, ୨୩।୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ସାରୁ ଗ୍ରାମରେ ଘରୋଇ କଳହକୁ କେନ୍ଦ୍ର କରି ସାନ ଭାଇ ବିଜୟ ସେଠୀଙ୍କ ଠେଙ୍ଗା ମାଡ଼ରେ ବା ସଞ୍ଜୟ ସେଠୀ ଗୁରୁତର ଆହତ ହୋଇଛନ୍ତି। ଘଟଣା ନେଇ ଆହତ ହିଞ୍ଜିଳି ଥାନାରେ ବଡ଼ ଭାଇ…

ମହାଶିବରାତ୍ରି ପାଇଁ ସଜେଇ ହେଉଛି ଶୈବପୀଠ

ବୁଗୁଡ଼ା,୨୩।୨(କାଳିଚରଣ ଦାଶ): ମହାଶିବରାତ୍ରି ପାଇଁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ସଜେଇ ହୋଇଛି। ଚଳିତବର୍ଷ ଜାଗର ଯାତ୍ରାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ମନ୍ଦିର ପରିଚାଳନା କମିଟିଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ସହ କାର୍ଯ୍ୟସୂଚୀମାନ ମଧ୍ୟ ପ୍ରକାଶ ପାଇଛି। ଫଳରେ କେତେକ…

କେଏସୟୁବି କଲେଜର ଉନ୍ନତି ପାଇଁ ବ୍ୟୟ ହେବ ୩୫ କୋଟି: ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୩।୨(ବାବୁଲା ପ୍ରଧାନ): ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଶନିବାର ଅପରାହ୍ନରେ ହଠାତ୍‌ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସୟୁବି)କଲେଜ ପରିଦର୍ଶନରେ ଆସିଥିଲେ। ଏହି ସମୟରେ ବିଧାୟକ ନିଜେ ପଢୁଥିବା କଲେଜର କିପରି ଉନ୍ନତି ହୋଇପାରିବ ସେନେଇ ଅଧ୍ୟକ୍ଷଙ୍କ ସମେତ ବିଭିନ୍ନ…

ଅଟକ ୩ ମହିଳା ଶ୍ରମିକ ଗାଁକୁ ଛାଡିଲେ କମ୍ପାନୀ କର୍ତ୍ତୃପକ୍ଷ

ଦିଗପହଣ୍ଡି,୨୩।୨(ଅଶେଷ ନାଥ ମିଶ୍ର): ଆନ୍ଧ୍ର ପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲା ଅନ୍ତର୍ଗତ ମଙ୍ଗଲତୁରୁ ନିକଟ ଭାରମା ମେରାଇନର ଏକ ଘରୋଇ ଚିଙ୍ଗୁଡ଼ି ପ୍ରୋସେସିଂ କମ୍ପାନୀରେ ଅଟକ ଥିବା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଲକ୍ଷ୍ମୀ ଓରଫ ବେବିନା ସେଠୀ, ସୁବୁଦ୍ଧି ନାୟକ…

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟି ଅନ୍ୟ ଦୋକାନକୁ ବ୍ୟାପିଥିଲା ନିଆଁ

ବ୍ରହ୍ମପୁର,୨୨।୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ଲାଠି ଗ୍ରାମ ମୁଖ୍ୟ ରାସ୍ତାକଡ଼ରେ ଥିବା ୫ଟି ଦୋକାନ ଜଳିଯାଇଛି। ଜଳଖିଆ ଦୋକାନ ଭିତରେ ଥିବା ଦୁଇଟି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଛି। କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ପ୍ରାଥମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?