ଗଞ୍ଜାମ

ମାଛ, ମାଂସ ଦର ଆକାଶଛୁଆଁ

ଗଞ୍ଜାମ,୩ା୫(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଦିନ କୁ ଦିନ ଏହାର ସଂଖ୍ୟା ବଢ଼ୁଛି l ଏଥିପାଇଁ ଲକ୍‌ଡାଉନ୍‌ ଅବଧି ମଧ୍ୟ ବଢିଛି। ଲୋକ ଭୟଭୀତ ହୋଇ ଘରୁପଦାକୁ ବାହାରୁନାହାନ୍ତି। ବର୍ତ୍ତମାନ ଗଞ୍ଜାମରେ ବି ଦୁଇଜଣ କରୋନା...

ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍‌ ନାଗପୁରରେ ଓଲଟିଲା: ୨ ଆହତ

ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍‌.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍‌ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଅନ୍ୟମାନେ ସାମାନ୍ୟ ଆହତ ହୋଇଛନ୍ତି। ଆହତଙ୍କ...

କଳିଙ୍ଗା ଘାଟିରେ ପୁଣି ସୁରଟରୁ ପ୍ରବାସୀଙ୍କୁ ନେଇ ଫେରୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ

ଜି.ଉଦୟଗିରି, ୩।୫(ଡି. ଏନ୍‌.ଏ.): କନ୍ଧମାଳ ଜିଲା କାଲିଙ୍ଗା ଘାଟିରେ ରବିବାର ଦିନ ସକାଳ ୯ଟା ସମୟରେ ସୁରଟରୁ ପ୍ରବାସୀ ଓଡ଼ିଆ ମାନଙ୍କୁ ନେଇ ଫେରୁଥିବା ଏକ ବସ୍‌ ରବିବାର ସକାଳୁ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏଥିରେ ୫ ଜଣ ଯାତ୍ରୀ...

ଯୁବକଙ୍କ ହତ୍ୟା କରି ପୋଖରୀରେ ଫିଙ୍ଗିଲେ

ଶେରଗଡ଼, ୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋଠଗାଁ ଗ୍ରାମରେ ଶନିବାର ବିଳମ୍ବିତ ରାତ୍ରିରେ ଜଣେ ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ ଉକ୍ତ ଗ୍ରାମର ଅକୃର ନାହାକ(୩୨)। ଶେରଗଡ଼ ପୋଲିସ ମୃତଦେହକୁ...

କେରଳରୁ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୫୫୨ ପ୍ରବାସୀ: ୩ ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି, ସ୍ବାବ୍‌ ନମୁନା ସଂଗ୍ରହ

ଛତ୍ରପୁର, ୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଜଙ୍କଶନ ଷ୍ଟେଶନରେ ଏର୍ଣ୍ଣାକୁଲମ ଜଙ୍କଶନ – ଭୁବନେଶ୍ୱର ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ରବିବାର ସକାଳ ୫ଟା ୧୭ ମିନିଟ ରେ ୫୫୨ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିଥିଲା। ସମସ୍ତେ ସୁରକ୍ଷିତ ଭାବେ...

ଗଞ୍ଜାମକୁ ୨ଟି ବସ୍‌ରେ ସୁରଟରୁ ଫେରିଲେ ୧୩୫ ପ୍ରବାସୀ: ୬ଜଣଙ୍କ ସ୍ବାବ୍‌ ଟେଷ୍ଟିଂ ପାଇଁ ପଠାଗଲା ବ୍ରହ୍ମପୁର

ଛତ୍ରପୁର, ୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକକୁ ସୁରଟରୁ ୨ଟି ବସ୍‌ରେ ୧୩୫ ଜଣ ପ୍ରବାସୀ ଆସି ପହଞ୍ଚିଛନ୍ତି। ଛତ୍ରପୁର ବ୍ଲକ ବଡମାଧପୁରରେ ଶନିବାର ବିଳମ୍ବିତ ରାତିରେ ସୁରତରୁ ୬୩ ଜଣ ପ୍ରବାସୀ ଓଡିଆ ଆସିଛନ୍ତି। ଏମାନଙ୍କୁ ବ୍ଲକର ବଡ଼ମାଧପୁର...

ଚିନ୍ତା ବଢ଼ାଇଲେଣି ପ୍ରବାସୀ: ଗଞ୍ଜାମରେ ୨ ସୁରଟ ଫେରନ୍ତାଙ୍କୁ କରୋନା

ବ୍ରହ୍ମପୁର ଅଫିସ, ୩।୫- ଗଞ୍ଜାମରୁ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାକୁ ମିଶାଇ ରାଜ୍ୟରେ ଏବେ ମୋଟ ୧୬ ଜିଲା ସଂକ୍ରମିତ ତାଲିକାରେ ସାମିଲ ହୋଇଛନ୍ତି। ଜିଲାରେ ଚିହ୍ନଟ ୨ କରୋନା ସଂକ୍ରମିତ ୩ ଦିନ ତଳେ...

ଗଞ୍ଜାମ ଛୁଇଁଲା କରୋନା: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦

ଭୁବନେଶ୍ୱର,୩।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଁଚିଛି। ଆକ୍ରାନ୍ତ ୩ ଜଣ ଙ୍କ  ମଧ୍ୟରୁ  ଦୁଇ ଜଣ ଗଞ୍ଜାମ ଜିଲାର ଏବଂ ଜଣେ ଝାରସୁଗୁଡା...

ପୁରୁଷୋତ୍ତମପୁରରେ ପହଞ୍ଚତ୍ଲେ ୬୨ ସୁରଟ ଫେରନ୍ତା

ପୁରୁଷୋତ୍ତମପୁର, ୨l୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର ଜଣେ ମହିଳାଙ୍କ ସମେତ ୬୨ ଜଣ ଶନିବାର ରାତି ପ୍ରାୟ ୧୧ଟାରେ ସୁରଟରୁ ବସ୍‌ ଯୋଗେ ଆସି ପହଞ୍ଚତ୍ଛନ୍ତି। ସେମାନଙ୍କୁ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ନିବାସ କ୍ବାରାଣ୍ଟାଇନ...

ସୁରଟ ଫେରନ୍ତାଙ୍କୁ ବାଟରେ ଓହ୍ଲାଇ ଦେଲା ବସ୍‌

ଭଞ୍ଜନଗର,୨ା୫(ଡି.ଏନ୍‌.ଏ.)- ସୁରଟରୁ ଆସୁଥିବା ଏକ ବସ୍‌ ଶନିବାର ରାତିରେ ଆସିକା ଅଭିମୁଖେ ଯାଉଥିଲା। ଭଞ୍ଜନଗର ବଡକୋଦଣ୍ଡା ଛକ ନିକଟରେ ପ୍ରାୟ ୨୦ ଜଣ ଯାତ୍ରୀଙ୍କୁ ଓହ୍ଲାଇ ଦେଇ ଚାଲିଯାଇଛି। ସମ୍ପୃକ୍ତ ଅଞ୍ଚଳବାସୀ ଘଟଣା ସମ୍ପର୍କରେ ଜାଣିବା ପରେ ଆତଙ୍କିତ ହୋଇ...

କଳିଙ୍ଗା ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ, ୨ ମୃତ: ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଫେରୁଥିଲା

ଭଞ୍ଜନଗର,୨ା୫(ଡି.ଏନ୍‌.ଏ.)- ପ୍ରବାସୀ ଓଡ଼ିଆଙ୍କୁ ସୁରଟରୁ ନେଇ ଫେରୁଥିବା ଏକ ବସ ଶନିବାର ରାତିରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁଗୁଡ଼ା ଅଞ୍ଚଳର ଚିତ୍ତରଞ୍ଜନ ସେଠୀ ଓ ସନ୍ତୋଷ ସେଠୀ।...

ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ, ଭାଣିଜୀ ମୃତ

ମୋହନା,୨ା୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ ଓ ଭାଣିଜୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଅଡବା ଥାନା ପାଣିଗଣ୍ଡା ପଞ୍ଚାୟତ ବୁଢାଢିଅ ଗ୍ରାମର ଏବନି ମଣ୍ଡଳ (୩୧) ଓ କର୍ଚ୍ଚବାଡି ପଞ୍ଚାୟତ ହିଡିକିମା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri