ଗଞ୍ଜାମ

ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ ପରିମାଣର କାଠ ଗଣ୍ଡିି ଜବତ କରିଛନ୍ତି । ଜଣେ ବ୍ୟକ୍ତିଙ୍କ ଠାରୁ ସୂଚନା…

ଘୁମୁସର ବନଖଣ୍ଡରେ ଚିନ୍ତା ବଢ଼ାଉଛି ଅସୁସ୍ଥ ହାତୀ, ଆଦର୍ଶ ବିଦ୍ୟାଳୟ ଫାଟକ ଭାଙ୍ଗିଲେ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛିଦିନ ହେବ ଏକ ମାଈ ହାତୀ ଅସୁସ୍ଥ ହୋଇ ଏକୁଟିଆ ଘୁରି ବୁଲୁଛି। ଅଧିକାଂଶ ସମୟ ଗୋଟିଏ ସ୍ଥାନରେ ହିଁ ଅଟକି ରହୁଛି। ବୟସାଧିକ କାରଣ ଯୋଗୁ ହାତୀଟି…

ପ୍ରହଲ୍ଲାଦ ନାଟକ ଗୁରୁ ପଦ୍ମଶ୍ରୀ ସିମାଞ୍ଚଳଙ୍କୁ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା     

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ନାଟକ  ‘ପ୍ରହଲ୍ଲାଦ’ର ଦୈତ୍ୟରାଜ ହିରଣ୍ୟକଶିପୁ ରାଜା ଭୂମିକାରେ ପ୍ରାୟ ୪୦ ବର୍ଷରୁ ଉର୍ଦ୍ଧ୍ବ ହେଲା ନିରବଚ୍ଛିନ୍ନ ଭାବେ ଅଭିନୟ କରିଥିବା  ସିମାଞ୍ଚଳ ପାତ୍ରଙ୍କୁ କେନ୍ଦ୍ର ସରକାର…

ପୁରୀରୁ ଫେରୁଥିବାବେଳେ କାର୍‌ ଦୁର୍ଘଟଣାଗ୍ରସ୍ତ: ଭିତରେ ଥିଲେ ଭଞ୍ଜନଗର ରୋଟାରୀ କ୍ଲବ ସମ୍ପାଦକଙ୍କ ସହ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଗନ୍ନାଥପ୍ରସାଦ ମୁଖ୍ୟ ରାସ୍ତା ବିଡ଼ିପୁର ନିକଟରେ ଗୁରୁବାର ଅପରାହ୍ନରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଭଞ୍ଜନଗର ରୋଟାରୀ କ୍ଲବ ସମ୍ପାଦକ ଗୁପ୍ତେଶ୍ୱର ସୁବୁଦ୍ଧି ଏବଂ ତାଙ୍କ ସ୍ତ୍ରୀ , ଭାଇ , ଭାଉଜ…

ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା, ୬ ଜଣ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

ବ୍ରହ୍ମପୁର,୨୯।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ୱତନ୍ତ୍ର ପୋକସ ଜଜ ପ୍ରଣତି ପଟ୍ଟନାୟକ ଏକ ଗଣବଳାତ୍କାର ମାମଲାର ଗୁରୁତ୍ୱପୂର୍ଣ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ପ୍ରମାଣ ଆଧାରରେ ସେ ୬ଜଣ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ତାଙ୍କ…

କଲେଜ ଯାଉଥିବାବେଳେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଆକ୍ରମଣ କରି ୨ ବାଇକ ଆରୋହୀ ଫେରାର୍‌, ଚେତାଶୂନ୍ୟ ଅବସ୍ଥାରେ…

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ବିଜ୍ଞାନ କଲେଜର ଯୁକ୍ତ ୨ କଳା ବିଭାଗ ପ୍ରଥମବର୍ଷ ଛାତ୍ରୀଙ୍କୁ ଗୁରୁବାର ବାଇକରେ ଆସିଥିବା ୨ଜଣ ଯୁବକ ଆକ୍ରମଣ କରି ଫେରାର୍‌ ହୋଇଯାଇଥିବା ଜଣାପଡ଼ିଛି। ଛାତ୍ରୀ ଜଣଙ୍କ ହେଲେ ପାଟପୁର…

ରାସ୍ତା ପାର୍‌ ହେଉଥିବାବେଳେ ବିରାଟକାୟ ଅଜଗର ଉପରେ ମାଡିଗଲା ଗାଡି, ତା’ପରେ…

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ନିୟନ୍ତ୍ରିତ ବଜାର କମିଟି କପାମଣ୍ଡି କାର୍ଯ୍ୟାଳୟ ସମ୍ମୁଖ ମୁଖ୍ୟରାସ୍ତା କଡରୁ ଗୁରୁବାର ଏକ ୧୩ ଫୁଟିଆ ମୃତ ଅଜଗରକୁ ଫରେଷ୍ଟର ସନ୍ତୋଷ ବିଷୋୟୀରତ୍ନ ଜବତ କରିଛନ୍ତି। ଦିଗପହଣ୍ଡି – ରାୟଗଡ଼ା…

ଚାଲିଛି କୃଷ୍ଣସାର ମୃଗ ଗଣନା: ଗଣନା କାର୍ଯ୍ୟକୁ ତଦାରଖ କରୁଛନ୍ତି ଡିଏଫ୍‌ଓ

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବ୍ରହ୍ମପୁର ବନଖଣ୍ଡ, ଭଞ୍ଜନଗରସ୍ଥିତ ଘୁମୁସର ଦକ୍ଷିଣ ବନଖଣ୍ଡ ଓ ଘୁମୁସର ଉତ୍ତର ବନଖଣ୍ଡର ବିଭିନ୍ନ ରେଞ୍ଜରେ ଗୁରୁବାର କୃଷ୍ଣସାର ମୃଗ ଗଣନା ଚାଲିଛି । ଆଜି ସକାଳ ୬ ଟାରୁ ୯ ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା ଉତ୍ତେଜନା ଲାଗି ରହିଛି । ବ୍ରହ୍ମପୁର ଏବଂ ଦିଗପହଣ୍ଡିର ଦୁଇଜଣ ପ୍ରଭାବଶାଳୀ ବ୍ୟକ୍ତି…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା। ଏହାର ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବା ପରେ ପରବର୍ତ୍ତୀ ପର୍ଯ୍ୟାୟରେ ତାହା…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ ପ୍ରଭାବ ଶୂନ୍ୟ ହୋଇଥିବା ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର ଖୋଲା ଥିବାବେଳେ…

ମା’ଙ୍କ ପ୍ରତିମୂର୍ତ୍ତିରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା ମୂଲ୍ୟର ଅଳଙ୍କାର, ସକାଳୁ ଆସି ପୂଜାରୀ ଦେଖିଲେ…

ଦିଗପହଣ୍ଡି,୨୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ମା ’ ମହୁରୀ କାଳୁଆଙ୍କ ମନ୍ଦିର ଗର୍ଭଗୃହରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ମୂଲ୍ୟର ରୁପା କିରଟି, ଫୁଲକଣା, ନୋଥ, ୨ଟି ସୁନା ପିସ୍ତୁଳି ଓ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri