ଗଞ୍ଜାମ

ଦୁଇଗୁଣ ଲାଭର ପ୍ରଲୋଭନ ଦେଇ ୫୩ ଲକ୍ଷ ଧାର ନେଇଥିଲେ, ଫେରସ୍ତ ବେଳକୁ ଚେକ୍‌ ବାଉନ୍ସ: ଅଭିଯୁକ୍ତଙ୍କୁ ବର୍ଷେ ଜେଲଦଣ୍ଡ ସହ…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି। ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ ଏହି ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି ଗଞ୍ଜାମ ପୋଲିସ। ଚାକିରି ଦେବା ନାଁରେ ଜଣେ ଯୁବକଙ୍କଠାରୁ ୫୦ ହଜାର ଟଙ୍କା…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ ମୃତଦେହ ଦାହ କରୁଥିଲେ। ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ପରେ…

ମନ ନିୟନ୍ତ୍ରଣ ରଖିଲେ ନିଶାକୁ ଦୂରେଇ ହେବ: ନିଶାମୁକ୍ତ ଭାରତ ଲକ୍ଷ୍ୟ

ଭଞ୍ଜନଗର,୧୮।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ନିଶାମୁକ୍ତ ଭାରତ’ ଉପରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ସଭାରେ ଅଧ୍ୟକ୍ଷତା କରି ମନକୁ ଦୃଢ଼ ଓ…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବା ଇକୋ ଟୁରିଜିମ ପ୍ରକଳ୍ପକୁ ବୁଲି ଦେଖିଲେ ଜିଲାପାଳ । ଏହାସହ କ୍ଷେତ୍ରସ୍ତରୀୟ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି ବିଡ଼ିଓ ଜୀତେନ୍ଦ୍ର କୁମାର ମିଶ୍ରଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଜନଶୁଣାଣିରେ ଗଞ୍ଜାମ ଜିଲାପାଳ ଭି…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ, ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଏକ…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏପରିକି ଶ୍ମଶାନ ଯିବାକୁ ହେଲେ ମୃତଦେହ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭାଟକୁମରଡା ଗ୍ରାମର କାଳିଆବେହେରା (୪୫)। ଏନେଇ ଲୋକେ ଉତ୍ୟକ୍ତ ହୋଇ ଭାଟକୁମରଡା…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଂଘ ପକ୍ଷରୁ ୧୨ ଦଫା ଦାବି ନେଇ ଅତିରିକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ ବିବିଧ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ସୋମବାର ଓଡ଼ିଶା କୃଷକ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରଙ୍କୁ ନେଇ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛିା। ଏନ୍‌ଏସି କାର୍ଯ୍ୟନିର୍ବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?