ମହିଳାଙ୍କ ଆକାଉଣ୍ଟରୁ ଅଢ଼େଇ ଲକ୍ଷ ଟଙ୍କା ହଡ଼ପ
ହିଞ୍ଜିଳିକାଟୁ, ୧୩।୮(ଦ୍ବିତୀକୃଷ୍ଣ ପଣ୍ଡା): ଜଣେ ମହିଳାଙ୍କ ଆକାଉଣ୍ଟରୁ ୨ଟି କିସ୍ତିରେ ୨ ଲକ୍ଷ ୪୪ ହଜାର ଟଙ୍କା ହଡ଼ପ ହୋଇଥିବା ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ମହିଳା ଜଣକ ନୟାଗଡ଼ ଜିଲା ଓଡଗାଁ ଅଞ୍ଚଳର ବବିତା ସାହୁ। ସେ ହିଞ୍ଜିଳିକାଟୁରେ ଏକ…
ଜନବସତିକୁ ସୁରକ୍ଷା ଦେବ ଋଷିକୂଲ୍ୟା ନଦୀବନ୍ଧ ପ୍ରକଳ୍ପ
ଗଞ୍ଜାମ,୧୩ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଋଷିକୁଲ୍ୟା ନଦୀବନ୍ଧ ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଚାଲିଥିବା ଦେଖିବାକୁ ମିଳିଛି। ଦାମୋଦରପୁର ଗ୍ରାମବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବାକୁ ଯାଉଛି। ଗ୍ରାମବାସୀ ଏନେଇ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କଠାରେ ବାରମ୍ବାର ଅବଗତ କରାଇଥିଲେ। ଫଳରେ…
ଚାଉଳ ବିକ୍ରି ଅଭିଯୋଗରେ ପ୍ରଧାନ ଶିକ୍ଷକଙ୍କୁ ମାଡ଼
ବାଲିଗୁଡ଼ା,୧୩ା୮(ସଞ୍ଜୟ କୁମାର ପାଣିଗ୍ରାହୀ)ମହିଳାଙ୍କୁ ଅଶ୍ଳୀଳ ବ୍ୟବହାର ସହ ପିଲାଙ୍କ ଚାଉଳ ବିକ୍ରି କରିବା ଅଭିଯୋଗରେ ବାଲିଗୁଡ଼ା ଥାନା ସୁଡ୍ରା ଗ୍ରାମର ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସାନ୍ତୁନୁ କୁମାର ପ୍ରଧାନଙ୍କୁ ଶୁକ୍ରବାର ରାତିରେ ଗ୍ରାମବାସୀ ପିଟି ପୋଲିସ ଜିମା ଦେଇଛନ୍ତି।…
ଜଗବନ୍ଧୁ ସାହିରେ ବୋମାମାଡ଼
ବ୍ରହ୍ମପୁର,୧୨ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଜଗବନ୍ଧୁ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। କେତେଜଣ ଦୁର୍ବୃତ୍ତ ପ୍ରଶାନ୍ତ ନାୟକଙ୍କ ଘର ଉପରକୁ ବୋମା ଫିଙ୍ଗିବାରୁ ପ୍ରଶାନ୍ତଙ୍କ ଅଗଣାରେ ୨ଟି ବୋମା ଫୁଟି ପ୍ରଚଣ୍ଡ ଶବ୍ଦ ହୋଇଥିଲା।…
ନୂଆଦିଲ୍ଲୀରେ ସ୍ବାଧୀନତା ଦିବସ ସମାରୋହରେ ମତ୍ସ୍ୟଜୀବୀ ଦମ୍ପତୀ ସ୍ବତନ୍ତ୍ର ଅତିଥି
ଛତ୍ରପୁର,୧୨।୮(ସନ୍ତୋଷ ପାଢ଼ୀ ): ନୂଆଦିଲ୍ଲୀରେ ହେବାକୁ ଥିବା ସ୍ବାଧୀନତା ଦିବସ ସମାରୋହରେ ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେବାକୁ ଗଞ୍ଜାମ ଜିଲାର ମତ୍ସ୍ୟଜୀବୀ ଦମ୍ପତିଙ୍କୁ ନିମନ୍ତ୍ରଣ ଆସିଛି। ଛତ୍ରପୁର ବ୍ଲକ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗ୍ରାମର ଦମ୍ପତି ହେଲେ ଓଡ଼ିଶା ପାରମ୍ପରିକ…
୧୬ରେ ଆଇଆର୍ଇଏଲ୍ ପ୍ଲାଣ୍ଟ ଆଗରେ ଧାରଣା: ଛଟେଇ ଧମକକୁ ଶ୍ରମିକଙ୍କ ବିରୋଧ
ଛତ୍ରପୁର,୧୧ା୮(ସନ୍ତୋଷ ପାଢ଼ୀ ): ଛତ୍ରପୁର ଉପକଣ୍ଠସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍ଇଏଲ) ପ୍ଲାଣ୍ଟରେ ଥିବା ସମସ୍ତ ବିଭାଗରେ ଥିବା କଣ୍ଟା୍ରକ୍ଟର ଓ ଅଧିକାରୀମାନେ କାମ ଦେବା ବଦଳରେ ଛଟେଇ କରିବାକୁ ଧମକ ଦେଉଥିବା ଶ୍ରମିକମାନଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏହାର ପ୍ରତିବାଦ…
ପୋଲିସ କବ୍ଜାରେ ୫ଜଣିଆ ଲୁଟେରା ଗ୍ୟାଙ୍ଗ: ଗଞ୍ଜେଇ ଚାଲାଣରେ ବ୍ୟବହାର ହେଉଥିଲା ଚୋରି ଗାଡ଼ି
ବ୍ରହ୍ମପୁର,୧୧ା୮(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋଲିସ ଟିମ ୫ଜଣିଆ ଲୁଟେରା ଗ୍ୟାଙ୍ଗକୁ କାବୁ କରଛି। ସେମାନଙ୍କ ମଧ୍ୟରେ ୨ଜଣ ଲିଡ଼ର ଥିବାବେଳେ ଦୁଇଜଣ ନାବାଳକ ଅଛନ୍ତି। ଅଭିଯୁକ୍ତମାନେ ଏମ୍କେସିଜି ମେଡିକାଲ, କମାପଲ୍ଲୀ ଭେଣ୍ଡିଂଜୋନ ଅଞ୍ଚଳରେ ଲୋକଙ୍କ ଗାଡି ଓ ମୋବାଇଲ ଫୋନ୍…
ତାରାତାରିଣୀ ପୀଠର ବିକାଶ ଲାଗି ହଟିଲା ଜବରଦଖଲ
ପୁରୁଷୋତ୍ତମପୁର,୧୧।୮(ସୀମାଞ୍ଚଳ ମିଶ୍ର): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ଜନସାଧାରଣଙ୍କ ସୁବିଧା ଲାଗି ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରର ଉନ୍ନତୀକରଣ ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ମୁଖ୍ୟ ଗେଟରୁ ମନ୍ଦିର…
ଜଳିଗଲା କୁକୁଡ଼ା ଫାର୍ମ
ବୁଗୁଡ଼ା,୧୦ା୮(କାଳିଚରଣ ଦାଶ ): ଗଞ୍ଜାମ ଜିଳା ବୁଗୁଡ଼ା ଥାନା ତଥା ସଂକୁରୁ ପଞ୍ଚାୟତ ଅଧୀନ ଘୋଳପୁର ଗ୍ରାମରେ ଏକ କୁକୁଡ଼ା ଫାର୍ମରେ ଅଗ୍ନିକାଣ୍ଡ ଘଟିଛି। ହେଲେ ଅଗ୍ନିକାଣ୍ଡରେ କୁକୁଡ଼ା ଚିଆଁ ବର୍ତ୍ତିଯାଇଥିବା ଜଣାପଡିଛି। ଗୁରୁବାର ଘୋଳପୁର ଗ୍ରାମର ମୁରଲୀ ଜେନାଙ୍କ କୁକୁଡ଼ା…
‘ପରିଶ୍ରମ କର ସଫଳତା ନିଶ୍ଚିତ ମିଳିବ’
ଗଞ୍ଜାମ,୧୦ା୮(ବିଦ୍ୟାଧର ସାହୁ)- ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଅନିଲ ବିଶୋଇଙ୍କୁ ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠରେ ଗୁରୁବାର ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ସ୍କୁଲ କନ୍ଫେରେନ୍ସ ହଲରେ ଏକ ସଭା ଅନୁଷ୍ଠିତ ହୋଇଥିଲା। କ୍ରୀଡା ଶିକ୍ଷକ ପ୍ରତିରଞ୍ଜନ ପ୍ରଧାନ କାର୍ଯ୍ୟକ୍ରମ ସଂଯୋଜନା…
ଟାଟା ପାଓ୍ବାର କାର୍ଯ୍ୟାଳୟ ଘେରିଲେ ୩ ପଞ୍ଚାୟତ ବାସିନ୍ଦା
ବେଗୁନିଆପଡ଼ା,୧୦ା୮(ସୁଶାନ୍ତ କୁମାର ପଟ୍ଟନାୟକ): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ୩ ପଞ୍ଚାୟତବାସୀ ଗୁରୁବାର କୋଦଳା ଟାଟା ପାଓ୍ବାର ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଦୈନିକ ୮ରୁ ୯ ଘଣ୍ଟା ପର୍ଯ୍ୟନ୍ତ ବିଦ୍ୟୁତ୍କାଟ୍ ହେଉଥିବା ନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ଭେଟି…
ଗାଡ଼ି ଧକ୍କାରେ କଲରାପତରିଆ ବାଘର ମୃତ୍ୟୁ
ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଜାତୀୟ ରାଜପଥରେ ମଙ୍ଗଳବାର ରାତି ପ୍ରାୟ ୧ଟା ବେଳେ ଏକ ଗାଡ଼ି ଧକ୍କାରେ ଗୋଟିଏ ମାଈ କଲରାପତରିଆ ବାଘର ମୃତ୍ୟୁ ହୋଇଛି। ବାଘଟିର ବୟସ ପ୍ରାୟ ୨ବର୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି।…
Archives


