ଗଞ୍ଜାମ

ଗଞ୍ଜାମରେ ପୁଣି ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ

ବ୍ରହ୍ମପୁର ଅଫିସ,୧୧ା୪-ଗଞ୍ଜାମ ଜିଲାବାସୀଙ୍କୁ ପୁଣିଥରେ କରୋନା ଭୟ ଘାରିଛି। ଦୀର୍ଘଦିନ ପରେ ମଙ୍ଗଳବାର ଜିଲାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକି ଚଳିତ ବର୍ଷର ଜିଲାରେ ପ୍ରଥମ ପଜିଟିଭ୍‌ ବୋଲି କୁହାଯାଉଛି। ସେ ଜଣେ ସରକାରୀ କର୍ମଚାରୀ ବୋଲି ଜଣାପଡ଼ିଛି।…

ପଞ୍ଚୟତ ଉପନିର୍ବାଚନ: ୱାର୍ଡସଭ୍ୟ ନାମାଙ୍କନ ଦାଖଲ ନେଇ ବିବାଦ

ଛତ୍ରପୁର,୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ଅଧୀନ ୯ ନଂ ୱାର୍ଡସଭ୍ୟ ଉପନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ନେଇ ବିବାଦ ଦେଖାଦେଇଛି। ଛତ୍ରପୁର ବ୍ଲକର ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ (ଜିପିଇଓ) ଅବଧି ସରିବା ପରେ ଜଣଙ୍କ ନାମାଙ୍କନପତ୍ର ଗ୍ରହଣ…

ପୋଖରୀରେ ବୁଡି ୭ ବର୍ଷ ବାଳକଙ୍କ ମୃତ୍ୟୁ

ବେଗୁନିଆପଡ଼ା,୧୧।୪(ଡି.ଏନ.ଏ.): ଗାଧୋଇବା ବେଳେ ପୋଖରୀରେ ବୁଡିଗଲେ ୭ ବର୍ଷର ବାଳକ(ଶରତ ପ୍ରଧାନ)। ଗଞ୍ଜାମ ଜିଲା କୋଦଳା ନିକଟସ୍ଥ ଦେଓଗାଁ ଗ୍ରାମରେ ଆଜି ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ ଦେଓଗାଁ ବ୍ରାହ୍ମଣ ଗାଡିଆ ପୋଖରୀକୁ ଗାଧୋଇବାକୁ ଯାଇଥିଲେ ଶରତ।…

ଭଞ୍ଜନଗରରୁ ପୁରୀ ଗଲା ଢଉରା କାଠ

ଭଞ୍ଜନଗର,୧୧ା୪(ଡି.ଏନ.ଏ.): ପ୍ରଥମ ଥର ପାଇଁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜ ବାଇବାଲି ଜଙ୍ଗଲରୁ ୪୦ ଫୁଟ ଲମ୍ବର ୨୦ ଖଣ୍ଡ ଢଉରା କାଠ ପୁରୀ ରଥଯାତ୍ରା ପାଇଁ ପଠାଯାଇଛି। ଆଉ କିଛି ଦିନ ପରେ କେନ୍ଦ୍ରୀୟ ବନାଞ୍ଚଳ ପୁରୁଣାପାଣିରୁ…

ବଡମାଧପୁରରେ ପଞ୍ଚୁଦଣ୍ଡ ମହାମିଳନ

ଛତ୍ରପୁର,୧୧ା୪(ଡି.ଏନ୍‌.ଏ.): ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମରେ ଦୀର୍ଘ ୨୨ ବର୍ଷ ଧରି ପ୍ରତି ବର୍ଷ ଏପ୍ରିଲ ୧୦ରେ ପଞ୍ଚୁଦଣ୍ଡ ମହାମିଳନ ଅନୁଷ୍ଠିତ ହୋଇ ଆସୁଅଛି। ଏଥିରେ ବେଲଗୁଣ୍ଠା, କବିସୂର୍ଯ୍ୟନଗର(ପରିଡା ପାର୍ଟି), ବାବନପୁର, ଶାଳବଣ ଓ ପୁରୁଷୋତ୍ତମପୁର (ତେଲି ପାର୍ଟି) ଆଦି…

କାର୍‌ ଦୁର୍ଘଟଣା, ୩ ଗୁରୁତର

ପୋଲସରା/ବୁଗୁଡ଼ା,୧୧ା୪( ଡି.ଏନ.ଏ. ): ପୋଲସରା ବ୍ଲକ ବିରିପୁର ଛକ ନିକଟ ତଥା ବୁଗୁଡ଼ା ଥାନାଞ୍ଚଳରେ ମଙ୍ଗଳବାର ଏକ କାର୍‌ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ବୁଗୁଡ଼ା ଓ ପୋଲସରାରେ ରହୁଥିବା ମଧୁସ୍ମିତା ପାତ୍ର, ସର୍ଣ୍ଣଲତା…

ପଟ୍ଟା ବଣ୍ଟନ ମେଳା: ୨୭୫୩ ହିତାଧିକାରୀଙ୍କୁ ପଟ୍ଟା ପ୍ରଦାନ

ପୁରୁଷୋତ୍ତମପୁର,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟ ପକ୍ଷରୁ ଗ୍ରାମକଣ୍ଠ ପରମ୍ବୋକ ପଟ୍ଟା ବଣ୍ଟନ ମେଳା ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା ଏମ୍‌ପି ପ୍ରମିଳା ବିଷୋୟୀ ଯୋଗ ଦେଇଥିବା ବେଳେ…

ବ୍ୟାଙ୍କକ୍‌ରେ ଚମକିଲେ ଓଡ଼ିଆ ଝିଅ ସଂଯୁକ୍ତା

ବେଗୁନିଆପଡ଼ା,୧୦।୪(ଡି.ଏନ.ଏ): ଓଡ଼ିଶୀ ନୃତ୍ୟରେ ସଫଳତା ଅର୍ଜନ କଲେ କେ ବରିଡା ଗ୍ରାମର ସଂଯୁକ୍ତା ରାଉତରାୟ। ଭାରତ ସଂସ୍କୃତି ମହୋତ୍ସବରେ ଓଡ଼ିଶୀ ନୃତ୍ୟ ପରିବେଷଣ କରି ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ କେ ବରିଡା ଆଶିଷ ବେହେରାଙ୍କ ସ୍ତ୍ରୀ ହେଉଛନ୍ତି…

ସର୍ବଭାରତୀୟ ଅବସରପ୍ରାପ୍ତ ମହାସଂଘର ଧାରଣା

ଛତ୍ରପୁର,୧୦।୪(ଡି.ଏନ୍‌.ଏ.): ସର୍ବଭାରତୀୟ ଅବସରପ୍ରାପ୍ତ ମହାସଂଘର ନିଷ୍ପତ୍ତିକ୍ରମେ ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚର ଆହ୍ବାନକ୍ରମେ ଦେଶର ସମସ୍ତ ଜିଲାରେ ଧାରଣା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଶାଖା ପକ୍ଷରୁ ବିଭିନ୍ନ ଦାବି ସମ୍ବଳିତ ଦାବିପତ୍ର ପ୍ରଧାନମନ୍ତ୍ରୀ…

ବିମଳ କୁମାର ପଣ୍ଡା ଗଞ୍ଜାମ ଜିଲା ଯୁବ ବିଜେଡି ସାଧାରଣ ସମ୍ପାଦକ

ଛତ୍ରପୁର,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଯୁବ ବିଜେଡିର ସାଧାରଣ ସମ୍ପାଦକ ହୋଇଛନ୍ତି ବିମଳ କୁମାର ପଣ୍ଡା । ସେ ପୂର୍ବରୁ ଛାତ୍ର ବିଜେଡିର ରାଜ୍ୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଇ ଆସିଥିବା ବେଳେ ୨୦୨୪ ସାଧାରଣ ନର୍ବାଚନକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାର…

୧୦୫କେଜି ଗଞ୍ଜେଇ ଜବତ: ବନ୍ଧାହେଲେ ୭ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୧୦।୪: ଗଜପତି ଜିଲା ମୋହନା ଅଞ୍ଚଳରୁ ବ୍ରହ୍ମପୁର ଦେଇ ଗଞ୍ଜେଇ ଚାଲାଣ କରୁଥିବା ଏକ ର଼୍ୟାକେଟ୍‌କୁ ଅବକାରୀ ଟିମ୍‌ ଧରିବାରେ ସଫଳ ହୋଇଛି। ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ଗୋଇନ୍ଦା ବିଭାଗକୁ ଖବର ମିଳିଥିଲା। ଏନେଇ ଅବକାରୀ ଡେପୁଟି…

ଗଞ୍ଜାମକୁ ମିଳିବ ୧୦ କୋଟି

ଛତ୍ରପୁର/ଭଞ୍ଜନଗର,୧୦।୪(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନମାନଙ୍କ ଦ୍ୱାରା କରାଯାଉଥିବା ଉତ୍ତମ କାର୍ଯ୍ୟକୁ ଚିହ୍ନଟ କରିବା ସହିତ ସେମାନଙ୍କୁ ଆଗାମୀ ଦିନରେ ଆହୁରି ଭଲ ପ୍ରଦର୍ଶନ କରିବାକୁ ଉତ୍ସାହିତ କରିବା ସକାଶେ ଭାରତ ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରଣାଳୟ ଦ୍ୱାରା ‘ଜାତୀୟ ପଞ୍ଚାୟତ ପୁରସ୍କାର’ ଯୋଜନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri