ଗଞ୍ଜାମ

ଛତ୍ରପୁର ହସ୍ପିଟାଲରେ କାର୍ଯ୍ୟକ୍ଷମ ହେଲା ସାନିଟାଇଜେଶନ ମେଶିନ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସମ୍ପୂର୍ଣ୍ଣ ଅଟୋମେଟିକ୍‌ ସାନିଟାଇଜେଶନ ମେଶିନ ସ୍ଥାପନ ହୋଇଛି। ଛତ୍ରପୁର ରୋଟାରି କ୍ଲବ ପକ୍ଷରୁ ଏହି ମେଶିନ ହସ୍ପିଟାଲକୁ ଦିଆଯାଇଛି। ବୁଧବାର ଏହା କାର୍ଯ୍ୟକ୍ଷମ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ,...

ଆଇସୋଲେଶନ କେନ୍ଦ୍ରର ପ୍ରସ୍ତୁତି କାର୍ଯ୍ୟ ତଦାରଖ କଲେ ଜିଲାପାଳ

ଶେରଗଡ଼,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଆଦର୍ଶ ବିଦ୍ୟାଳୟରେ ପ୍ରଶାସନ ପକ୍ଷରୁ ଏକ ଆଇସୋଲେଶନ କେନ୍ଦ୍ର ଖୋଲାଯାଇଛି। ବୁଧବାର ସନ୍ଧ୍ୟାରେ ସୁରଟରୁ ଫେରୁଥିବା ୧୧୪ ଜଣଙ୍କୁ ଏଠାରେ ରଖାଯିବ। ସେମାନଙ୍କୁ ୧୪ଦିନ ରଖାଯିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ସ୍ବାସ୍ଥ୍ୟ ଠିକ୍‌...

ଛାତ ପଡ଼ି ଶିଶୁପୁତ୍ରର ଜୀବନଗଲା, ମା’ ଗୁରୁତର

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ମାଟିଖାଲ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଭୋର୍‌ ସମୟରେ ମା ଓ ପୁଅ ଶୋଇଥିବା ବେଳେ ଘରର ଛାତ ତାଙ୍କ ଉପରେ ଖସି ପଡ଼ିଯାଇଥିଲା। ପରେ ମା’ ପୁଅଙ୍କୁ...

କରୋନା ସହାୟତା: ନିରାଶ୍ରୟଙ୍କ ପାଇଁ ଖାଦ୍ୟ ସାମଗ୍ରୀ ପ୍ରଦାନ କଲା ଗୋପାଳପୁର ପୋର୍ଟ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପକ୍ଷରୁ ୨୦୦ ଖାଦ୍ୟ ପ୍ୟାକେଟ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନଙ୍କୁ ପ୍ରଦାନ କରାଯାଇଛି। ନିରାଶ୍ରୟ ଓ ଗରୀବଙ୍କୁ ଏହା ବଣ୍ଟନ କରାଯିବ। ଏହି ଅବସରରେ ଛତ୍ରପୁର ଥାନାଧିକାରୀ...

ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୧.୯୧ ଲକ୍ଷ ଲୋକ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): ଲକ୍‌ଡାଉନ ଉଠିବା ପରେ ବିଭିନ୍ନ ରାଜ୍ୟରୁ ଗଞ୍ଜାମ ଜ଼ିଲାକୁ ଶ୍ରମିକ, ଛାତ୍ରୀଛାତ୍ର ଓ ଅନ୍ୟମାନେ ଫେରିବେ। ଏ ନେଇ ପଞ୍ଜୀକରଣ କରିବାକୁ ଓଡିଶା ସରକାର ବାଧ୍ୟତାମୂଳକ କରିଛନ୍ତି। ଗତ ୨୪ ତାରିଖରୁ ଏହି ପଞ୍ଜୀକରଣ ଆରମ୍ଭ ହୋଇଛି।...

ପୁଣି ବୋଟ୍‌ରେ ଆସିଲେ ୩୩ ମତ୍ସ୍ୟଜୀବୀ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଯୋଗୁ ଚେନ୍ନାଇରେ ଫସି ରହିଥିବା ମତ୍ସ୍ୟଜୀବୀ ଓ ଶ୍ରମିକମାନେ ନିଜ ଉଦ୍ୟମରେ ବୋଟ୍‌ କିଣି ସମୁଦ୍ର ପଥରେ ଗଞ୍ଜାମ ଫେରିବାରେ ଲାଗିଛନ୍ତି। କରୋନା ଭୟ ହେଉ କି କାମଧନ୍ଦା ମିଳୁ ନ ଥିବାରୁ ଖାଦ୍ୟ ଯୋଗାଡ଼ କରି...

କୋଭିଡ୍‌-୧୯ରୁ ମୁକ୍ତି ପାଇଁ ଗ୍ରାମଦେବତୀଙ୍କ ନିକଟରେ ପୂଜା

ବେଗୁନିଆପଡ଼ା,୨୯ା୪(ଡି.ଏନ.ଏ.)-କରୋନା ଭୂତାଣୁ ଲୋକଙ୍କ ନିଦ ହଜାଇଦେଇଥିବା ବେଳେ ଏଥିପାଇଁ ସଚେତନତା ସୃଷ୍ଟି କରିବା ପାଇଁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ କରାଯାଉଛି। ମଙ୍ଗଳବାର ବେଗୁନିଆପଡ଼ା ବ୍ଲ୍ଳକ ଏସ୍‌.ଛଚିନା ଗ୍ରାମରେ କୋଭିଡ୍‌-୧୯ରୁ ରକ୍ଷା ପାଇବା ପାଇଁ ଏବଂ ଗ୍ରାମରେ ଶାନ୍ତି ପ୍ରତିଷ୍ଠା ପାଇଁ...

ଖାଦ୍ୟ ଲାଗି ହନ୍ତସନ୍ତ ହେଉଛନ୍ତି ଗୋରୁ, କୁକୁର

ବ୍ରହ୍ମପୁର ଅଫିସ,୨୯ା୪-କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଘୋଷଣା କରାଯାଇଛି। ଏଥି ଯୋଗୁ ସମଗ୍ର ଜିଲାରେ ବୁଲା ଗୋରୁ, କୁକୁର ଏବେ ଭୋକିଲା ରହୁଛନ୍ତି। ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ କେତେକ ପଦକ୍ଷେପ ଗ୍ରହଣ କରାଯାଇଛି। ସହରରେ ବୁଲୁଥିବା ଗୋରୁ...

କ୍ୱାରାଣ୍ଟାଇନ କେନ୍ଦ୍ର ପମ୍ପ ଅଚଳ: ପାଣି ପାଇଁ ଧାରଣା

ଭଞ୍ଜନଗର,୨୯।୪(ଡି.ଏନ୍‌.ଏ.)- ଭଞ୍ଜନଗର ଏନ୍‌ଏସି ପକ୍ଷରୁ ଟାଉନ ହଲ୍‌ରେ ହୋଇଥିବା କ୍ୱାରାଣ୍ଟାଇନ କେନ୍ଦ୍ର ପାଣିପମ୍ପ ସୋମବାର ରାତିରେ ଅଚଳ ହୋଇପଡ଼ିଥିଲା। ମଙ୍ଗଳବାର ସକାଳେ ଲୋକେ ପାଣି ପାଇପାରିନଥିଲେ। କେନ୍ଦ୍ରରେ ଥିବା ଖ୍ରୀଷ୍ଟିୟାନ ସାହିର ଜଣେ ବ୍ୟକ୍ତି ଏନେଇ କେନ୍ଦ୍ର ସମ୍ମୁଖରେ କିଛି...

ଚାଲିଚାଲି ଚେନ୍ନାଇରୁ ଫେରିଲେ ୧୦ ଶ୍ରମିକ

ଶେରଗଡ,୨୯ା୪(ଡି.ଏନ୍‌.ଏ.)- ଚେନ୍ନାଇରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ଗଞ୍ଜାମ ଜିଲା ଶେରଗଡ ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ୧୦ ଜଣ ଲକ୍‌ଡାଉନ ପରେ ସେଠାରେ ଫସି ରହିଥିଲେ। କାମଧନ୍ଦା ବନ୍ଦ ପରେ ଖାଇବାକୁ ବହୁ ଅସୁବିଧା ହେବାରୁ...

କୋଭିଡ୍‌ ଫଣ୍ଡକୁ ଶିକ୍ଷକ ଦେଲେ ୪.୮୩ ଲକ୍ଷ

ଶେରଗଡ଼,୨୮ା୪(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ଶିକ୍ଷକମାନେ ଦିନକର ଦରମା ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ଫଣ୍ଡକୁ ପ୍ରଦାନ କରିଛନ୍ତି। ବ୍ଲକ ଶିକ୍ଷକ ସଂଘ ପକ୍ଷରୁ ୪ଲକ୍ଷ ୮୩ହଜାର ୪୪୧ଟଙ୍କା ସୋମବାର ଶେରଗଡ଼ସ୍ଥିତ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ପ୍ରଦାନ...

ଶହେ ଲିଟର ଦେଶୀମଦ ଜବତ, ୨ ଗିରଫ

ଧରାକୋଟ,୨୮ା୪(ଡି.ଏନ.ଏ.)- ଧରାକୋଟ ଥାନା ଚମ୍ପାପଲ୍ଲି ଗ୍ରାମରେ ବ୍ୟାପକ ଚୋରାମଦ ପ୍ରସ୍ତୁତି ଚାଲିଥିବାବେଳେ ବାରମ୍ବାର ପୋଲିସ ଓ ଅବକାରୀ ବିଭାଗର ଚଢ଼ାଉ ଜାରି ରହିଛି। ମାତ୍ର ମଦ ପ୍ରସ୍ତୁତକାରୀ ଭୃକ୍ଷେପ କରୁ ନ ଥିବା ଜଣାପଡିଛି। ମଙ୍ଗଳବାର ଭୋରରୁ ଆସିକା ଏସଡିପିଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri