ଗଞ୍ଜାମ

ଶିକ୍ଷକଙ୍କ ବଦଳି ପ୍ରତ୍ୟାହାର ଦାବିରେ ସ୍କୁଲ୍‌ ଗେଟ୍‌ରେ ତାଲା ପକାଇଲେ ଛାତ୍ରୀଛାତ୍ର

ଗଞ୍ଜାମ,୮ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦିବ୍ୟସିଂହ ପଲାଇଙ୍କ ବଦଳି ହୋଇଯାଇଛି। ଯାହାକୁ ନେଇ ଛତ୍ରୀଛାତ୍ର ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖା ଦେବା ସହ ଶନିବାର…

ସ୍କୁଲରେ ତାଲା ପକାଇଲେ ଅଭିଭାବକ

ଗଞ୍ଜାମ,୮ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅଧୀନ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦିବ୍ୟସିଂହ ପଲାଇଙ୍କୁ ବଦଳି କରାଯାଇଛି। ଯାହାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖା ଦେବା ସହ…

ଗ୍ୟାସ ସିଲିଣ୍ଡର ଟ୍ରାଜେଡି: ୫ ଆହତଙ୍କ ମଧ୍ୟରୁ ଜଣେ ମୃତ

ଚିକିଟି/ଦିଗପହଣ୍ଡି,୮।୨(ପ୍ରକାଶ ଚନ୍ଦ୍ର ସାହୁ/ଅଶେଷ ନାଥ ମିଶ୍ର): ବେଙ୍ଗାଲୁରୁ ଗ୍ୟାସ ସିଲିଣ୍ଡର ଟ୍ରାଜେଡି ଘଟଣାରେ ଗୁରୁତର ଆହାତ ଗଞ୍ଜାମ ଜିଲା ଚିକିଟି ଏନଏସି ଅନ୍ତର୍ଗତ ଜେନାପୁର ଗ୍ରାମର ଦାଦନ ଶ୍ରମିକ ସନ୍ତୋଷ କୁମାର ବେହେରା ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ…

ବିଶ୍ୱଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି: ପହଞ୍ଚିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୭ା୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ବ୍ଲକ କୁଶପଡା ପଞ୍ଚାୟତ କେଦାରପୁର ଗ୍ରାମର ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠରେ ଦୀର୍ଘ ୫ଦିନ ଧରି ଚାଲିଥିବା ଶ୍ରୀରାମତାରକ ବିଶ୍ୱଶାନ୍ତି ମହାଯଜ୍ଞ ଶୁକ୍ରବାର ପୂର୍ଣ୍ଣାହୁତି ହୋଇଛି। ପଣ୍ଡିତ ସମ୍ଭବ ତ୍ରିପାଠୀ ଏବଂ ମହାଯଜ୍ଞ ପରିଚାଳନା କମିଟିର ପ୍ରତ୍ୟକ୍ଷ ତତ୍ୱାବଧାନରେ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ: ୨ ଭାଜପା କର୍ମୀଙ୍କୁ ଗୋଡାଇ ଗୋଡାଇ ହାଣିଲେ

ବ୍ରହ୍ମପୁର,୭।୨: ବ୍ରହ୍ମପୁରରେ ଚାଞ୍ଜଲ୍ୟ। ପୂର୍ବ ଶତ୍ରୁତାରୁ ୨ ଭାଜପା କର୍ମୀଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି କିଛି ଜେଲ ଫେରନ୍ତା। ଗୋଳନ୍ଥରା ଥାନା ଅଞ୍ଚଳରେ ଏପରି ଗୁଣ୍ଡାରାଜ ଦେଖିବାକୁ ମିଳିଛି। ଗାଁରେ ପଶି ଖଣ୍ଡାଧରି ଆତଙ୍କ ଖେଳାଇବା ସହ ଆକ୍ରମଣ କରିଛନ୍ତି ଏହି…

ପରିତ୍ୟକ୍ତ ଜାଗିଲିି ବନ୍ଧରେ ଫସିଥିଲା ଗାଈ, ପରେ… 

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ୱାର୍ଡ ନଂ.୮ ଥାନା ରୋଡରେ ଥିବା ପରିତ୍ୟକ୍ତ ଜାଗିଲି ବନ୍ଧ ପଙ୍କ କାଦୁଅରେ ଫସିରହିଥିବା ଏକ ଗାଈକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ଗାଈଟି ପଙ୍କରେ ଫସିରହିଥିବା କିଛି ବାସିନ୍ଦା ଦେଖିବା ପରେ ଅଗ୍ନିଶମ…

ଅଧ୍ୟାପକ, କର୍ମଚାରୀଙ୍କ ଦରମା ବଢିଲା

ଭଞ୍ଜନଗର,୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପରିଚାଳନା କମିଟି ଅଧୀନରେ କାର୍ଯ୍ୟରତ ଅଧ୍ୟାପିକା, ଅଧ୍ୟାପକ ଏବଂ କର୍ମଚାରୀମାନଙ୍କ ଦରମା ବଢ଼ିଛି। ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ଏହା କାର୍ଯ୍ୟକାରୀ ହୋଇଛି। ଶୁକ୍ରବାର କାର୍ଯ୍ୟରତ ଅଧ୍ୟାପକ, କର୍ମଚାରୀମାନେ…

ଜନ୍ମମାଟିରେ ବିଏସ୍‌ଏଫ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଛତ୍ରପୁର,୬।୨(ଦିଲୀପ ସାମଲ): ବିଏସ୍‌ଏଫ ଯବାନ କେ.ସୋମନାଥଙ୍କ ଗୁରୁବାର ଜନ୍ମମାଟି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବାଳକୃଷ୍ଣପୁର ଗ୍ରାମରେ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। ଏହି ଅବସରରେ ବାଟାଲିଅନ ୟୁନିଟ୍‌ ପକ୍ଷରୁ ଗାର୍ଡ ଅଫ୍‌ ଅନ୍‌ର ଦିଆଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା। ଉପସ୍ଥିତ ଗ୍ରାମବାସୀ…

ଭିନ୍ନ ପ୍ରଜାତିର ଉଡ଼ନ୍ତା ମାଛ ଚିହ୍ନଟ

ବ୍ରହ୍ମପୁର,୬ା୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁରସ୍ଥିତ ଭାରତୀୟ ପ୍ରାଣୀ ସର୍ବେକ୍ଷଣ କେନ୍ଦ୍ର ଦ୍ୱାରା ଭାରତ ମହାସାଗରରୁ ପ୍ରଥମ ଥର ପାଇଁ ଏକ ଭିନ୍ନ ପ୍ରଜାତିର ଉଡ଼ନ୍ତା ମାଛ ‘ଚେଲିଓପୋଗୋନ୍‌ ଆକ୍ଟିସେପ୍ସ’ ଚିହ୍ନଟ କରାଯାଇଛି। ବୈଜ୍ଞାନିକ ଡ. ଅନିଲ ମହାପାତ୍ରଙ୍କ ମତରେ…

ପ୍ରେମ ବିବାହ ପରେ ସ୍ତ୍ରୀଙ୍କୁ ନିର୍ଯାତନା ଦେଲେ ସ୍ବାମୀ, ଥାନାର ଦ୍ୱାରସ୍ଥ ହୋଇ ସ୍ତ୍ରୀ କହିଲେ…

ଦିଗପହଣ୍ଡି,୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମ କୁମ୍ଭାର ସାହିର ଜ୍ୟୋତ୍ସ୍ନାରାଣୀ ପ୍ରଧାନଙ୍କୁ ତାଙ୍କ ସ୍ବାମୀ କିଶୋର ପ୍ରଧାନ ଅଧିକ ଯୌତୁକ ପାଇଁ ଶାରିରୀକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ଏପରିକି ତାଙ୍କ ବିରୋଧରେ…

ମନ୍ଦିର ଯାଇଥିବାବେଳେ ମହିଳାଙ୍କୁ ହତ୍ୟା ଧମକ, ଅଭିଯୁକ୍ତଙ୍କ ନାଁରେ ମାମଲା

ଦିଗପହଣ୍ଡି,୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଜଣେ ମହିଳାଙ୍କୁ ତାଙ୍କ ଗ୍ରାମର ପିଣ୍ଟୁ ପ୍ରଧାନ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ କେସ୍‌ ନଂ…

ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ: ପୁରୁଷୋତ୍ତମପୁରକୁ ରାଜ୍ୟର ଶ୍ରେଷ୍ଠ ବ୍ଲକ ଭାବେ ଗଢିତୋଳିବାକୁ ବିଧାୟକଙ୍କୁ ଆହ୍ବାନ

ପୁରୁଷୋତ୍ତମପୁର,୫/୨( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଜୁପଟ୍ଟନାୟକ ଇନଡୋର ଷ୍ଟାଡିୟମ ପରିଷରରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ବିଡିଓ ନିରାକାର ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଭର୍ଚୁଆଲ ମାଧ୍ୟମରେ ପଞ୍ଚାୟତିରାଜ ଓ ପାନିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?