ଗଞ୍ଜାମ

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନିଜଣ ଗୁରୁତର ହୋଇଥିବା ଜଣାପଡିଛି । ମୃତକ…

ଗୋପାଳପୁର–ରାୟଗଡ଼ା ରେଳ ଲାଇନ: ସର୍ଭେ ରିପୋର୍ଟକୁ ପରିବର୍ତ୍ତନ କରି ଚାଲିଛି ଯୋଜନାବଦ୍ଧ …

ଦିଗପହଣ୍ଡି, ୧୨।୫ (ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ଭୀଷ୍ମଗିରି ଗ୍ରାମର ଗୋପାଳ ସମାଜ କୋଠଘର ପରିସରରେ ଦକ୍ଷିଣ ଓଡ଼ିଶା ବିକାଶ ସମିତିର ଆନୁକୂଳ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା ’ ରତନେଇ ମନ୍ଦିର ପାଖରେ ବାଘ ବୁଲୁଥିବା ଘଟଣା ନେଇ ସାଧାରଣରେ ଭୟର…

ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି: ବିଭିନ୍ନ ସମସ୍ୟା ସମାଧାନ ଦାବି

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରଶାସନ ପକ୍ଷରୁ ସୋମବାର ଗୌଡ଼ଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକେ ପାନୀୟ ଜଳ ଯୋଗାଣ,ବିଦ୍ୟୁତ ରାସ୍ତାଘାଟ…

ମୋଦିଙ୍କ ଆହ୍ବାନ: ଭାରତର ସାଂସ୍କୃତିକ ପୁନର୍ଜାଗରଣର ଏକ ଶକ୍ତିଶାଳୀ ସଙ୍କେତ

ଗଞ୍ଜାମ,୧୧।୫(ଅନାଥ ତରାଇ/ ବିଦ୍ୟାଧର ସାହୁ): ଭାରତର ସାଂସ୍କୃତିକ ରାଷ୍ଟ୍ରବାଦର ପ୍ରତୀକ ସୋମନାଥ ମହାପ୍ରଭୁଙ୍କ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶ ଆଜି ଉତ୍ସବମୁଖର। ଏହି ପବିତ୍ର ଅବସରରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ କଣ୍ଟିଆଗଡ଼ ସ୍ଥିତ ପ୍ରସିଦ୍ଧ ବଟେଶ୍ୱର…

ସିଭିଲ ସର୍ଭିସ ଆଶାୟୀଙ୍କୁ ପାଠ ପଢ଼ାଇଲେ ଜିଲାପାଳ: ଅଚାନକ ପହଞ୍ଚି…

ଭଞ୍ଜନଗର,୧୧।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରଠାରେ ସିଭିଲ ସର୍ଭିସ ପରୀକ୍ଷା ଦେବାପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକଙ୍କୁ ଗଞ୍ଜାମ ଲକ୍ଷ୍ୟ ନିକେତନ ଯୋଜନା ମାଧ୍ୟମରେ ତାଲିମ ପ୍ରଦାନ କରାଯାଉଛି। ଆଜିକୁ ୨୦ ଦିନ ହେବ ତାଲିମ ପ୍ରଦାନ କରାଯାଉଛି। ସୋମବାର ଗଞ୍ଜାମ ଜିଲାପାଳ କୀର୍ତ୍ତି…

ଏକାଠି ହେଲେ ଗଞ୍ଜାମ ଜିଲା ଓଷ୍ଟା ନବନିର୍ବାଚିତ କର୍ମକର୍ତ୍ତା: ଡିଇଓ ଅଫିସର ଦୁର୍ନୀତି ବିରୋଧରେ ସଂଗ୍ରାମ ପାଇଁ ଆହ୍ବାନ

ଗଞ୍ଜାମ,୧୧।୫(ବିଦ୍ୟାଧର ସାହୁ):ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଗଞ୍ଜାମ ଜିଲାର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠରେ ଅନୁଷ୍ଠିତ ହୋଇଯାଇଛି। ନବନିର୍ବାଚିତ ସଭାପତି ଦିଲ୍ଲୀପ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ପରିଚାଳିତ…

ଅନ୍ୟ ଥାନା ଉପରେ ନିର୍ଭର କରୁଛି ପୁରୁଷୋତ୍ତମପୁର ପୋଲିସ: ମହିଳା-ଶିଶୁ ଡେକ୍ସରେ ପୁରୁଷ ଅଧିକାରୀ, ସମସ୍ୟା ଜଣାଇବାକୁ କୁଣ୍ଠିତ ପୀଡ଼ିତା

ପୁରୁଷୋତ୍ତମପୁର,୧୦।୫ (ସବିତା ମିଶ୍ର): ରାଜ୍ୟରେ ମହିଳା ଓ ଶିଶୁଙ୍କ ପ୍ରତି ବଢ଼ିଚାଲିଥିବା ନିର୍ଯାତନାକୁ ରୋକିବା ସହ ଅପରାଧୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଉଛି। ଜଣେ ପୀଡ଼ିତା ଯେପରି ନିଜର ସମସ୍ତ…

ସୁନାଥରରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା: ଭୁବନେଶ୍ୱର ସ୍ଥାନାନ୍ତର ହେଲେ ଦୁଇ ଗୁରୁତର

ପୁରୁଷୋତ୍ତମପୁର,୧୧ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ରବିବାର ସନ୍ଧ୍ୟାରେ ରୋଷେଇ ପାଇଁ ଗ୍ୟାସ୍‌ ଲଗାଇବା ବେଳେ ହଠାତ୍‌ ସିଲିଣ୍ଡରଟି ବିସ୍ଫୋରଣ ହୋଇ ଘରର ଟିଣ ଉଡ଼ିଯିବା ସହ ନିଆଁ ଲାଗି ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଦୁଇ…

୧୨ ଘଣ୍ଟା ବିତିଲା: ସ୍ବାଭାବିକ ହୋଇପାରିଲାନାହିଁ ବିଦ୍ୟୁତ୍‌ ସେବା

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ରବିବାର ରାତି ୧୦ଟାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ସହରର ଅନେକ ସ୍ଥାନରେ ଗଛଡାଳ ଭାଙ୍ଗି ଯାଇଥିଲା। ଫଳରେ ସହରରେ ୧୨ ଘଣ୍ଟା ହେଲା ବିଦ୍ୟୁତ ସେବା ସ୍ବାଭାବିକ…

ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ ପୁଣି ବର୍ଷା ହୋଇଥିଲା। ଝଡ଼ତୋଫାନ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଭଞ୍ଜନଗର ଠାକୁରାଣୀ…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ ଚିକିଟିଗଡ଼ ବାସଭବନରେ ଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri