ମେସ୍ତା, ଛଣି ଚାଷ ପ୍ରତି ଆଗ୍ରହ ବଢୁଛି
ବ୍ରହ୍ମପୁର,୧୬ା୬ (ସ୍ମୃତି ରଞ୍ଜନ ମହାଲିକ): ଅଧିକ ଉପତ୍ାଦନ ପାଇଁ ଚାଷୀ ଜମିରେ ବିଭିନ୍ନ ସାର ପ୍ରୟୋଗ କରିବା ଦ୍ୱାରା ଅନେକାଂଶ ମାଟିର ଉର୍ବରତା ହ୍ରାସ ପାଉଛି। ଫଳରେ ଉପତ୍ାଦନ କମୁଛି। ଅନ୍ୟପଟେ ଠିକ ସମୟରେ ବର୍ଷା ନ ହେବା ମଧ୍ୟ ଅମଳ…
ବରକୋଳି ଗୁମା ଗ୍ରାମରେ ପାଣି ସମସ୍ୟା ଉତ୍କଟ
ଧରାକୋଟ,୧୬ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସରକାର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ବେଶ ତତ୍ପରତା ପ୍ରକାଶ କରୁଛନ୍ତି । ପ୍ରତ୍ୟେକ ଗାଁର ପ୍ରତ୍ୟେକ ପରିବାରକୁ ଡ୍ରିଙ୍କ ଫର ଟେପ ଯୋଜନାରେ ପାଣି ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଉଛନ୍ତି। ହେଲେ ଏଠାରେ ତାହାର…
ସୁରଟରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ
ଚିକିଟି,୧୫ା୬(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ୍ କଳବାଡ଼ ପଞ୍ଚାୟତ ଅଧୀନ ପାରସମା ଗ୍ରାମ କୁମ୍ଭାର ସାହିର ଜଣେ ଶ୍ରମିକଙ୍କ ଗୁଜରାଟ ସୁରଟରେ ମୃତ୍ୟୁ ଘଟିଛି। ସେ ହେଲେ ସନ୍ତୋଷ କୁମାର ବେହେରା(୪୨)। ସନ୍ତୋଷ ୮ ବର୍ଷ ହେଲା ସୁରଟର…
ଆନ୍ତଃରାଜ୍ୟ ଲୁଟେରାଙ୍କୁ ଧରିଲା ପୋଲିସ, ନଗଦ ୯୨ ହଜାର ଟଙ୍କା ଜବତ
ଗଞ୍ଜାମ,୧୫ା୬(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ରାଜ୍ୟ ତଥା ଆନ୍ଧ୍ର ଓ ଓଡ଼ିଶାର ବିଭିନ୍ନ ଜିଲାରେ ଏଟିଏମ୍ଗୁଡିକରୁ ଲୁଟୁଥିଲେ। ବୁଧବାର ରମ୍ଭା ଥାନା ପୋଲିସ ଦୁଇ ଆନ୍ତଃ ରାଜ୍ୟ ଏଟିଏମ୍ ଲୁଟେରାଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ…
ପେସା ହଜାଇ ଦେଇନି ନିଶା
ଛତ୍ରପୁର, ୧୫।୬(ସନ୍ତୋଷ ପାଢ଼ୀ): ବୟସ ୫୦ ଛଇଁଲାଣି। ତଥାପି ନାଚିବା ଓ ନାଚ ଶିଖିବା ନିଶା ଛାଡ଼ିନି। ଏହି ବୟସରେ ଠୁମକା ଲଗାଇବା ସହ ଏବଂ ଅକ୍ଷୟ ମହାନ୍ତିଙ୍କ ସଙ୍ଗୀତରେ ତାଳ ଦେଇ ନାଚୁଛନ୍ତି ଗଞ୍ଜାମ ଜିଲା ଛତ୍ରପୁରର ରାମେଶ୍ୱର ପଣ୍ଡା।…
ଓଭରବ୍ରିଜ୍ ନିର୍ମାଣରେ ବିଳମ୍ବ, ବଢୁଛି ଜନଅସନ୍ତୋଷ
ଗଞ୍ଜାମ,୧୪ା୬(ବିଦ୍ୟାଧର ସାହୁ): ଦିନକୁ ଦିନ ଚିନ୍ତା ବଢ଼ାଉଛି ଜାତୀୟ ରାଜପଥ ହୁମ୍ମା ଓଭରବ୍ରିଜ୍।ଏନ.ଏଚ୍ -୧୬ ହୁମ୍ମା ଛକଠାରେ ନିର୍ମାଣାଧୀନ ଓଭର ବ୍ରିଜ କାମ ଆରମ୍ଭ ହେବାର ଅଦ୍ୟାବଧି ୪ବର୍ଷରୁ ଊର୍ଦ୍ଧ୍ୱ ବିତି ଯାଇଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟ କେବେ ସମ୍ପୂର୍ଣ୍ଣ ହେବ…
ସୋରଡାରେ ଚୋର ଆତଙ୍କ
ସୋରଡା,୧୪।୬(ଲମ୍ବୋଦର ପାଣିଗ୍ରାହୀ ):ଖଜୁରୀପାଲି, କାଲମା, କେନ୍ଦୁପାଲି ଅଞ୍ଚଳରେ ଚୋର ଦଳ ସକ୍ରିୟ ଥିବା ବେଳେ ଗ୍ରାମାଞ୍ଚଳରେ ଚୋର ଆତଙ୍କ ଦେଖାଯାଇଛି। ରବିବାର ସକାଳେ ସୋରଡା ବଡଦାଣ୍ଡରେ ବ୍ୟବସାୟୀ ଦୀନବନ୍ଧୁ ଚୌଧୁରୀଙ୍କ ଦୋକାନରେ ୩ ଯୁବକ ପଶି ବ୍ୟାଗ୍ କିଣିବା ବାହାନରେ ବନ୍ଧୁକ…
ହାତକୁ ମିଳିଲା ଭତ୍ତା ଟଙ୍କା
ଗଞ୍ଜାମ,୧୫।୬(ବିଦ୍ୟାଧର ସାହୁ): ଚଳିତ ମାସରେ ମଧୁବାବୁ ପେନସନ ତଥା ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ହିତାଧିକାରୀଙ୍କ ଘରକୁ ଯାଇ ପ୍ରଦାନ କରିଛନ୍ତି ପ୍ରଶାସନିକ ଅଧିକାରୀ । ଭତ୍ତା ଟଙ୍କା ମିଳିବା ପରେ ବୁଢ଼ା ବୁଢ଼ୀଙ୍କ ଖୁସି କହିଲେ ନସରେ । ଚାରି ପାଞ୍ଚ…
ତୁଟିଲା ଦୀର୍ଘଦିନର ଜାଗା ବିବାଦ
ଗଞ୍ଜାମ,୧୪ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସାନ ବଜାର କଲେଜ ରୋଡ୍ ମାଛ ମାର୍କେଟ ପାର୍ଶରେ ଥିବା ଜାଗାକୁ ନେଇ ଦୀର୍ଘ ବର୍ଷ ହେବ ବିବାଦ ଲାଗି ରହିଥିଲା। ଉକ୍ତ ଜାଗାକୁ ନେଇ ରାଉଳ ସାହିର ପଣ୍ଡା ପରିବାର ଓ ରାଉଳ ପରିବାର…
ବ୍ରିଜ୍ ନିର୍ମାଣ ଆରମ୍ଭ କଲେ ୧୫ ଆଦିବାସୀ ଗାଁ
ପାତ୍ରପୁର,୧୪।୬(ଉମାଚରଣ କର): ଗାଁକୁ ଯିବା ପାଇଁ ପକା ରାସ୍ତା ନ ଥିବାରୁ ଜାମୁଗଣ୍ଡ ମୁକୁଳା ନାଳ ପାର ହେବାକୁ ପଡୁଛି। ନଦୀର ଉପର ମୁଣ୍ଡରେ ବର୍ଷା ହେଲେ ନାଳରେ ବଢି ଆସିଯାଏ ଆଉ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ଗ୍ରାମ ଏକ ପ୍ରକାର…
ବିଜେଡି ନୂଆ ଚେହେରା ଲଢ଼ିବେ ନିର୍ବାଚନ
ବ୍ରହ୍ମପୁର ଅଫିସ,୧୪।୬(ନରସିଂହ ସାହୁ): ଗଞ୍ଜାମ ଜିଲା ରାଜନୀତିରେ ଗୋପାଳପୁର ଚର୍ଚ୍ଚାରେ ରହିଛି। ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ଏହି ବିଧାନସଭା କ୍ଷେତ୍ରରୁ କିଏ ବିଜେଡି ପ୍ରାର୍ଥୀ ହେବ ସେ ନେଇ ଆଲୋଚନା ଜୋର ଧରିଛି। ୨୦୧୯ ନିର୍ବାଚନରେ ଜିତିଥିବା ପ୍ରଦୀପ ପାଣିଗ୍ରାହୀ…
ଘୁମୁସର ବନଖଣ୍ଡରେ ୧୯ ଲକ୍ଷ ଚାରାରୋପଣ ଯୋଜନା
ଭଞ୍ଜନଗର, ୧୪।୬(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ଆସନ୍ତା ଜୁଲାଇ ୧ ରୁ ୭ ତାରିଖ ବନ ମହୋତ୍ସବ ସପ୍ତାହ ପାଳନ ହେବ। ଏହି ଅବସରରେ ବ୍ୟାପକ ଚାରାରୋପଣ କରିବା ଯୋଜନା ଅଛି।…
Archives


