ଜାତୀୟ ରାଜପଥ କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଜବତ: ମୁହଁରେ ରହିଛି କ୍ଷତଚିହ୍ନ
ଗୋପାଳପୁର,୧ା୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ କଡ଼ରୁ ରବିବାର ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଗୋଳନ୍ଥରା ପୋଲିସ ଜବତ କରିଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ…
୨ ମାସ ତଳେ ହାତୀ ଭାଙ୍ଗିଥିଲା କାନ୍ଥ, ବର୍ଷା ସାଧିଲା ଦାଉ, ଚାଲିଗଲା ଅଢ଼େଇ ବର୍ଷର ପୁଅ ଜୀବନ
ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): କାନ୍ଥ ପଡ଼ି ଚାଲିଗଲା ଅଢେଇ ବର୍ଷର ଶିଶୁ ପୁତ୍ରର ଜୀବନ। ବାପାମା’ଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ବାଇବାଲି ତୋଟା ସାହିରେ। ଶନିବାର ରାତିରେ…
ଝାଡ଼ାବାନ୍ତି ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି
ଭଞ୍ଜନଗର, ୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୁଣ୍ଡିରିବାଡ଼ିରେ ଲାଗିଥିବା ଝାଡ଼ାବାନ୍ତି ସ୍ଥିତିରେ ପରିବର୍ତ୍ତନ ଆସୁନାହିଁ। ମୃତ୍ୟୁସଂଖ୍ୟା କ୍ରମେ ବଢ଼ିବାରେ ଲାଗିଛି। ଶୁକ୍ରବାର ସୁଦ୍ଧା ଝାଡ଼ାବାନ୍ତିରେ ୪ଜଣ ମୃତ୍ୟୁବରଣ କରିଛନ୍ତି । ସେମାନେ ହେଲେ ଅରକ୍ଷିତ ଗୌଡ଼ ଏବଂ ତାଙ୍କ…
ଯଶୋବନ୍ତ ସଭାପତି , ଜଗନ୍ନାଥ ସମ୍ପାଦକ
ଛତ୍ରପୁର,୩୧ା୮(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଥିବା ଓଏସ୍ଏପି ଅଷ୍ଟମ ବାଟାଲିୟନର ହାବିଲଦାର ଓ ସିପାହୀ ସଂଘ ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇ ଶନିବାର ଫଳାଫଳ ଘୋଷଣା ହୋଇଛି l ସଂଘ ସଭାପତି ଭାବେ ଯଶୋବନ୍ତ ସ୍ବାଇଁ ନିର୍ବାଚିତ ହୋଇଛନ୍ତି। ସେହିପରି ଉପସଭାପତି…
ଥଣ୍ଡା ପାନୀୟରେ ନିଶା ଦେଇ ନାବାଳିକାଙ୍କୁ ବଳାତ୍କାର
ଗୋପାଳପୁର,୩୧।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି l କେତେବେଳେ ହତ୍ୟା ତ, ଆଉ କେତେବେଳେ ବଳାତ୍କାର ଭଳି ଘଟଣା ସାମ୍ନାକୁ ଆସୁଛି। ଫୁଣି ଜିଲାରୁ ଏକ ଲଜ୍ୟାକର ଘଟଣା ପଦାକୁ ଆସିଛି।…
ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ
ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଧେରେଣ୍ଡି ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଶନିବାର ଏକ ବାଇକ-ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଉଭୟ ଗାଡ଼ି ଚାଳକ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ…
‘ବିଶ୍ୱ ମାନଚିତ୍ରରେ ଗୋପାଳପୁର ସ୍ବତନ୍ତ୍ର ସ୍ଥାନ ରହିଛି’
ଗୋପାଳପୁର,୩୧।୮(ନବୀନ ରାଜ ଆଚାରୀ): ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ଶନିବାର ସ୍ବାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ଏ. ଜାନକୀ ରାମ ପତାକା ଉତ୍ତୋଳନ କରିଥିଲେ l ପରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହି ଅବସରରେ…
ସ୍ବାୟତ୍ତ ଶାସନ ଦିବସ ପାଳନକୁ ବର୍ଜନ କଲେ ଉପାଧ୍ୟକ୍ଷଙ୍କ ସମେତ ୯ କାଉନସିଲର
ପୁରୁଷୋତ୍ତମପୁର,୩୧ା୮(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ନିର୍ବାହୀ ଅଧିକାରୀ ଗୋବିନ୍ଦ ଦଣ୍ଡସେନାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ ପୌରୋହିତ୍ୟ କରିଥିଲେ। ମୁଖ୍ୟ ଅତିଥି ଭାବେ ବିଡିଓ ମନୋଜ…
ଗଞ୍ଜାମ ଜିଲା ମଦ ମୃତ୍ୟୁ ମାମଲା: ଏମକେସିଜିରେ ଆଉ ଜଣଙ୍କ ମୃତ୍ୟୁ
ଚିକିଟି,୩୧।୮(ପ୍ରକାଶ ଚନ୍ଦ୍ର ସାହୁ):ଗଞ୍ଜାମ ଜିଲାରେ ବିଷାକ୍ତ ମଦର ବିଭୀଷିକାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଶୁକ୍ରବାର ବିଳମ୍ବିତ ରାତ୍ରରେ ଏମକେସିଜିରେ ଚିକିତ୍ସାଧୀନ ଥିବା ଜଣେ ଲୋକଙ୍କ ମୃତ୍ୟୁ ଘଟିଥିଲା। ଯାହାଫଳରେ ମଦ ମୃତ୍ୟୁ ସଂଖ୍ୟା ଏବେ ୩ ରେ ପହଞ୍ଚିଛି। ମୃତକ…
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ଛତ୍ରପୁର ବିଇଓଙ୍କ ଘରେ ପଶିଲା ଭିଜିଲାନ୍ସ
ଛତ୍ରପୁର,୩୧।୮(ସନ୍ତୋଷ ପାଢ଼ୀ): ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସୀତାରାମଙ୍କ ବ୍ରହ୍ମପୁର ସ୍ଥିତ ଖୋଡ଼ାସିଙ୍ଗି…
ଯୁବକଙ୍କୁ ଖଣ୍ଡାରେ ହାଣି ଟଙ୍କା, ସୁନା ଚେନ୍ ଲୁଟ
ଗୋପାଳପୁର,୩୦।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ଚାନ୍ଦପୁର ଏକ ଜରି ଫେକ୍ଟ୍ରି ନିକଟରେ ଜଣେ ଯୁବକଙ୍କୁ ଅଟକାଇ ଖଣ୍ଡାରେ ଆକ୍ରମଣ କରି ୩୦ ହାଜର ଟଙ୍କା ସହ ସୁନା ଚେନ୍ ଲୁଟି ନେଇଥିବା ଅଭିଯୋଗ ହୋଇଛି। ତଦନ୍ତ…
ସ୍ତ୍ରୀଙ୍କୁ ଶାବଳ ଭୁସିଦେଲେ ସ୍ବାମୀ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର
ବ୍ରହ୍ମପୁର, ୨୯।୮(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ଅନ୍ତର୍ଗତ ରୋହିଗାଁରେ ଜଣେ ମହିଳାଙ୍କୁ ବୁଧବାର ରାତ୍ର ଶାବଳରେ ଭୂସିି ତାଙ୍କ ସ୍ବାମୀ ହତ୍ୟା କରିଛନ୍ତି। ମୃତ ମହିଳା ଜଣଙ୍କ ଝୁନୁ ଜେନା(୪୫)। ହତ୍ୟା କରିବା ପରେ ହତ୍ୟାକାରୀ ରାଜେନ୍ଦ୍ର ଜେନା ଗାଁ’ସରପଞ୍ଚ…
Archives


