ଗଞ୍ଜାମ

ଗଞ୍ଜାମ ଓକିଲ ସଂଘ ନିର୍ବାଚନ ସ୍ଥଗିତ

ବ୍ରହ୍ମପୁର ଅଫିସ,୧୬ା୪: କୋଭିଡ୍‌-୧୯ ମହାମାରୀ ଆତଙ୍କ ପ୍ରଭାବରୁ ଚଳିତ ମାସ ୨୫ ତାରିଖରେ ହେବାକୁ ଥିବା ଗଞ୍ଜାମ ଓକିଲ ସଂଘ ନିର୍ବାଚନକୁ ସାମୟିକ ଭାବେ ସ୍ଥଗିତ କରାଯାଇଛି। ଏନେଇ ଚଳିତବର୍ଷ ଓକିଲ ସଂଘ ନିର୍ବାଚନ ଅଧିକାରୀ ନୟନ ଚନ୍ଦ୍ର ମହାପାତ୍ର...

ଗଞ୍ଜମ ଜିଲା ପ୍ରଶାସନର ଅଭିନବ ପଦକ୍ଷେପ: ଅନ୍‌ଲାଇନ୍‌ରେ ୧୪ ଦିନିଆ ମାଗଣା ଡ୍ରଇଂ, ଫଟୋଶପ୍‌ ଶିକ୍ଷା

ଛତ୍ରପୁର,୧୬ା୪(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଓ ପ୍ରତ୍ୟହ ୧୯ଘଣ୍ଟା ସଟ୍‌ଡାଉନ୍‌ ଜାରି ରହିଛି। ସମସ୍ତେ ଘରେ ଅଛନ୍ତି। ବୋରିଂରୁ ମୁକ୍ତି ପାଇବା ସହ ଶିକ୍ଷା ଗ୍ରହଣ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଅଭିନବ ପଦକ୍ଷେପ ଗ୍ରହଣ କରିଛି।...

ଘରୋଇ ହିଂସା ରୋକିବାକୁ ହେଲ୍ପଲାଇନ୍‌ ନମ୍ବର ଜାରି କଲା ଗଞ୍ଜାମ ପୋଲିସ

ଛତ୍ରପୁର,୧୬ା୪(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଘରୋଇ ହିଂସା ରୋକିବା ପାଇଁ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ପଦକ୍ଷେପ ନିଆଯାଇଛି। ବିଭିନ୍ନ ସମୟରେ ଅଭିଯୋଗକାରୀ ଥାନାକୁ ଆସିପାରନ୍ତିନି। ଗଞ୍ଜାମରେ କରୋନା ନେଇ ଲକ୍‌ଡାଉନ ଓ ପ୍ରତ୍ୟହ ୧୯ ଘଣ୍ଟା...

ଲକ୍‌ଡାଉନ ପରବର୍ତ୍ତୀ ପ୍ରଶାସନିକ ପ୍ରସ୍ତୁତି: କ୍ୱାରାଣ୍ଟାଇନରେ ରହିବେ ବହିରାଗତ

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.)- ବର୍ଦ୍ଧିତ ଲକ୍‌ଡାଉନ ମେ’୩ରେ ସରିବା ପରେ ବାହାର ରାଜ୍ୟରେ ଥିବା ଗଞ୍ଜାମ ଜିଲାର ଲୋକମାନେ ଘରକୁ ଫେରିବା ସମ୍ଭାବନା ରହିଛି। ଏଥିପାଇଁ ସାମଗ୍ରୀକ ପ୍ରସ୍ତୁତିକୁ ଠିକ ଭାବେ ପରିଚାଳନା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମ୍ପୃକ୍ତ ଅଧିକାରୀମାନଙ୍କୁ...

ମଦ ଜବତ, ୩ ଗିରଫ

ଆର,ଉଦୟଗିରି,୧୫ା୪(ଡି.ଏନ୍‌.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶକ୍ରମେ ଆର. ଉଦୟଗିରି ଅବକାରୀ ବିଭାଗ କର୍ମଚାରୀ ଆସିସାହି, ଖଜୁରିପଦା ଓ ସେରେଙ୍ଗ ଗ୍ରାମରେ ଚଢାଉ କରି ୩୭ ଲିଟର ଦେଶୀମଦ ଜବତ କରିବା...

ସହାୟତା ପାଇଁ ମୋଟର ଚାଳକ ସଂଘର ଦାବିପତ୍ର

ଦିଗପହଣ୍ଡି,୧୫ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ଟ୍ୟାକ୍ସି ଚାଳକଙ୍କ ଜୀବନଜୀବିକା ବିପନ୍ନ ହୋଇପଡିଛି। ଏପ୍ରିଲ ୧୫ରୁ ସ୍ଥିତି ସ୍ବାଭାବିକ ହେବା ନେଇ ସେମାନେ ଆଶା ରଖିଥିବାବେଳେ ପୁଣି ମେ’ ୩ ଯାଏ କଟକଣା ବଢିଛି। ସରକାର ଷ୍ଟ୍ରିଟ ଭେଣ୍ଡର, ନିର୍ମାଣ ଶ୍ରମିକ, ରାଶନକାର୍ଡ...

ଜଳଭଣ୍ଡାର ପାର ହୋଇ ରାଶନ ବାଣ୍ଟିଲା ପ୍ରଶାସନ

ପାତ୍ରପୁର:୧୫ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକର ଦୁର୍ଗମ ଆଙ୍କୁଲି ପଞ୍ଚାୟତର କିଛି ଗ୍ରାମରେ ବ୍ଲକ ପ୍ରଶାସନ ପହଞ୍ଚତ୍ ରାଶନ ସାମଗ୍ରୀ ବଣ୍ଟନ କରିବା ସହ କରୋନା ଭୂତାଣୁରୁ କେମିତି ରକ୍ଷା ପାଇବ ସେନେଇ ସଚେତନ କରିଛି ା ବିଡ଼ିଓ ପ୍ରକାଶ ଚନ୍ଦ୍ର ଦାସ,...

ବିଶୋଧନ ହେଲା ସୋରଡାର ବିଭିନ୍ନ ଅଞ୍ଚଳ

ସୋରଡା,୧୫ା୪(ଡି.ଏନ୍‌.ଏ.)- ସୋରଡା ସହରର ସମସ୍ତ ସାହିକୁ ବୁଧବାର ଅପରାହ୍ନରେ ଏନ୍‌ଏସି ତରଫରୁ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଇଛି। ଗନିଛକ, ବଡଦାଣ୍ଡ, ଆଡପମଣ୍ଡପ, ସରୁଆସାହି, କେଉଟସାହି, ବାଙ୍କବଜାରରେ ଦମକଳ ଗାଡି ବୁଲି ବିଶୋଧନ କରିଛି। ସାମାଜିକ ଦୂରତା ବଜାୟ ରଖିବାକୁ...

ଗଞ୍ଜାମର ବିଭିନ୍ନ ଆଇସୋଲେଶନ ସେଣ୍ଟରରେ ୩୬୧ ଭୁବନେଶ୍ୱର ଫେରନ୍ତା

ଛତ୍ରପୁର, ୧୫।୪(ଡି.ଏନ୍‌.ଏ.)- ଭୁବନେଶ୍ୱରରୁ ଗଞ୍ଜାମ ଜିଲାକୁ ଫେରିଥିବା ୩୬୧ ଜଣଙ୍କୁ ବିଭିନ୍ନ ଆଇସୋଲସନ ସେଣ୍ଟରରେ ରଖାଯାଇଛି। ବର୍ତ୍ତମାନ ୫ହଜାର ୮୧୯ ଜଣ ଅନ୍ୟ ରାଜ୍ୟରୁ ଫେରନ୍ତା ହୋମ୍‌ କ୍ୱାରେଣ୍ଟାଇନରେ ଅଛନ୍ତି। ଜିଲାକୁ ବିଦେଶରୁ ଫେରିଥିବା ସମସ୍ତ ୭୬୧ ଜଣଙ୍କ ହୋମ୍‌...

କରୋନା ସମୟରେ ମହିଳାଙ୍କୁ ରକ୍ତଦେଇ ଜୀବନ ବଞ୍ଚାଇଲେ ଯୁବକ

ବେଗୁନିଆପଡ଼ା,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ନୂଆଗଡ଼ ଗ୍ରାମର ଲତା ବେହେରା ମଙ୍ଗଳବାର ରାତିରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ ପରିବାର ପକ୍ଷରୁ ତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ନିଆଗଲା। ଡାକ୍ତର ତୁରନ୍ତ ୩ ବୋତଲ ରକ୍ତ ଯୋଗାଡ଼...

ଡିଭାଇଡରରେ ପିଟିହେଲା ଆମ୍ବ ବୋଝେଇ ଗାଡ଼ି, ଚାଳକଙ୍କ ଜୀବନ ଗଲା

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବାଇପାସ୍‌ ଜାତୀୟ ରାଜପଥରେ ବୁଧବାର ଭୋର୍‌ ସମୟରେ ଏକ ଆମ୍ବ ବୋଝେଇ ପିକଅପ୍‌ ଡିଭାଇଡରରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗୋଳନ୍ଥରା ଥାନା ଅଧୀନ ଜାଗପୁରର କେ....

ଟଙ୍କା ଉଠାଇବା ପୂର୍ବରୁ ହାତକୁ ସାନଟାଇଜ କର: ବ୍ୟାଙ୍କ କର୍ତ୍ତୃପକ୍ଷ

ଶେରଗଡ଼, ୧୫।୪(ଡି.ଏନ୍‌.ଏ.): କରୋନା ଚିନ୍ତା ସମସ୍ତଙ୍କୁ ଘାରିଛି। ସରକାର ଦିନକୁ ଦିନ ନିୟମ କଡ଼ାକଡ଼ି କରୁଛନ୍ତି। ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷ ମଧ୍ୟ ନିୟମ କଡ଼ାକଡ଼ି କରିଛନ୍ତି। ଟଙ୍କା ଉଠାଇବା ପାଇଁ ବ୍ୟାଙ୍କରେ ଗ୍ରାହକଙ୍କ ଲମ୍ବା ଲାଇନ ଲାଗୁଛି। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri