ଗଞ୍ଜାମ

ଚାଷୀ ଆତ୍ମହତ୍ୟା ଘଟଣା: ମୃତଙ୍କ ପରିବାରଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର, ୨୭।୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷୟକ୍ଷତି କ୍ଷତି ହେବାରୁ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡ଼ମାଧପୁର ପଂଚାୟତ ବରଙ୍ଗ ଗ୍ରାମର ଚାଷୀ ବନମାଳୀ ପେଣ୍ଠେଇ ନିଜ ଘର ପାଇଖାନାରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିଲେ।…

ବେକରେ ଗାମୁଛା ଲଗାଇ ଛୁଲିପଡିଲେ ଯୁବକ, କାରଣ ଅସ୍ପଷ୍ଟ

ହିଞ୍ଜିଳିକାଟୁ, ୨୬।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପିତଳ ଗ୍ରାମର ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ପିତଳ କମାସାହିର ନଭ ଜେନା (୩୧) । ପ୍ରକାଶ ଯେ, ଯୁବକ ଜଣଙ୍କ ପ୍ରତିଦିନ…

ଅଦିନିଆ ଲଘୁଚାପ ଯୋଗୁ ଧାନ, ପନିପରିବା ଫସଲ ନଷ୍ଟ: କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ ବିଜେଡି ପକ୍ଷରୁ ଦାବିପତ୍ର

ହିଞ୍ଜିଳିକାଟୁ, ୨୬ା୧୨(ଦ୍ବିତୀକୃଷ୍ଣ ପଣ୍ଡା): ଚଳିତ ଖରିଫ ଧାନ ଅମଳ ବେଳକୁ ଲଗାତାର ଅଦିନିଆ ବର୍ଷାରେ ଚାଷୀଙ୍କ ଫସଲକୁ କ୍ଷତି ପହଞ୍ଚାଇଛି। ଗତ ମଙ୍ଗଳବାର ଓ ବୁଧବାର ୨ ଦିନ ଧରି ବର୍ଷା ଲାଗି ରହିଥିଲା । ଫଳରେ ଚାଷଜମିରେ ପଡିଥିବା ଧାନ…

ବିଜେଡିର ପ୍ରତିଷ୍ଠା ଦିବସରେ ଏକାଠୀ ହେଲେ ନେତା କର୍ମୀ

ଛତ୍ରପୁର,୬।୧୨ (ଦିଲ୍ଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ବିଜୁ ଜନତା ଦଳ ୨୮ତମ ପ୍ରତିଷ୍ଠା ଉତ୍ସବ ଗୁରୁବାର ପାଳିତ ହୋଇଛି। ଏହି ଅବସରରେ ସ୍ଥାନୀୟ ଲୋୟରବସଷ୍ଟାଣ୍ଡ ଠାରେ ନେତା ଓ କର୍ମୀ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ…

ଘରୁ ଫେରାର ହୋଇଯାଇଥିଲେ ବିବାହିତ ପ୍ରେମୀଯୁଗଳ, ଗଛରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଉଭୟଙ୍କ ମୃତଦେହ

ଦିଗପହଣ୍ଡି,୨୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ଥାନା ଅଲାରିଗଡ଼ ନିସ୍ତିିପୁର ଗ୍ରାମ ନିକଟ ଜଙ୍ଗଲରୁ ଗୁରୁବାର ସକାଳେ ପୋଲିସ ବିବାହିତ ପ୍ରେମୀଯୁଗଳଙ୍କ ମୃତଦେହ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରିଛି। ପରକିୟା ପ୍ରୀତିରୁ ଅନୈତିକ ପ୍ରେମସମ୍ପର୍କ ପରେ…

ପ୍ରେମ କରି ଘରୁ ପଳାଇ ଥିଲେ,  ବିବାହ ପରେ ଏବେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରଥାନା ଏସ୍‌ ଗୋପାଳପୁର ଗ୍ରାମରେ ଜଣେ ନବବଧୂଙ୍କ ସନ୍ଦେହଜନକ ମତ୍ୟୁ ଘଟିଛି। ମୃତକ ଜଣକ ହେଲେ ବିକ୍ରମ ବରାଡଙ୍କ ସ୍ତ୍ରୀ ନିଶା ପ୍ରଧାନ। ନିଶାଙ୍କ ମା’କୁମାରୀ ପ୍ରଧାନଙ୍କ ଏତଲାକ୍ରମେ ପାଟପୁର ଥାନା…

ଅଦିନିଆ ବର୍ଷା ଉଜାଡ଼ିଲା ଧାନ ଫସଲ: ସହିପାରିଲେନି ଚାଷୀ, ଆପଣାଇଲେ ଚରମ ପଦକ୍ଷେପ…

ଛତ୍ରପୁର,୨୬ା୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଚାଷୀ ଜଣକ ହେଲେ ବରଙ୍ଗ ଗ୍ରାମର ବନମାଳୀ ପେଣ୍ଠେଇ(୬୪)। ଅଦିନିଆ ବର୍ଷାରେ ଧାନ ଫସଲ…

ବିଜେଡି ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ: ବିଜୁବାବୁଙ୍କୁ ପୁଷ୍ପମାଲ୍ୟ ଅର୍ପଣ କଲେ ନେତା-କର୍ମୀ

ଗଞ୍ଜାମ,୨୬।୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ବିଜେଡି ପକ୍ଷରୁ ୨୮ତମ ପ୍ରତିଷ୍ଠା ଉତ୍ସବ ଗୁରୁବାର ପାଳିତ ହୋଇଛି। ଏହି ଅବସରରେ ସାମନ୍ତରା ସାହି ଷ୍ଟେଶନ ରୋଡ଼ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ନେତା ଓ କର୍ମୀ। ଏନଏସି ବିଜେଡି ଯୁବ…

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ବୁଧବାର ବ୍ରହ୍ମପୁର ସ୍ଥିତ ଏକ…

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ ଦାଉ ସାଧିଛି ଅଦିନିଆ ବର୍ଷା। ଏହି ଅଦିନିଆ ବର୍ଷା ଯୋଗୁଁ ଗଞ୍ଜାମ ବ୍ଲକର ସମସ୍ତ…

ମାଳଦ୍ୱୀପରେ ଫସିଛନ୍ତି ଖଲ୍ଲିକୋଟର ୧୧ ଶ୍ରମିକ

ଛତ୍ରପୁର,୨୪ା୧୨ (ଦିଲୀପ ସାମଲ):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକର ୧୧ ଜଣ ଦାଦନ ଶ୍ରମିକ ପେଟ ପୋଷିବା ପାଇଁ ସୁଦୂର ମାଳଦ୍ୱୀପକୁ ଯାଇ ସେଠାରେ ଫସିି ରହିଛନ୍ତି। ସେମାନେ ସେଠାରେ ଏକ କମ୍ପାନୀରେ ପ୍ରାୟ ୮ ମାସ ହେଲା ଶ୍ରମିକ ଭାବେ କାମ…

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି ଖୋଲିବାକୁ କେନ୍ଦ୍ର କରି ବିବାଦ ସୃଷ୍ଟି ହୋଇଛି। ରାଳବ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?