ଗଞ୍ଜାମ

ଚିଲିକାରେ ୬ଲକ୍ଷ ବିଦେଶାଗତ ପକ୍ଷୀ:ଜାନୁଆରୀ ୧୭ରେ ପକ୍ଷୀ, ୨୧ରେ ଡଲ୍‌ଫିନ ଗଣନା

ବାଲୁଗଁା,୨୦ା୧୨(ସଂଗ୍ରାମ ପାଇକରାୟ):ଶୀତର ପ୍ରକୋପ ବଢ଼ିଥିବା ବେଳେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ମଧ୍ୟ ଆଗମନ ବଢ଼ିଛି। ଗତ ୧୮ତାରିଖ ତଥା ବୁଧବାର ସୁଦ୍ଧା ଚିଲିକାରେ ୧୦୨ ପ୍ରଜାତିର ୬ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀଙ୍କ ସମାଗମ ହୋଇଛି। ସେଥିମଧ୍ୟରୁ ପକ୍ଷୀ ଅଭୟାରଣ୍ୟ ନଳବଣରେ ୮୬ପ୍ରଜାତିର…

୨ ବାଇକ ସହ ଗଞ୍ଜେଇ ଜବତ, ୪ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଗୁରୁବାର ସକାଳେ ପୋଡ଼ା ମାରି ଗ୍ରାମ ନିକଟ ରାସ୍ତାରୁ ୨ ବାଇକ ସହ ୯୦ କେଜି ୫୬୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ୪ ଜଣ…

ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା: ମାଟ୍ରିକ୍‌ ଛାତ୍ରଙ୍କ ୨ ହାତ କଟିଲା, ଥାନାରେ ଏତଲା

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ଦିଗପହଣ୍ଡି ବ୍ଳକ କରପଡ଼ା ଗ୍ରାମ ବଡ଼ ସାହିର ରବି ବେହେରା (୧୫) ନାମକ ଜଣେ ମାଟ୍ରିକ୍‌ ଛାତ୍ରଙ୍କ ୨ ହାତ କଟିଯାଇଥିବା ଖବର ସାମ୍ନାକୁ ଆସିଛି। ଏନେଇ ଛାତ୍ରଙ୍କ ବାପା…

 ପାଖରେ ନାହିଁ ଅର୍ଥ, ଝିଅର ଚିକିତ୍ସା ପାଇଁ  ସହାୟତା ନିବେଦନ କଲେ ମା’

ଛତ୍ରପୁର,୧୯।୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଜ୍ଞାପିତ ଅଞ୍ଚଳ ପରିଷଦର ବାସିନ୍ଦା ପ୍ରିୟଙ୍କା ଗୌଡ଼ଙ୍କ ଝିଅ ଶ୍ରୀୟା ଦୀର୍ଘ ୧୦ ବର୍ଷ ହେବ ମସ୍ତିଷ୍କ ବିକୃତି ରୋଗରେ ପୀଡିତ ଅଛନ୍ତି । ଏଣୁ ସରକାରୀ ଆର୍ଥିକ ସାହାଯ୍ୟ ପ୍ରଦାନ ପାଇଁ ଜିଲାପାଳଙ୍କୁ…

ଅମିତ ଶାହାଙ୍କ ଇସ୍ତଫା ଦାବି କଲା ଆମ୍‌ ଆଦ୍‌ମୀ ପାର୍ଟି

ଛତ୍ରପୁର,୧୯ା୧୨(ସନ୍ତୋଷ ପାଢ଼ୀ): ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ପ୍ରତି ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ସୂଚକ ମନ୍ତବ୍ୟ ପ୍ରତିବାଦରେ ଆମ ଆଦ୍‌ମୀ ପାର୍ଟି ଗଞ୍ଜାମ ଜିଲା ସଙ୍ଗଠନ ତରଫରୁ ତାଙ୍କର ଇସ୍ତଫା ଦାବି କରାଯାଇଛି। ଏନେଇ ପ୍ରଧାନମନ୍ତ୍ରୀଙ୍କୁ…

ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ବ୍ଲକ ସଭାପତି ଏନ୍‌ ଗଣେଶ ରେଡ୍ଡୀ, ଚିକିତ୍ସା ଚାଲିଥିବାବେଳେ…

ଗଞ୍ଜାମ,୧୯ା୧୨(ବିଦ୍ୟାଧର ସାହୁ): କଂଗ୍ରେସର ବରିଷ୍ଠ ନେତା ତଥା ଗଞ୍ଜାମ ବ୍ଲକ ସଭାପତି ଏନ୍‌. ଗଣେଶ ରେଡ୍ଡୀଙ୍କ ଦେହାନ୍ତ ହୋଇଛି। ଖବର ପାଇ କାଇଞ୍ଚପୁର ଗ୍ରାମସ୍ଥିତ ନିଜ ବାସଭବନରେ ବିଭିନ୍ନ ବର୍ଗର ଲୋକେ ତାଙ୍କର ଶେଷ ଦର୍ଶନ ପାଇ ଭିଡ଼ ଜମିଥିଲା। ବୁଧବାର…

ମେଘୁଆ ପାଗକୁ ଦେଖି ଚିନ୍ତାରେ ଚାଷୀ

ଗଞ୍ଜାମ,୧୯।୧୨(ବିଦ୍ୟାଧର ସାହୁ):ଗତ ଦୁଇଦିନ ହେଲା ପାଗ ମେଘୁଆ ରହିଛି। ଯାହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ସ୍ଥାନୀୟ ଅଞ୍ଚଳର ଚାଷୀ l ଗଞ୍ଜାମ ବ୍ଲକ ଅଞ୍ଚଳରେ ମୋଟ ୧୨ ହଜାର ୪୬୨ ହେକ୍ଟର ଚାଷ ଜମି ଥିବାବେଳେ ୮ ହଜାର ୭୮୦…

ବ୍ରହ୍ମପୁର ବିଜେଡି କର୍ପୋରେଟରଙ୍କୁ ଭେଟିଲେ ନବୀନ, କହିଲେ ‘ ମେୟରଙ୍କୁ ସମ୍ମାନ ଦିଅ’

ବ୍ରହ୍ମପୁର,୧୮ା୧୨(ସ୍ମୃତି ରଂଜନ ମହାଲିକ)-ବିବାଦରୁ ଦୂରେଇ ଶୃଙ୍ଖଳିତ ହୁଅ। ମିଳିମିଶି ଦଳର ସଂଗଠନକୁ ଅଧିକ ମଜଭୁତ ପାଇଁ କାମ କର। ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିଜେଡି କର୍ପୋରେଟରମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ସମୁଦାୟ ୩୬ କର୍ପୋରେଟରଙ୍କ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ପ୍ରତି ଆକ୍ରମଣ ଘଟଣା: ୨ ଗଲେ ଜେଲ୍‌

ଦିଗପହଣ୍ଡି,୧୮ା୧୨(ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ ନରେନ୍ଦ୍ରପୁର ଛତ୍ରମନ୍ଦିର ଗ୍ରାମର ଏନ୍‌.ହନୁ ରେଡ୍ଡୀ ଓରଫ ଏନ. ସନ୍ତୋଷ ରେଡ୍ଡୀ ଏବଂ ପି.…

ବିଜେଡି କର୍ପୋରେଟରଙ୍କୁ ନବୀନଙ୍କ ଡାକରା, ସମାଧାନ ହେବ କି ଗୋଷ୍ଠୀକନ୍ଦଳ

ବ୍ରହ୍ମପୁର,୧୮ା୧୨(ସ୍ମୃତିରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ବିଜେଡି କର୍ପୋରେଟର ଏବଂ ମେୟର ଓ ଡେପୁଟି ମେୟରଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ଭୁବନେଶ୍ୱର ନବୀନ ନିବାସକୁ ଡାକିଛନ୍ତି। ବୁଧବାର ଅପରାହ୍ନରେ ସମସ୍ତେ ହାଜର ହେବାକୁ ନିର୍ଦ୍ଦେଶ ଆସିଛି। ମେୟର ସଂଘମିତ୍ରା…

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଏତଲା କରିଥିବା ଆଉ ୩ ଜଣ ଓହରିଲେ

ବ୍ରହ୍ମପୁର,୧୮।୧୨: ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲାରୁ ଓହରିଲେ ଆଉ ୩ ଏତଲାକାରୀ। ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଏତଲା କରିଥିବା ଆଉ ୩ ଜଣ ଓହରିଛନ୍ତି। ପ୍ରଦୀପ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ…

ଶୀତରେ ବୃଦ୍ଧାବୃଦ୍ଧଙ୍କ ମୁହଁରେ ହସ ଫୁଟାଇବାକୁ…

ଗଞ୍ଜାମ,୧୮।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ ୮ ପୁଇଁତୋଳା ସଂସ୍କୃତିକ ଗୃହରେ ଗ୍ରାସୀମ କମ୍ପାନୀ ପକ୍ଷରୁ ବରିଷ୍ଠ ନାଗରିକ ତଥା ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା। କମ୍ପାନୀ ୟୁନିଟ ହେଡ଼ ଅଜୟ କୁମାର ଗୁପ୍ତା, ସିଏସଆର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?