ଗଞ୍ଜାମ

ବିଏସ୍‌ଏନ୍‌ଏଲ୍‌ ଗୋଦାମରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୧୪ା୫: ଅଳିଆଗଦାରୁ ଅଗ୍ନିକାଣ୍ଡ ଘଟି ରବିବାର ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ) ଗୋଦାମରେ ମହଜୁଦ ଥିବା ଲକ୍ଷାଧିକ ଟଙ୍କାର ପାଇପ୍‌ ପୋଡି ନଷ୍ଟ ହୋଇଯାଇଛି। ମିଳିଥିବା ସୂଚନାମୁତାବକ, ବୈକୁଣ୍ଠନଗର ନିକଟରେ ବିଏସ୍‌ଏନ୍‌ଏଲ୍‌ର କେବଲ ଓ ପାଇପ୍‌ ଗୋଦାମ ରହିଛି। ରବିବାର…

ଟ୍ରେଜେରି ଷ୍ଟ୍ରଙ୍ଗ୍‌ରୁମ୍‌ ଛାତ, କାନ୍ଥରେ ଫାଟ

ଛତ୍ରପୁର,୧୪।୫(ଡି.ଏନ୍‌.ଏ):ଗଞ୍ଜାମ ଜିଲା ମୁଖ୍ୟାଳୟ ଛତ୍ରପୁରରେ ଥିବା ଜିଲା ଟ୍ରେଜେରି ଅଫିସର ଷ୍ଟ୍ରଙ୍ଗରୁମ ବିପଦଶଙ୍କୁଳ ଅବସ୍ଥାରେ ଦୀର୍ଘ ବର୍ଷ ହେଲା ରହିଛି। ଅଫିସ ଷ୍ଟ୍ରଙ୍ଗରୁମର କାନ୍ଥ ଓ ଛାତର ବିଭିନ୍ନ ସ୍ଥାନରେ ଫାଟ ଦେଖାଦେଲାଣି। ଏପରିକି ବର୍ଷା ଦିନେ ହେଉ ଅବା କାଳ…

୭ ଦିନ ହେଲା ପାଇପ୍‌ରେ ପାଣି ଆସୁନି, ପ୍ରତିବାଦ କଲେ ମହିଳା

ଗଞ୍ଜାମ,୧୩ା୫(ଡି.ଏନ୍‌.ଏ.): ଦିନକୁ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି l ଖରାର ଉତ୍ତାପ ଏତେ ପ୍ରଖର ଯେ, ଲୋକେ ଘରୁ ବାହାରକୁ ବାହାରି ପାରୁନାହାନ୍ତି l ଏହି ଭଳି ପରିସ୍ଥିତିରେ ପାନୀୟ ଜଳ ସମସ୍ୟା ଲୋକଙ୍କ ସମସ୍ୟାକୁ ଦ୍ୱିଗୁଣିତ…

ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ସଫଳତା,  ଓଡିଶାରେ ସପ୍ତମ ସ୍ଥାନରେ ସ୍ବୟଂଜିତ ପାଣିଗ୍ରାହୀ 

ପୁରୁଷୋତ୍ତମପୁର, ୧୩/୫(ଡିଏନଏ) ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ (ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତା ଆଣି ଗୌରବାନ୍ବିତ ହୋଇଛି।  ଏହି ବିଦ୍ୟାଳୟର ସ୍ବୟଂଜିତ ପାଣିଗ୍ରାହୀ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ୯୪.୨ ପ୍ରତିଶତ ମାର୍କ ରଖି ସମଗ୍ର…

ଉଦ୍‌ଘାଟନ ହେଲା ଆଞ୍ଚଳିକ ଜୁଡିସିଆଲ ଏକାଡେମୀ

ବ୍ରହ୍ମପୁର ଅଫିସ,୧୩ା୫: ବ୍ରହ୍ମପୁର ଜିଲା ଜଜ୍‌ କୋର୍ଟ ପରିସରରେ ଶନିବାର ପୂର୍ବାହ୍ନରେ ଆଞ୍ଚଳିକ ଜୁଡିସିଆଲ ଏକାଡେମୀ ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଉଦ୍‌ଘାଟନ କରିଛନ୍ତି। କଟକ ମର୍କତନଗରସ୍ଥିତ ଓଡ଼ିଶା ଜୁଡିସିଆଲ ଏକାଡେମୀ ପରିସରରୁ ଆଭାସି ମାଧ୍ୟମରେ ସୁପ୍ରିମକୋର୍ଟ…

ନିୟମିତ ହେଉନି ବିଇଏମ୍‌ସି ସାଧାରଣ ବୈଠକ

ବ୍ରହ୍ମପୁର ଅଫିସ,୧୩।୫: ବ୍ରହ୍ମପୁର ମହାନଗର ନିଗମ (ବିଇଏମସି)ର ସାଧାରଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଗତ ବର୍ଷର ପୌର ନିର୍ବାଚନ ପରେ ନୂଆ ପରିଷଦ ଗଠନର ବର୍ଷେ ବିତିଛି ଓ ଏହି ସମୟ ଭିତରେ ଏହାକୁ ମିଶାଇ ମାତ୍ର ୩ଟି ସାଧାରଣ…

ବିଏସ୍‌କେୱାଇ କାର୍ଡରେ ଚିକିତ୍ସା ବିଫଳ ଅଭିଯୋଗ

ବ୍ରହ୍ମପୁର ଅଫିସ୍‌,୧୩।୫: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମାଗଣା ସ୍ବାସ୍ଥ୍ୟଗତ ଚିକିତ୍ସା ସେବା ପାଇବା ନିମନ୍ତେ ଅନୁମୋଦନ ପ୍ରଦାନ କରିବା ଦାୟିତ୍ୱରେ ଥିବା ଅଧିକାରୀଙ୍କ ଦାୟିତ୍ୱହୀନତା ଓ ଅବହେଳା ଯୋଗୁଁ ସହରରେ ବିଭିନ୍ନ ରୋଗୀ ସମସ୍ୟାର ସମ୍ମୁଖୀନ ହେଉଥିବା ସହରତଳି…

ବୁଗୁଡ଼ା ଠାକୁରାଣୀ ଯାତ୍ରା ଉଦ୍‌ଯାପିତ

ବୁଗୁଡ଼ା,୧୩।୫(ଡି.ଏନ.ଏ.):ଚଳିତ ଏପ୍ରିଲ ୨୬ ତାରିଖରୁ ଶୁଭାରମ୍ଭ ହୋଇଥିବା ସପ୍ତଦଶ ଦିବସୀୟ ବୁଗୁଡ଼ା ପଞ୍ଚ ଠାକୁରାଣୀ ଯାତ୍ରା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଶ୍ରଦ୍ଧାଳୁଙ୍କ ଠାରୁ ମେଲାଣି ନେଇ ପଞ୍ଚ ଠାକୁରାଣୀ ସ୍ବ ସ୍ବ ମନ୍ଦିରକୁ ପ୍ର୍ଯଯାବର୍ତ୍ତନ କରିଥିବା ବେଳେ ଅନ୍ତିମ ନଗର ଭ୍ରମଣି…

ସମାଜସେବୀଙ୍କ ସହାୟତାରେ ଘରକୁ ପ୍ରବେଶ

ଛତ୍ରପୁର,୧୩।୫(ଡି.ଏନ.ଏ.): ୨ଟି କନ୍ୟା ସନ୍ତାନ ପରେ ସ୍ତ୍ରୀ ଅଲୋଡା ହୋଇଛନ୍ତି । ସ୍ତ୍ରୀ ଓ ୨ ପିଲାଙ୍କୁ ଛାଡି ସ୍ବାମୀ କେରଳ ଚାଲି ଯାଇଛନ୍ତି । ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ କତୁରୁ ଗଁାରେ ଏପରି ଘଟଣା ଦେଖିବାକୁ ମିଳିଛି।…

ଅଟୋନଗର ଓଭରବ୍ରିଜ୍‌ ରାସ୍ତା ପାଲଟିଛି ପାର୍କିଂ ଜୋନ୍‌

ଗୋପାଳପୁର,୧୩।୫(ଡି.ଏନ.ଏ.): ‘ସଡ଼କ ସୁରକ୍ଷା ଜୀବନ ରକ୍ଷା’ ନାଁରେ ଗମନାଗମନ ସୁବିଧା ଓ ଦୁର୍ଘଟଣା ରୋକିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ସହ ସଡ଼କ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ କେଉଁଠି ପରିବହନ ବିଭାଗ ଓ…

ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡ

ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଅଧୀନ ଗଞ୍ଜାମ ବ୍ଲକର ମାଳି ଜଗନ୍ନାଥପୁର ଗାଁରେ ହୋଇଥିବା ଏକ ବଳାତ୍କାର ମାମଲାରେ ଶୁକ୍ରବାର ଛତ୍ରପୁର ଏଡିଜେ ମନୋରଞ୍ଜନ ଦାଶ ଶୁଣାଣି କରି ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା…

ଭିଜିଲାନ୍ସ ଜାଲରେ ଛତ୍ରପୁର ତହସିଲ ଅଫିସର ବରିଷ୍ଠ ରାଜସ୍ବ ସହାୟକ

ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ସ୍ବାତି ସୁଚରିତା ପାତ୍ର ଘରବାରି ପଟ୍ଟା କରିଦେବା ଲାଗି ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଉକ୍ତ ଲାଞ୍ଚ ଟଙ୍କା ସହ ବିଭିନ୍ନ କାଗଜ ପତ୍ରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri