ଗଞ୍ଜାମ

ରେଳଲାଇନ୍‌ ପାର୍ଶ୍ୱରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପହଞ୍ଚିନି ପୋଲିସ

ଛତ୍ରପୁର,୧୦ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବାଲିବଗଡ଼ ଗ୍ରାମ ନିକଟରେ ଥିବା ରେଳଲାଇନ୍‌ ପାର୍ଶ୍ୱରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡ଼ିଛି। ଦୀର୍ଘ ସମୟ ଧରି ମୃତଦେହ ରେଳଲାଇନ୍‌ ପାର୍ଶ୍ୱରେ ପଡ଼ି ରହିଥିଲେ ସୁଦ୍ଧା ନା ଜିଆରପି ନା…

ଆହାର ଖାଦ୍ୟ ନିମ୍ନମାନର, ବିଧାୟକଙ୍କ ଉଦ୍‌ବେଗ

ଛତ୍ରପୁର,୧୦।୭ ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅଚାନକ ଛତ୍ରପୁର ହସ୍ପିଟାଲ ସମ୍ମୁଖରେ ଥିବା ଆହାର କେନ୍ଦ୍ର ପରିଦର୍ଶନ କରି ଲୋକଙ୍କ ସହ ଆହାର ଖାଇଥିଲେ । ଏହାସହ ପାଞ୍ଚ ଟଙ୍କାରେ ଦିଆଯାଉଥିବା ଆହାର ଖାଦ୍ୟ କିଭଳି ସୁସ୍ବାଦ…

ବିଜେଡି କର୍ମୀ ସମ୍ମିଳନୀରେ ତୁମୁଳକାଣ୍ଡ: ଫୁଟିଲା ବାଣ, ଭାଙ୍ଗିଲା ଚେୟାର

ଭଞ୍ଜନଗର,୮ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦୋମୁହାଁଣିରେ ବିଜେଡିର କର୍ମୀ ସମ୍ମିଳନୀ ହୋଇଥିଲା। ଏଥିରେ ଦୋମୁହାଁଣି, ଗାଲେରୀ, ହରିଗଡ ପଞ୍ଚାୟତର କର୍ମୀମାନେ ଯୋଗ ଦେଇଥିଲେ। ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ଏଥିରେ ଭଞ୍ଜନଗର…

କଣ୍ଟେନର, କାରରେ ହେଉଥିଲା ଗଞ୍ଜେଇ ଚାଲାଣ

ବ୍ରହ୍ମପୁର,୩।୭(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ଟିମ୍‌ ଏକ କଣ୍ଟେନର, କାର ସହିତ ୪୧୬ କେଜି ଗଞ୍ଜେଇ ଜବତ କରିଛି। ଏପରିକି ଘଟଣାରେ ସମ୍ପୃକ୍ତ ୪ଜଣ ଚାଲାଣକାରୀଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯାଇଛି। ଜାମିନ ନାଁ…

ସାପ କାମୁଡାରେ ଆଦିବାସୀ ହଷ୍ଟେଲ ଛାତ୍ରୀଙ୍କ ଚାଲିଗଲା ଜୀବନ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦରପଙ୍ଗିଆ ସେବାଶ୍ରମ ସ୍କୁଲର ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀ ସର୍ପ ଦଂଶନରେ ମୃତ୍ୟୁବରଣ କରିଛନ୍ତି। ମୃତ ଛାତ୍ରୀ ଜଣଙ୍କ ହେଲେ ସ୍କୁଲ ନିକଟସ୍ଥ ନବଗୋଛା ଗ୍ରାମର ଗୋବର୍ସି ପ୍ରଧାନଙ୍କ ସାନ ଝିଅ ରିଧି…

ପୁରୁଷୋତ୍ତମପୁରରେ ରଥଯାତ୍ରା

ପୁରୁଷୋତ୍ତମପୁର,୭।୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିରରେ ପରମ୍ପରା ଅନୁସାରେ ପୂଜାର୍ଚ୍ଚନା କରାଯାଇ ପହଣ୍ଡି ପରେ ମହାପ୍ରଭୁ ଜଗନ୍ନାଥଙ୍କୁ ରଥାରୂଢ଼ କରାଯାଇଥିଲା। ପରେ ଅପରାହ୍ନରେ ରଥଟଣା ହୋଇଥିଲା। ଏହାକୁ…

ଭାଜପା ଯୋଗାଯୋଗରେ ବିଜେଡି କର୍ପୋରେଟର

ବ୍ରହ୍ମପୁର,୭ା୭(ନରସିଂହ ସାହୁ)ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର କେତେଜଣ ବିଜେଡି କର୍ପୋରେଟର ଭାଜପା ସହ ଯୋଗାଯୋଗରେ ଅଛନ୍ତି। ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ସଭାପତି ସୁବାସ ସାହୁ ଏହି ସୂଚନା ଦେଇଛନ୍ତି। ଖୁବଶୀଘ୍ର ନିଗମର ରାଜନୀତି ଓଲଟପାଲଟ ହେବ ବୋଲି ସେ ଦମ୍ଭୋକ୍ତି…

ରାଜ୍ୟ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

ପୁରୁଷୋତ୍ତମପୁର,୫।୭(ସିମାଞ୍ଚଳ ମିଶ୍ର) ସର୍ବଭାରତୀୟ ସ୍ତରରେ ୟୁପିଏସ୍‌ସି ଦ୍ବାରା ପରିଚାଳିତ ସିଡିଏସ୍‌(ଇଣ୍ଡିଆନ ମିଲିଟାରୀ ପରୀକ୍ଷା)ରେ ଗଞ୍ଜାମ ଜିଲା ପୁଷୋତ୍ତମପୁର ଏନ୍‌ଏସି ୱାର୍ଡନଂ ୯ ରଥ ସାହିର ସ୍ବନ୍ଦନଦାଶ ୪୨ ନଂ ର଼୍ୟାଙ୍କରେ ପାସ୍‌ କରିଛନ୍ତି। ସେ ସମଗ୍ର ଓଡ଼ିଶା ସମେତ ଗଞ୍ଜାମ ଜିଲା…

ପୋଖରୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଗୁରୁବାର ଭୋରରୁ ପୋଖରୀରେ ବୁଡ଼ି ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ସିଙ୍ଗପୁର ଗ୍ରାମ କାଳୁପାତ୍ର ସାହିର ରଘୁ ସାହୁ(୭୦)। ରଘୁ ପ୍ରତିଦିନ ଭଳି ଗୁରୁବାର…

ଆଖି ବାନ୍ଧି କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣା ପଡିଛି l ଘରେ କେହି ନ ଥିବା ସୁଯୋଗରେ କେହି ଦୃର୍ବୁତ୍ତ ଛାତ୍ରୀଙ୍କ ଆଖିକୁ ଏକ ଲୁଗାରେ ବାନ୍ଧିବା ସହ ହଟାଗୋଡ଼କୁ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଲଙ୍ଗଳେଶ୍ୱର ଗୋସେଇଁ ପାଟଣା ସାହିର ରସାୟନ ମଲ୍ଲିକ ହନୁମାନ ମନ୍ଦିରରେ ବସିଥିବାବେଳେ ସେହି ଗ୍ରାମର…

ଟ୍ରେଲର ପଛରେ ପିଟିହେଲା କାର୍‌: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ କାର୍‌ ପିଟି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri