ଗଞ୍ଜାମ

ଶର୍ଟ ସର୍କିଟରୁ ୧୦ ପରିବାରର ବିଦ୍ୟୁତ ଉପକରଣ ପୋଡି ନଷ୍ଟ

ଆସିକା,୬ା୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା କଲେଜଛକ ମହାରଣା କଲୋନୀରେ ଶୁକ୍ରବାର ବିଦ୍ୟୁତ ଶର୍ଟ ସର୍କିଟରେ ପ୍ରାୟ ୧୦ ପରିବାରର ବିଦ୍ୟୁତ ଉପକରଣ ପୋଡି ନଷ୍ଟ ହୋଇଯାଇଛି। ଏପରିକି ଘର ସବୁ ଧୂଆଁମୟ ହୋଇଥିବା କ୍ଷତିଗ୍ରସ୍ତ ପରିବାରଗୁଡିକ ଅଭିଯୋଗ କରିଛନ୍ତି । ସୌଭାଗ୍ୟବଶତଃ…

ଟାମଣା ଗ୍ରାମକୁ ନୂତନ ମୈାଜା ଘୋଷାଣା ନେଇ ଶତାଧିକ ମହିଳା, ପୁରୁଷ ପହଞ୍ଚିଲେ…

ଛତ୍ରପୁର, ୬ ।୧୨ (ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକ ଶିହଳା ପଞ୍ଚାୟତର ଟାମଣା ଗ୍ରାମକୁ ନୂତନ ମୈାଜା ଘୋଷାଣା ଦାବିନେଇ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମର ଶତାଧିକ ମହିଳା ଓ ପୁରୁଷ । ଗ୍ରାମବାସୀଙ୍କ କହିବା…

ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ମିନି ଷ୍ଟାଡିୟମ ବ୍ୟୟାମ କେନ୍ଦ୍ର

ଗଞ୍ଜାମ,୬।୧୨(ବିଦ୍ୟାଧର ସାହୁ): ସ୍ଥାନୀୟ ଅଞ୍ଚଳବାସୀଙ୍କ ବୃହତ ସ୍ବାର୍ଥ ଦୃଷ୍ଟିରୁ ତଥା ଶରୀର ସୁସ୍ଥ ଓ ଶବଳ ରଖିବା ଲାଗି ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମଠାରେ ତତ୍କାଳୀନ ସରକାରଙ୍କ ପକ୍ଷରୁ ବିଭିନ୍ନ ବ୍ୟାୟାମ ସାମଗ୍ରୀର ବ୍ୟବସ୍ଥା କରାଯାଇଥିଲା। ବର୍ତ୍ତମାନ ଏହି ଷ୍ଟାଡିୟମଠାରେ ଥିବା…

ବାଲ୍ୟ ବିବାହ, କନ୍ୟାଭ୍ରୁଣ ହତ୍ୟା ବନ୍ଦ ନେଇ ସଚେତନ

ପୁରୁଷୋତ୍ତମପୁର,୫ା୧୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ୨ ନଂ ଓ୍ବାର୍ଡର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିସରରେ କିଶୋରୀ ବାଳିକାମାନଙ୍କୁ ନେଇ ବାଲ୍ୟ ବିବାହ ଓ ଲିଙ୍ଗ ଭିତ୍ତିକ ସଚେତନତା ସୃଷ୍ଟି କରାଯାଇଛି। ଅଙ୍ଗନଓ୍ବାଡ଼ି କର୍ମୀ ଇ. ଅନିତାଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ…

ଅପରାଧୀଙ୍କ ଚରାଭୂଇଁ ପାଲଟିଛି ରମ୍ଭା ଅଞ୍ଚଳ, ଗୁଳି ଫୁଟାଇ କାଜୁ ଫ୍ୟାକ୍ଟ୍ରି ମାଲିକଙ୍କଠାରୁ ଲୁଟିନେଲେ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ବର୍ତ୍ତମାନ ଅପରାଧୀଙ୍କ ଚରାଭୂଇଁ ପାଲଟିଛି ରମ୍ଭା ଅଞ୍ଚଳ। ହୁମା ଫାଣ୍ଡି ଓ ରମ୍ଭା ଥାନା ପୋଲିସକୁ ଚ୍ୟାଲେଞ୍ଜ କରି ଗୋଟିଏ ଗୋଟିଏ ପରେ ଲୁଟ୍‌ କରି ଚାଲିଛନ୍ତି ଲୁଟେରା ଦଳ। ଏହାକୁ ନିତିଦିନିଆ ଭାବେ ଅଭ୍ୟାସରେ ପରିଣୟ କରିଲେଣି…

ମେଡିକାଲ କର୍ମଚାରୀଙ୍କୁ ମାଡ଼ ମାରି ଜଣେ ଗିରଫ

ହିଞ୍ଜିଳିକାଟୁ,୪ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଡ଼ପଡ଼ା ଆଉଟ ପୋଷ୍ଟ ଅଧୀନ ଆଡ଼ପଡ଼ା ମେଡିକାଲରେ ମଙ୍ଗଳବାର ଚିକିତ୍ସାରେ ବିଳମ୍ବ ଅଭିଯୋଗ କରି ୨ଯୁବକ ଉତ୍ତ୍ୟକ୍ତ ହୋଇ ମେଡିକାଲ କର୍ମଚାରୀ ଓ ସୁରକ୍ଷାକର୍ମୀଙ୍କୁ ମାଡ଼ ମାରିଥିଲେ। ଏ ସଂକ୍ରାନ୍ତରେ ମେଡିକାଲ କର୍ତ୍ତୃପକ୍ଷଙ୍କ…

ଖୁବଶୀଘ୍ର ଗଞ୍ଜାମ ଏବଂ ଢେଙ୍କାନାଳରେ ଖୋଲିବ ଆୟୁଷ ହସପିଟାଲ

ଭୁବନେଶ୍ୱର,୪।୧୨: ଓଡିଶାର ଗଞ୍ଜାମ ଏବଂ ଢେଙ୍କାନାଳ ଜିଲାରେ ଖୁବ ଶୀଘ୍ର ଆୟୁଷ ଡାକ୍ତରଖାନା ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ପୁରୀରେ ଗୋପାବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟଠାରେ ଏକ ସମାବେଶକୁ ସମ୍ବୋଧିତ କରି ସେ…

ଯାତ୍ରା ଷ୍ଟେଜ୍‌ରେ ସାପ ଖେଳାଇଥିବା କଳାକାରଙ୍କୁ ଗିରଫ କଲା ବନ ବିଭାଗ

ହିଞ୍ଜିଳିକାଟୁ,୪ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମରେ ଗତ ମାସରେ ଅନୁଷ୍ଠିତ କାଞ୍ଜିଅଁଳା ଯାତ୍ରା ଷ୍ଟେଜ୍‌ରେ ବିଷଧର ସାପକୁ ଖେଳାଇବା ଘଟଣାରେ ଜଣେ କଳାକାରଙ୍କୁ ବ୍ରହ୍ମପୁର ବନ ବିଭାଗ ବୁଧବାର ଗିରଫ କରିଛି। ଗିରଫ ଜଣକ ହେଲେ ମିଥୁନ…

ପଡ଼ୋଶୀଙ୍କ ଠେଙ୍ଗାମାଡ଼ରେ ମହିଳା ଗୁରୁତର ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମର ତରା ସାହୁ ନାମ୍ନୀ ମହିଳାଙ୍କ ମୁଣ୍ଡକୁ ତାଙ୍କ ପଡ଼ୋଶୀ ଭଗବାନ ଡାକୁଆ ମଙ୍ଗଳବାର ଠେଙ୍ଗାରେ ମାଡ଼ ମାରିଥିଲେ। ଏହି ଘଟଣାରେ ଅଭିଯୁକ୍ତ ଭଗବାନଙ୍କୁ ବୁଧବାର ତଦନ୍ତକାରୀ ଅଧିକାରୀ ଏସ୍‌ଆଇ…

ଯୁବକଙ୍କୁ ହତ୍ୟା ଉଦ୍ୟମ କରି ମୁଖ୍ୟ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମର ଜି.ବଂଶୀ ଦୋରାଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ବି. କାର୍ତ୍ତିିକେଶ୍ୱର ଦୋରାଙ୍କୁ ବୁଧବାର ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ ଦୁଷ୍ମନ୍ତ କୁମାର ପ୍ରଧାନଙ୍କୁ କୋର୍ଟ ଚାଲାଣ…

ତପ୍ତପାଣି ଘାଟିରେ ଓଲଟିଲା ଡ୍ରେସ୍‌ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଦିଗପହଣ୍ଡି/ପାଟପୁର,୪ା୧୨(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଡ୍ରେସ୍‌ ବୋଝେଇ ଟ୍ରକ୍‌ (ନଂ. ଆର୍‌ଜେ ୧୧ଜିସି-୬୩୮୨) ଓଲଟି ପଡ଼ିଛି। ଦୁର୍ଘଟଣାରେ ଚାଳକ ଟ୍ରକ୍‌ ତଳେ ଚାପି ହୋଇ ରହିଥିଲେ। ସାନଖେମୁଣ୍ଡି ଅଗ୍ନିଶମ ବାହିନୀ…

ଛଟେଇ ପ୍ରତିବାଦରେ ଧାରଣାରେ ବସିଲା ବିଦ୍ୟୁତ୍‌ କର୍ମଚାରୀ ମହାସଂଘ, ଦାବି ପୂରଣ ନ ହେଲେ…

ପୁରୁଷୋତ୍ତମପୁର,୪ା୧୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଦ୍ୟୁତ୍‌ ବିଭାଗୀୟ ଡିଭିଜନ କର୍ମଚାରୀ ମହାସଂଘ ଆନ୍ଦୋଳନକୁ ଓହ୍ଲାଇବାକୁ ଲିଖିତ ଭାବେ ଚେତାବନୀ ଦେଇଛନ୍ତି। କର୍ମଚାରୀମାନେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ବିଦ୍ୟୁତ୍‌ ବିଭାଗ ଭିଜିଲାନ୍ସ ଅଧିକାରୀଙ୍କ ଅନିୟମିତତା ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?