ଗଞ୍ଜାମ

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ ଛତ୍ରପୁରସ୍ଥିତ ଶିବ କୁମାର ପଟ୍ଟନାୟକ ରିଡିଂ ରୁମ୍‌ଠାରେ ଏକ ସ୍ମୃତି ସଭା ଅନୁଷ୍ଠିତ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ, ତାଙ୍କୁ ୧୨ ତାରିଖ ଫୋନ କରି କଂଗ୍ରେସ ଦଳର ଜଣେ ବରିଷ୍ଠ ନେତା…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ ପୂର୍ବେ ମହିଳା ଜଣକ ତାଙ୍କ ଝିଅ ଓ ଝିଆରୀଙ୍କ ସହ ରାତ୍ରି ଭୋଜନ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଆସିକା କୋଟିନଡ଼ା ଥାନା ନୂଆପଲ୍ଲୀ ଗ୍ରାମର ଶିବାନନ୍ଦ ସ୍ବାଇଁ(୩୫)। ଜେଲ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରେଡିଓ ଷ୍ଟେଶନକୁ ଲୋକାର୍ପିତ କରିଥିଲେ।…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି। ଗ୍ରୀଷ୍ମ ଋତୁ ଆସିଲେ ପୁଣି ୱାଟର ପାର୍କ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ପଦ୍ମନାଭପୁର ପଞ୍ଚାୟତ ନନ୍ଦଗାଁର ଜିତୁ ସାହୁଙ୍କ ସ୍ତ୍ରୀ ସୁଷମା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଧରାକୋଟ ପୋଲିସ ଗିରଫ କରିଛି। ସେ ହେଲେ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ ବ୍ୟୋମକେଶ ମିଶ୍ର ବୁଧବାର ବନ୍ଧା ହୋଇଥିଲେ। ମାମଲା ନଂ. ୮/୨୬ରେ ଭିଜିଲାନ୍ସ ତାଙ୍କୁ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ ଚଢ଼ାଉ କରି ୫ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୮,୧୯୦…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ ଗିରଫ କରି ଗୁରୁବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ରାଜ୍ୟର ଜାତୀୟ ଓ ରାଜ୍ୟ ସ୍ତରୀୟ ପୁରସ୍କାରପ୍ରାପ୍ତ ଶିକ୍ଷକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?