ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ, ୫୨୩ ଗ୍ରାମ୍ ସୁନା ଜବତ
ବ୍ରହ୍ମପୁର ଅଫିସ,୭ା୨: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ସାନବଜାର ସ୍ଥିତ ଅରୁନ୍ଧତୀ ଜୁଏଲେରିରୁ ୩୩ ଲକ୍ଷ ୩୮ ହଜାର ଟଙ୍କାର ସୁନାଗହଣା ଚୋରି ଘଟଣାର ଆସିଷ୍ଟାଣ୍ଟ ମ୍ୟାନେଜର ସୀମାଞ୍ଚଳ ପାତ୍ର ଓରଫ ଲିପୁଙ୍କୁ ସୋମବାର ପୋଲିସ ଗିରଫ କରିଛି। ସୀମାଞ୍ଚଳ ଜୁଏଲେରିରୁ…
ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ବଢୁଛି
ଛତ୍ରପୁର,୭ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ପ୍ରତିବର୍ଷ ସଡକ ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । କେଉଁଠି ଜାତୀୟ ରାଜପଥ ତ ଆଉ କେଉଁଠି ରାଜ୍ୟ ରାଜପଥରେ ରାସ୍ତା ଠିକ୍ ନ ଥିବା, ସାଇନ ବୋର୍ଡ ନ ଥିବା ଏବଂ ବ୍ଲାକ ସ୍ପଟ୍…
ଜୁଏଲେରିରୁ ସୁନା ଅଳଙ୍କାର ଚୋରି ଘଟଣା: ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ, ୫୨୩ ଗ୍ରାମ୍ ସୁନା ଜବତ
ବ୍ରହ୍ମପୁର ଅଫିସ,୬ା୨: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ସାନବଜାର ସ୍ଥିତ ଅରୁନ୍ଧତୀ ଜୁଏଲେରିରୁ ୩୩ ଲକ୍ଷ ୩୮ ହଜାର ଟଙ୍କାର ସୁନାଗହଣା ଚୋରି ଘଟଣାର ଆସିଷ୍ଟାଣ୍ଟ ମ୍ୟାନେଜର ସୀମାଞ୍ଚଳ ପାତ୍ର ଓରଫ ଲିପୁଙ୍କୁ ସୋମବାର ପୋଲିସ ଗିରଫ କରିଛି। ସୀମାଞ୍ଚଳ ଜୁଏଲେରିରୁ…
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ଘଟଣା; ଠିକ୍ ତଦନ୍ତ କରି ସତ ସାମ୍ନାକୁ ଅଣାଯାଉ: ଜୟନ୍ତୀ
ବ୍ରହ୍ମପୁର ଅଫିସ,୬ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିକରି ହତ୍ୟା ଘଟଣାରରେ କ୍ରାଇମବ୍ରାଞ୍ଚ ଟିମ୍ ତଦନ୍ତ କରି ଗୋପାଳଙ୍କ ଘରୁ ଫେରିଛି। କ୍ରାଇମବ୍ରାଞ୍ଚ ଡିଏସ୍ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ଆସିଥିବା ଟିମ୍ ବିଭିନ୍ନ ଦିଗ ଉପରେ ତଥ୍ୟ ଓ ପ୍ରମାଣ ସଂଗ୍ରହ କରି…
ମରଣାନ୍ତକ ଆକ୍ରମଣ ଘଟଣା, ୭ କୋର୍ଟ ଚାଲାଣ
ଗୋପାଳପୁର,୬ା୨(ଡି.ଏନ.ଏ.): ଗୋଳନ୍ଥରା ଥାନା କନିଷି ହାଟ ଅଞ୍ଚଳରେ ଏକ ପରିବାରକୁ ଅଶ୍ଳୀଳ ଗାଳିଗୁଲଜ ସହ ୨ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ମାମଲାରେ ପୋଲିସ ସୋମବାର ହଳଦିଆପଦର ଓ ଗୋଷଣୀନୂଆଗାଁ ଅଞ୍ଚଳର ୭ ଯୁବକଙ୍କୁ ଗିରଫ ପରେ କୋର୍ଟ ଚାଲାଣ…
ଖଣ୍ଡଦେଉଳି ସ୍ବାସ୍ଥ୍ୟକେନ୍ଦ୍ରର ହେବ ଉନ୍ନତୀକରଣ
ଛତ୍ରପୁର,୬ା୨(ଡି.ଏନ୍.ଏ.): ଛତ୍ରପୁର ନିର୍ବାଚନମଣ୍ଡଳୀ ଅଧୀନ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍ସି)ର ଉନ୍ନତୀକରଣ କରାଯିବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକରେ ବିସ୍ତୃତ ଆଲୋଚନା ହୋଇଛି । ହସ୍ପିଟାଲର ଉନ୍ନତୀକରଣ…
ଏମ୍କେସିଜିରେ ଡାକ୍ତର ଅଭାବ: ସମସ୍ୟା ସମାଧାନ ନ ହେଲେ ରାଜଧାନୀରେ ଧାରଣା
ବ୍ରହ୍ମପୁର ଅଫିସ,୬ା୨: ବ୍ରହ୍ମପୁର ବଡ଼ ମେଡିକାଲ ଏବେ ନାନା ଅବ୍ୟବସ୍ଥାରେ ଛନ୍ଦି ହୋଇ ହୋଇପଡ଼ିଛି। ଏଠାରୁ ବାରମ୍ବାର ବରିଷ୍ଠ ଡାକ୍ତରଙ୍କୁ ଅନ୍ୟତ୍ର ବଦଳି କରାଯାଉଛି। ଡାକ୍ତର ଅଭାବ ଦୂର କରିବାରେ ସରକାର ବିଫଳ ରହିଛନ୍ତି। ନାମକୁ ମାତ୍ର କେତେକ ଜୁନିୟର ଡାକ୍ତରଙ୍କ…
ଟ୍ରାଙ୍କୁଲାଇଜ ପରେ ହାତୀର ଚିକିତ୍ସା ଆରମ୍ଭ
ଭଞ୍ଜନଗର,୬।୨(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରି ରେଞ୍ଜରେ କିଛିଦିନ ହେଲା ଅସୁସ୍ଥ ଥାଇ ଘୂରି ବୁଲୁଥିବା ମାଈ ହାତୀକୁ ସୋମବାର ଟ୍ରାଙ୍କୁଲାଇଜ ପରେ ଚିକିତ୍ସା କରାଯାଇଛି । ହାତୀଟିର ପାଟିରେ ସଂକ୍ରମଣ ହୋଇଥିବା ବୋଲି ଜଣାପଡ଼ିଛି। ତେବେ…
ଗଞ୍ଜାମରେ ୧୩ ହସ୍ପିଟାଲର ରୂପ ବଦଳିବ
ଛତ୍ରପୁର,୬ା୨(ଡି.ଏନ୍.ଏ.):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟରେ ୫-ଟି ଆଧାରରେ ୧୩ ହସ୍ପିଟାଲର ରୁପାନ୍ତରୀକରଣ ଲାଗି ଚୂଡାନ୍ତ ହୋଇଛି ା ଜିଲାରେ ଥିବା ୧୩ ବିଧାନସଭା ନିର୍ବାଚମଣ୍ଡଳୀରେ ଗୋଟିଏ ଲେଖାଏ ହସ୍ପିଟାଲକୁ ଏଥିରେ ସାମିଲ କରାଯିବ। ସେଥିମଧ୍ୟରେ ବ୍ରହ୍ମପୁରର ସିଟି ହସ୍ପିଟାଲ (ଜିଲା ହେଡକ୍ୱାର୍ଟର…
ଧରାପଡ଼ିଲା ଗଞ୍ଜେଇ ଭର୍ତ୍ତି ଟ୍ରକ
ବ୍ରହ୍ମପୁର ଅଫିସ,୫ା୨: ଗଜପତି, କନ୍ଧମାଳ ଅଞ୍ଚଳରୁ ବେଆଇନ ଭାବେ ଗଞ୍ଜେଇ ବ୍ରହ୍ମପୁର ସହର ଦେଇ ବାହାର ରାଜ୍ୟକୁ ଚୋରା ଚାଲାଣ ହେଉଛି। ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଟିମ୍ ରବିବାର ଜାତୀୟ ରାଜପଥ-୫୯ ଫାଷ୍ଟଗେଟ୍ ଛକରୁ ଏକ ଗଞ୍ଜେଇ ଭର୍ତ୍ତି ଟ୍ରକ ଜବତ…
‘ଗରିବ ଲୋକଙ୍କ ସେବା ପାଇଁ ନିଜକୁ ଉତ୍ସର୍ଗୀକୃତ କରିଥିଲେ’
ଗଞ୍ଜାମ,୫।୨(ଡି.ଏନ୍.ଏ.)- ୧୯୮୫ ଲବଣ ଶ୍ରମିକ ଆନ୍ଦୋଳନର କର୍ଣ୍ଣଧାର ତଥା ଗରିବ ଜନସାଧାରଣଙ୍କ ନିଃସର୍ତ୍ତ ସେବା କରି ଆସିଥିବା କମ୍ୟୁନିଷ୍ଟ ପାର୍ଟିର ସାଥୀ କାମରାଜୁ ପ୍ରଧାନଙ୍କ ସଡ଼କ ଦୁର୍ଘଟଣାରେ ଅକାଳ ବିୟୋଗ ଘଟିଥିଲା। ରବିବାର ସ୍ବର୍ଗତ କାମରାଜୁଙ୍କ ଦ୍ୱାଦଶ ତିଥି ଅବସରରେ ଏକ…
ସ୍ମାର୍ଟକେମ୍ ଆମୋନିୟମ ନାଇଟ୍ରେଟ୍ ପ୍ଲାଣ୍ଟକୁ ବିରୋଧ ଜାରି
ଛତ୍ରପୁର,୫।୨(ଡି.ଏନ.ଏ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିପଲ୍ଲୀ ନିକଟ ଟାଟା ଇଣ୍ଡଷ୍ଟ୍ରିଆଲ ପାର୍କ ପରିସରରେ ସ୍ମାର୍ଟକେମ ଟେକ୍ନୋଲୋଜିର ଆମୋନିୟମ ନାଇଟ୍ରେଟ୍ ପ୍ଲାଣ୍ଟ ସ୍ଥାପନକୁ ସ୍ଥାନୀୟ ଲୋକଙ୍କ ବିରୋଧ ଜାରିରହିଛିା ଊକ୍ତ ପ୍ଲାଣ୍ଟ ପ୍ରତିଷ୍ଠା ହେଲେ ଏଥିରୁ ନିର୍ଗତ ବିଷାକ୍ତ ଗ୍ୟାସରେ ସ୍ଥାନୀୟ ୧୮…
Archives


