ଗଞ୍ଜାମ

ନିଜ ସାହିରେ ପରିବା ଦୋକାନ ଖୋଲିବେ ଗଞ୍ଜାମ ବ୍ୟବସାୟୀ

ଗଞ୍ଜାମ, ୭।୪(ଡି.ଏନ୍‌.ଏ.): କରୋନା ଭୟ ଥମିବାର ନା ଧରୁନି l ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି l ଯାହା ରାଜ୍ୟ ସରକାର ଓ ଜିଲା ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ପାଲଟିଛି l ଏଥିପାଇଁ...

କରୋନା ପ୍ରତିରୋଧ ଲାଗି ପୁରୁଷୋତ୍ତମପୁରରେ ବିଶୋଧନ ପ୍ରକ୍ରିୟା ଆରମ୍ଭ, ଏନ୍‌ଏସି ପକ୍ଷରୁ ମାସ୍କ, ହ୍ୟାଣ୍ଡ ୱାସ୍‌ ବଣ୍ଟନ

ପୁରୁଷୋତ୍ତମପୁର, ୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ଉଦ୍ୟମ ଜାରିରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିିଲା ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ନାଗେଶ୍ବର ରାଓଙ୍କ ତତ୍ତ୍ୱାବଧାନରେ...

ବିନା ମାସ୍କରେ ବୁଲୁଥିବା ୭ ଜଣଙ୍କଠାରୁ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୬ା୪-କୋଭିଡ୍‌-କରୋନା ଭାଇରସ୍‌ ମୁକାବିଲା ପାଇଁ ଅଧିକ କଠୋର ହୋଇଛି ଗଞ୍ଜାମ ଜିଲା ପ୍ରଶାସନ। ଜିଲାରେ ଆଂଶିକ ଶଟ୍‌ଡାଉନ୍‌ ଲାଗୁ କରାଯିବା ସହ ବିନା ମାସ୍କରେ ବାହାରେ ବୁଲୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ଜିଲା ପ୍ରଶାସନ...

ଅସହାୟ ପରିବାରକୁ ରୋଷେଇ ସାମଗ୍ରୀ ବଣ୍ଟନ

ଜି.ଉଦୟଗିରି,୬ା୪(ଡି.ଏନ.ଏ.)-ଜି.ଉଦୟଗିରି ସହରରେ ଏନ୍‌ଏସି ତରଫରୁ ୧୩ ୱାର୍ଡରେ କରୋନା ନେଇ ସଚେତନ କରାଯିବା ସହିତ ସହରର କେତେକ ସ୍ଥାନରେ ଥିବା ନିରାଶ୍ରୟ ପରିବାରକୁ ଘରେ ରୋଷେଇ କରି ଖାଇବା ନିମନ୍ତେ ଚାଉଳ, ଡାଲି, ତେଲ, ଆଳୁ, ପିଆଜ ଆଦି ରୋଷେଇ...

କରୋନା ସଚେତନ କଲା ପ୍ରଶାସନ

ଦିଗପହଣ୍ଡି,୬ା୪(ଡି.ଏନ୍‌.ଏ.): ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳଗୁଡିକରେ ଶଟଡାଉନ ସମୟରେ ବିନା କାରଣରେ କେହି ବ୍ୟକ୍ତି ଘରୁ ବାହାରିଲେ ଫୌଜଦାରୀ ମକଦ୍ଦମା ରୁଜୁ କରାଯିବ ବୋଲି ପକ୍ଷରୁ ଚେତାବନୀ ଦିଆଯାଇଛି। ଅନ୍ୟପକ୍ଷରେ ସୋମବାର ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ, ବିଡ଼ିଓ...

ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର, ଅଭିଯୁକ୍ତ ଗିରଫ

ଆସିକା,୬ା୪(ଡି.ଏନ୍‌.ଏ.): ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଡି. ସିଙ୍ଗିପୁର ଗ୍ରାମରେ ରବିବାର ସେହି ଗ୍ରାମର ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗରେ ଜଣେ ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ବୁଧିଆ ବେହେରା। ତାଙ୍କୁ...

ସାବୁନ ବାଣ୍ଟିଲେ ଅଙ୍ଗନୱାଡି, ଆଶାକର୍ମୀ

ଦାରିଙ୍ଗବାଡ଼ି,୬।୪(ଡି.ଏନ.ଏ)-ଲୋକେ ଠିକ ଭାବେ ସାମାଜିକ ଦୂରତ୍ୱ ଅବଲମ୍ବନ କରୁ ନ ଥିବାରୁ କନ୍ଧମାଳ ଏସ୍‌ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ନିୟମକୁ ଆହୁରି କଡ଼ାକଡ଼ି କରାଯାଇଛି। ଔଷଧ ଦୋକାନଠାରୁ ଆରମ୍ଭ କରି ରାଶନ, ପରିବା...

ଗଞ୍ଜାମ ଜିଲା ପ୍ରଶାସନ ନଜରରେ ଭୁବନେଶ୍ବର ଫେରନ୍ତା

ଛତ୍ରପୁର,୬ା୪(ଡି.ଏନ୍‌.ଏ.)-ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସେଠାରୁ ଗଞ୍ଜାମ ଜିଲାକୁ ଫେରୁଥିବା ଲୋକଙ୍କ ଉପରେ ନଜର ରଖାଯିବ। ଭୁବନେଶ୍ୱର ଫେରନ୍ତାଙ୍କ ଚିହ୍ନଟ କରି ତୁରନ୍ତ କ୍ୱାରାଣ୍ଟାଇନ୍‌ରେ ରଖିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ସମସ୍ତ ବ୍ଲକ ଉନ୍ନୟନ...

ମା’ଙ୍କ ପ୍ରେରଣାରେ ମାସ୍କ ତିଆରି କଲେ ନର୍ସ

ସୋରଡା,୬ା୪(ଡି.ଏନ୍‌.ଏ.)- ସୋରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନର୍ସ ଜ୍ୟୋସ୍ନାରାଣୀ ମା’ଙ୍କ ପ୍ରେରଣାରେ ଘରେ ମାସ୍କ ତିଆରି କରୁଛନ୍ତି। ସକାଳୁ ପୋଲିସି ଥାନାର ସମସ୍ତ କର୍ମଚାରୀ, ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ଏବଂ  ମେଡିକାଲ କର୍ମଚାରୀଙ୍କୁ ସେ ଏହା ବଣ୍ଟନ କରୁଛନ୍ତି। ପ୍ରଧାନମନ୍ତ୍ରୀ, ମୂଖ୍ୟମନ୍ତ୍ରୀ,...

ଏମ୍‌କେସିଜିରେ ସ୍ଥାପନ ହେଲା କରୋନା ପରୀକ୍ଷା ମେଶିନ

ବ୍ରହ୍ମପୁର ଅଫିସ,୬ା୪- ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ସୋମବାର କରୋନା ପରୀକ୍ଷା ମେଶିନ ସ୍ଥାପନ କରାଯାଇଛି। କଲିକତାରୁ ୨ ଜଣ ଇଞ୍ଜିନିୟର ସୋମବାର ସକାଳେ ଏମ୍‌କେସିଜି ମେଡିକାଲରେ ପହଞ୍ଚତ୍ଛନ୍ତି। ସେମାନେ ଉକ୍ତ ମେଶିନକୁ ମେଡିକାଲର ମାଇକ୍ରୋବାୟୋଲୋଜି ବିଭାଗରେ ସ୍ଥାପନ...

କରୋନା ସନ୍ଦିଗ୍ଧଙ୍କ ସେବାରେ ନିୟୋଜିତଙ୍କୁ ପିପିଇ କିଟ୍‌ ଦେବ ପ୍ରଶାସନ: ପ୍ରସ୍ତୁତ କରୁଛନ୍ତି ମହିଳା ସଂଘ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କ ସଂସ୍ପର୍ଶରେ ଆସି ସେବା କରୁଥିବା ବ୍ୟକ୍ତିଙ୍କୁ ପିପିଇ (ବ୍ୟକ୍ତିଗତ ସୁରକ୍ଷା ଇକ୍ୟୁପ୍‌ମେଣ୍ଟ) କିଟ୍‌ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯିବ। କରୋନା ସଂକ୍ରମଣ ରୋକିବା ଲାଗି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ସନ୍ଦିଗ୍ଧଙ୍କୁ...

ଅଙ୍ଗନଓ୍ବାଡି, ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ସଂଗ୍ରହ ହେଲା ୨୨୫୦ ଏନ୍‌-୯୫ ମାସ୍କ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କ୍ଷେତ୍ରରେ କାମ କରୁଥିବା ଅଙ୍ଗନଓ୍ବାଡି କର୍ମୀ ଓ ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ୩.୮୫ ଲକ୍ଷ ଟଙ୍କାର (୨୨୫୦ଟି) ଏନ୍‌-୯୫ ମାସ୍କ ସୋମବାର ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରଦାନ କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri