ଗଞ୍ଜାମ

ବିନା ପରିବେଶ ମଞ୍ଜୁରୀରେ ଖଣି ଖନନ ଅଭିଯୋଗ

ଛତ୍ରପୁର,୨୮ା୪(ଡି.ଏନ୍‌.ଏ.): ଛତ୍ରପୁର ନିକଟ ମାଟିଖାଲସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା ଲିଃ (ଆଇଆରଇ)ରେ ବିଭିନ୍ନ ବେନିୟମ କାର୍ଯ୍ୟ ଓ ଦୁର୍ନୀତି ହେଉଥିବା ଅଭିଯୋଗ କରିଛି ଭାରତୀୟ ବିକାଶ ପରିଷଦ। ଛତ୍ରପୁର ଠାରେ ଏକ ଖବରଦାତା ସମ୍ମିଳନୀରେ ଅଭିଯୋଗ କରାଯାଇଛି ଯେ, କାରଖାନା ପକ୍ଷରୁ…

ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରୁଥିଲେ ଯୁବକ, ସୁରଟରୁ ହେଲେ ଗିରଫ

ହିଞ୍ଜିଳିକାଟୁ,୨୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁବତୀଙ୍କ ଅଶ୍ଲୀଳ ଭିଡିଓ ଭାଇରାଲ ଅଭିଯୋଗରେ କୋଦଳା ଥାନା ଅନ୍ତର୍ଗତ ସଚିନା ଗାଁର ନରେଶ ପ୍ରଧାନଙ୍କୁ ଗୁରୁବାର ହିଞ୍ଜିଳି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ…

ନାବାଳିକାଙ୍କୁ ଅପହରଣ ଅଭିଯୋଗ

ହିଞ୍ଜିଳିକାଟୁ,୨୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ହାଇସ୍କୁଲ ଛାତ୍ରୀଙ୍କୁ ସେହି ଗ୍ରାମର ଜଣେ ଯୁବକ ଅପହରଣ କରିଥିବା ଥାନାରେ ଅଭିଯୋଗ ହୋଇଛି। ଅପହୃତା ନାବାଳିକାଙ୍କ ମାଆ ଅଭିଯୋଗ କରିଛନ୍ତି ଯେ, ତାଙ୍କ ନାବାଳିକା ଝିଅଙ୍କୁ ସ୍କୁଲ…

ଦୁବାଇକୁ ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ବେଗୁନିଆପଡ଼ା,୨୭।୪(ଡି.ଏନ.ଏ.): ପରିବାର ପ୍ରତିପୋଷଣ ପାଇଁ ସୁଦୂର ଦୁବାଇକୁ ଯାଇଥିଲେ। ହାର୍ଟ ଚୋକରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲା କୋଦଳା ଥାନା ଅନ୍ତର୍ଗତ ମର୍ଦକୋଟ ଗ୍ରାମରୁ ଏହି ଘଟଣା ସାମ୍ନାକୁ ଆସିଛି। ଗ୍ରାମର ମର୍ଦ୍ଦକୋଟ ଛକ ସାହିର ୫୦ ବର୍ଷୀୟ ଧୃବ ଚରଣ…

ଝାରସୁଗୁଡା ଉପନିର୍ବାଚନ: ଦୀପାଳିଙ୍କ ପାଇଁ ପ୍ରଚାର କଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୨୭।୪(ଡି.ଏନ.ଏ. ): ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଝାରସୁଗୁଡା ଉପନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି l ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଝିଅ ବିଜେଡି ପାର୍ଥୀ ଦୀପାଳି ଦାସଙ୍କ ପାଇଁ ମାରାଥନ ପ୍ରଚାର କରୁଛନ୍ତି। ବିଧାୟକ ବେହେରା ଗୁରୁବାର ଝାରସୁଗୁଡା…

ଅଭିଯୁକ୍ତଙ୍କୁ ଛାଡ଼ିବା ଦାବିରେ ଥାନା ଆଗରେ ଧାରଣା

ଶେରଗଡ଼, ୨୭ା୪(ଡି.ଏନ.ଏ.): ଶେରଗଡ ବ୍ଲକର ସୁନାନ୍ତର ଛକରେ ଗତ ସୋମବାର ଗୋଷ୍ଠୀ ସଂଘର୍ଷ ଘଟି ୧୩ଜଣ ଆହତ ହୋଇଥିଲେ। ସୁନାନ୍ତର ଗ୍ରାମର ଆହତ ଗନ୍ତାୟତ ଗୌଡଙ୍କ ଏତଲାକୁ ଭିତ୍ତି କରି ଶେରଗଡ଼ ପୋଲିସ ମାମଲା ରୁଜୁ କରି ଗୋଟିଏ ଗୋଷ୍ଠୀର ୧୩…

ନକଲି ସାର୍ଟିଫିକେଟ୍‌ରେ ଚାକିରି ଘଟଣା: ଆଉ ୫ ଅଟକ, ୨ କାର୍‌ ଜବତ

ବ୍ରହ୍ମପୁର ଅଫିସ,୨୬ା୪: ନକଲି ସାର୍ଟିଫିକେଟରେ ଚାକିରି ଘଟଣା ଏବେ ସାରା ଓଡ଼ିଶାରେ ଚହଳ ପକାଇଛି। ନକଲି ଶିକ୍ଷାଗତ ପ୍ରମାଣପତ୍ର ଦେଇ ଶିକ୍ଷକ ଚାକିରି ହାତେଇବା ଅଭିଯୋଗ ଗଞ୍ଜାମ ଜିଲାରେ ବହୁଦିନ ଧରି ହୋଇଆସୁଛି। ଏବେ ଏହି ରାକେଟ ଗଞ୍ଜାମ ଜିଲାରେ ସୀମିତ…

ପୂର୍ବତନ ଆର୍‌ଆଇଙ୍କୁ ଜେଲ୍‌

ବ୍ରହ୍ମପୁର ଅଫିସ,୨୬ା୪: ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ରାୟ ୮ବର୍ଷ ପରେ ପ୍ରକାଶ କରିଛନ୍ତି। ସେ ଗଞ୍ଜାମ ଜିଲା ଆସ୍କା ତହସିଲର ତତ୍କାଳୀନ ରାଜସ୍ବ ନିରୀକ୍ଷକ (ଆରଆଇ)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ…

ଗ୍ରାମାଞ୍ଚଳ ଥାନାରେ ନିୟୋଜିତ ହେବେ ୨୧ ନୂଆ ଏଏସ୍‌ଆଇ

ବ୍ରହ୍ମପୁର ଅଫିସ,୨୬ା୪: ଏଏସ୍‌ଆଇ ଭାବେ ନିଯୁକ୍ତି ପାଇଁ ୨ ମାସ ଟ୍ରେନିଂ ନେବା ପରେ ପ୍ରାକ୍ଟିକାଲ ଟ୍ରେନିଂ ନେବାକୁ ବ୍ରହ୍ମପୁର ପୋଲିସ ଜିଲାରେ ଥିବା ବିଭିନ୍ନ ଗ୍ରାମାଞ୍ଚଳ ଥାନାରେ ୨୧ଜଣ ପୋଲିସ ନିୟୋଜିତ ହେବେ। ଏଥିସହ ଗୋଟିଏ ସପ୍ତାହ କୌଣସି ଏକ…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୪-ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ଗୋଷାଣୀନୂଆଗଁା ଥାନା ଅଞ୍ଚଳର ଶଙ୍କର ଦାସ (୨୮)। ବିଚାରପତି ତାଙ୍କ ରାୟରେ…

ସର୍ବସାଧାରଣଙ୍କୁ ବତିଘର ପ୍ରବେଶ ମନା, ପର୍ଯ୍ୟଟକ ନିରାଶ

ଗୋପାଳପୁର,୨୫।୪: (ଡି.ଏନ.ଏ.) ଗୋପାଳପୁର ବେଳାଭୂମି ନିକଟରେ ଥିବା ବତୀଘରକୁ ସର୍ବସାଧାରଣ ପାଇଁ ପ୍ରବେଶ ଉପରେ ରୋକ ଲାଗିଛି। ବେଳାଭୂମି ଭ୍ରମଣରେ ଆସୁଥିବା ଦେଶ ତଥା ବିଦେଶୀ ପର୍ଯ୍ୟଟକମାନେ ବତିଘର ଦେଖିବାରୁ ବଞ୍ଚତ୍ତ ହେଉଛନ୍ତି। କେନ୍ଦ୍ର ବନ୍ଦର ଜାହାଜ ଓ ଜଳପଥ ମନ୍ତ୍ରଣାଳୟ…

ଶିକ୍ଷକ ବାପ, ପୁଅଙ୍କ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୨୫ା୪: ବ୍ରହ୍ମପୁର ପୋଲିସ ଏକ ଆନ୍ତଃରାଜ୍ୟ ଜାଲ୍‌ ସାର୍ଟିଫିକେଟ୍‌ କାରବାରର ପର୍ଦ୍ଦାଫାଶ କରିଛି। ନକଲି ସାର୍ଟିଫିକେଟ୍‌ ପ୍ରଦାନ କରୁଥିବା ଏକ ର଼୍ୟାକେଟକୁ ଧରିଛି। ଏହି ର଼୍ୟାକେଟର ମାଷ୍ଟରମାଇଣ୍ଡ ଶିକ୍ଷକ, ତାଙ୍କ ଡାକ୍ତରୀ ପଢୁଆ ପୁଅଙ୍କ ସମେତ ୪ଜଣଙ୍କୁ ଗିରଫ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri