ଗଞ୍ଜାମ

ବସ୍‌ ଧକ୍କାରେ ବାଇକ୍‌ ଚାଳକ ମୃତ

ଖଲ୍ଲିକୋଟ,୨ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ କେଶପୁର ଛକ ନିକଟରେ ଗୁରୁବାର ଏକ ଘରୋଇ ଯାତ୍ରୀବାହୀ ମିନିବସଥ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ରାମ ନାହାକ (୨୩)। ମିଳିଥିବା ସୂଚନା ମୁତାବକ,…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ

ଗୋପାଳପୁର,୨ା୨(ଡି.ଏନ.ଏ.): ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିନେଇଥିବା ଗୁରୁବାର ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। କଇଠାପଲ୍ଳୀ ଗ୍ରାମର ଜନୈକା ଛାତ୍ରୀ ସ୍କୁଲ ଯିବାକୁ କହି ଘରୁ ବାହାରିଯାଇଥିଲେ। ସନ୍ଧ୍ୟାସୁଦ୍ଧା ସେ ଘରକୁ ଫେରି ନ ଥିଲେ। ପରିବାର ଲୋକେ ଖୋଜାଖୋଜି…

ଅଜା ଘରକୁ ଯାଇଥିଲେ ବୁଲି: ନାଳରେ ବୁଡ଼ି ଚାଲିଗଲା ନାତିଙ୍କ ଜୀବନ

ଦିଗପହଣ୍ଡି,୨ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଖୁଲୁଡି ଗ୍ରାମରେ ଗୁରୁବାର ଜଣେ ୧୧ବର୍ଷର ନାବାଳକ ଶୁଳିଆ ନାଳରେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ଦିଗପହଣ୍ଡି ଥାନା ଅନ୍ତର୍ଗତ ଡେଙ୍ଗାଓସ୍ତା ଗ୍ରାମର ସନାତନ ସାହୁଙ୍କ ପୁଅ ଶ୍ରୀତମ୍‌ ଖୁଲୁଡ଼ି ଗ୍ରାମ ଅଜା ଧାବା…

ଡ୍ରେନ୍‌ରୁ ମିଳିଲା ଯୁବକଙ୍କ ମୃତଦେହ

ବ୍ରହ୍ମପୁର ଅଫିସ,୨ା୨: ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗର ନିକଟରେ ଥିବା ଏକ ଡ୍ରେନ୍‌ରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ବିଜିପୁର ବଡ଼ସାହିର ଡି. ନାଗୁ (୩୫)। ପୋଲିସ ମୃତଦେହ ଜବତ କରି ନଂ.ରେ ୪/୨୩ରେ…

ମହିଳାଙ୍କ ମୃତ୍ୟୁ ପରେ ବାଟରେ ଓହ୍ଲାଇ ଦେଲେ ବସ୍‌ କର୍ମଚାରୀ

ଗଞ୍ଜାମ,୨।୨(ଡି.ଏନ୍‌.ଏ.): ଭୁବନେଶ୍ୱରରୁ ବ୍ରହ୍ମପୁର ଆସୁଥିବା ଖମ୍ବେଶରୀ ନାମକ ଏକ ଘରୋଇ ବସ୍‌ରେ ବୁଧୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବସ୍‌ରେ ଯାଉଥିବା ଜଣେ ମହିଳାଙ୍କ ହଠାତ୍‌ ମୃତ୍ୟୁ ପରେ ବସ୍‌ କର୍ମଚାରୀ ତାଙ୍କୁ ମେଡିକାଲ ପଠାଇବା ପରିବର୍ତ୍ତେ ଗଞ୍ଜାମ ଜିଲା…

ଆର୍ଦ୍ରଭୂମି ତାଲିକାରେ ତାମ୍ପରା ହ୍ରଦ ସାମିଲ

ଛତ୍ରପୁର,୨ା୨(ଡି.ଏନ୍‌.ଏ.): ଆଜି ବିଶ୍ବ ପାଳୁଛି ‘ଓ୍ବେଟଲାଣ୍ଡ ଡେ’। ଏହି ଅବସରରେ ନୂଆ କରି ରାମସର ଆର୍ଦ୍ରଭୁମି (୨୪୮୯) ତାଲିକାରେ ସାମିଲ ହୋଇଥିବା ଗଞ୍ଜାମ ଜିଲାର ତାମ୍ପରା ହ୍ରଦଠାରେ ଏହି ଦିବସ ପାଳନ କରାଯାଇଛି। ଏଥିରେ ବନ ବିଭାଗ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର…

ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୨ା୨: ବହୁ ଚର୍ଚ୍ଚିତ ବ୍ରହ୍ମପୁରର ଡାକ୍ତର ସୁମିତ ସାହୁ ଓ ତପସ୍ବିନୀ ଦାସଙ୍କ ଦାମ୍ପତ୍ୟ ବିବାଦର ଅନ୍ତ ଏ ଯାଏ ହୋଇନାହିଁ। ୨୦୨୧ ନଭେମ୍ବରରୁ ସେମାନଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ବ୍ରହ୍ମାନଗରରେ ସୁମିତଙ୍କ ଘରେ…

ସ୍କୁଟିକୁ ଧକ୍କା ଦେଲା କାର: ଚାଲିଗଲା ମା’-ପୁଅଙ୍କ ଜୀବନ

ବ୍ରହ୍ମପୁର ଅଫିସ, ୨।୨: ବ୍ରହ୍ମପୁର ସହର ଦେଇ ଯାଇଥିବା ଜାତୀୟ ରାଜପଥ ଏମକେସିଜି ମେଡିକାଲ କଲେଜ ସମ୍ମୁଖରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କାର ଧକ୍କାରେ ସ୍କୁଟି ଚାଳକ ଓ ତାଙ୍କ ମା’ଙ୍କ ମୃତ୍ୟୁ ଘଟିଛି।…

ଗୋପାଳଙ୍କ ଭାଇଙ୍କୁ ଉଠାଇ ନେଲା କ୍ରାଇମ୍‌ବ୍ରାଞ୍ଚ

ବ୍ରହ୍ମପୁର ଅଫିସ,୧।୨: ପୋଲିସ ଗୁଳିରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଚାଲିଛି। ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଏସ୍‌ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ବ୍ରହ୍ମପୁର ଆସି ଦୁଇଟି ପର୍ଯ୍ୟାୟରେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କ ପରିବାର…

ବିଦ୍ୟୁତ୍‌ ବିଭ୍ରାଟକୁ ନେଇ କୁହୁଳୁଛି ଅସନ୍ତୋଷ

ପୁରୁଷୋତ୍ତମପୁର, ୩୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରବାସୀଙ୍କ ଉପରେ ଟିପିଏସ୍‌ଓଡିଏଲ୍‌ ଦାଉ ସାଧିଛି। ସାଉଥକୋଠାରୁ ଟାଟା ପାୱାର(ଟିପିଏସ୍‌ଓଡିଏଲ୍‌) ଗତ ଜାନୁୟାରୀ ୨୦୨୧ରୁ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେଇଛି। ଏହା ପରଠାରୁ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ଲାଗି ରହିଥିବା ଅଭିଯୋଗ ହୋଇଛି।…

ମନ୍ତ୍ରୀଙ୍କ ହତ୍ୟା ଘଟଣା: ଗୋପାଳଙ୍କ ଘରେ କ୍ରାଇମବ୍ରାଞ୍ଚର ୪ଜଣିଆ ଟିମ୍‌

ବ୍ରହ୍ମପୁର ଅଫିସ, ୩୧।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗତ ୨୯ ତାରିଖରେ ପୋଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ଗୁଳିକରି ହତ୍ୟା କରିଥିଲେ। ମୁଖ୍ୟମନ୍ତ୍ରୀ ଉକ୍ତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ହତ୍ୟାକାରୀ ପୋଲିସ ଏଏସ୍‌ଆଇଙ୍କ ଘର ଗଞ୍ଜାମ…

ଭିଜିଲାନ୍ସ ଜାଲରେ ଟିପିଏସଓଡ଼ିଏଲ ଜିଏମ

ବ୍ରହ୍ମପୁର ଅଫିସ, ୩୧।୧- ବ୍ରହ୍ମପୁର ଭିଜିଲାନ୍ସ ସ୍ବତନ୍ତ୍ର ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ସାଉଥକୋ ଜେନେରାଲ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ କରିଛି। ବ୍ରହ୍ମପୁର ସାଉଥକୋ ଇଲେକ୍ଟ୍ରିକାଲ ଜେନେରାଲ ମ୍ୟାନେଜର (ଜିଏମ) ପ୍ରମୋଦ କୁମାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri