ଗଞ୍ଜାମ

ଭୋଜିଭାତ କରି ଆନନ୍ଦରେ ପାଳିଲେ ଇଦ

ସୋରଡା, ୨୨।୪: ସୋରଡାରେ ପବିତ୍ର ରମଯାନ ମାସର ଶେଷଦିବସ ଓ ଇଦ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଛି । ଶୁକ୍ରବାର ସାରେ ମସଜିଦ ପରିସରରେ ଆୟୋଜିତ ଇଫତାର ପାର୍ଟିରେ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ ସମେତ କାଉନ୍‌ସିଲରମାନେ ଯୋଗ ଦେଇଥିଲେ ।…

ଏମ୍‌କେସିଜି ମେଡିକାଲରେ ପୁଣି ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨୧।୪: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ଶୁକ୍ରବାର ପୁଣିଥରେ ଅଗ୍ନିକାଣ୍ଡ ଘଟିଛି। ମେଡିକାଲ ପରିସରରେ ଥିବା ସୁପରସ୍ପେସାଲିଟି ବ୍ଲକରେ ଏହି ଅଗ୍ନିକାଣ୍ଡ ଘଟିଛି। ଫଳରେ ସିଟି ସ୍କାନ୍‌ ବିଭାଗ ପଛପଟେ ଥିବା ଏସି ମେଶିିନ୍‌ ଜଳି ଯାଇଥିଲା। ଖବର…

ବରଜ ଗୁମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ପୁରିଲା ଶହେ ବର୍ଷ

ସୋରଡା, ୨୧।୪: ବରଜ ଗୁମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକ ପାଳନ ସମାରୋହ ଶୁକ୍ରବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସମୀରକାନ୍ତ ଅଧିକାରୀଙ୍କ ତତ୍ତ୍ୱବଧାନରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ସମ୍ମାନୀତ ଅତିଥି…

ପାଳିବନ୍ଧ ପଞ୍ଚାୟତରେ ପ୍ଲାଷ୍ଟିକ ଚାଉଳ ବଣ୍ଟନ ଅଭିଯୋଗ

ଗଞ୍ଜାମ, ୨୧।୪(ଡିଏନଏ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ଲାଷ୍ଟିକ ମିଶା ଚାଉଳ ବଣ୍ଟନ ହୋଇଥିବା ଅଭିଯୋଗ ହୋଇଛି। ଚଳିତ ମାସରେ ଖାଦ୍ୟ ସୁରକ୍ଷା ଆଇନ ଯୋଜନାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଜନସାଧାରଣଙ୍କୁ ଟଙ୍କିକିଆ ଏବଂ ମାଗଣା ଚାଉଳରେ…

ମଦ ଦୋକାନ ଉଚ୍ଛେଦ ଦାବିରେ ତାତିଲେ ମହିଳା

ଛତ୍ରପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବଉଳଗାଁ ଛକରୁ ଲାଇସେନ୍ସ ପ୍ରାପ୍ତ ବିଦେଶୀ ମଦ ଦୋକାନ ଉଚ୍ଛେଦ ଲାଗି ସ୍ଥାନୀୟ ଲୋକଙ୍କ ପକ୍ଷରୁ ଦାବି ହୋଇଆସୁଛି।  ଏଥିପ୍ରତି ପ୍ରଶାସନ କୌଣସି ପଦକ୍ଷେପ ନ ନେବାରୁ ସ୍ଥାନୀୟ ଶତାଧିକ ମହିଳା ଓ ପୁରୁଷ…

ପାଞ୍ଚୋଟି ଚେକ୍‌ ଡ୍ୟାମ୍‌ର ପୁନରୁଦ୍ଧାର ଦାବି

ପୋଲସରା, ୨୦।୪: ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ କାଶୀନାଥପୁର ଡାବୁରିଆ ନାଳରେ ନିର୍ମିତ ପାଞ୍ଚୋଟି ଚ୍ୟାକ୍‌ ଡ୍ୟାମ୍‌ର ମାଟି ବ୍ୟାଙ୍କ, ଗାର୍ଡ ୱାଲ, ପଥର ପ୍ୟାକିଙ୍କି, ଆବଶ୍ୟକ କଂକ୍ରିଟ କେନାଲ ନିର୍ମାଣ କରିବା, କାଶୀନାଥପୁର ଚ୍ୟାକ୍‌ ଡ୍ୟାମ୍‌ ଅର୍ଥାତ ପ୍ରାୟ ୧…

୨୧ ବର୍ଷ ହେଲା ନାହାନ୍ତି ସ୍ଥାୟୀ ପ୍ରଧାନ ଶିକ୍ଷକ

ଗଞ୍ଜାମ, ୨୦।୪(ଡି.ଏନ.ଏ.) ଗଞ୍ଜାମ ସହର ବଡ଼ବଜାରଠାରେ ବହୁ ପୁରାତନ ଭାରତୀ ବିଦ୍ୟାପୀଠ ହାଇସ୍କୁଲ ଅବସ୍ଥିତ। ଏଠାରେ ସ୍କୁଲ ନିର୍ମାଣ ପାଇଁ ଗଞ୍ଜାମ ତଥା ସ୍ଥାନୀୟ ଅଞ୍ଚଳର ଶିକ୍ଷାବିତ୍‌ ଗୋବିନ୍ଦ ଚନ୍ଦ୍ର ପଣ୍ଡାଙ୍କ ମା’ ସ୍ବର୍ଗତ ଯଶୋଦା ପଣ୍ଡା ଜମି ପ୍ରଦାନ କରିଥିଲେ।…

ଋଷିକୂଲ୍ୟା ମୁହାଣରେ ଡଲ୍‌ଫିନ୍‌

ଗଞ୍ଜାମ,୧୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା ମୁହାଣରେ ପ୍ରଥମ ଥର ପାଇଁ ଡଲ୍‌ଫିନ୍‌୍‌ ଦେଖାଦେଇଛି। ତହସିଲଦାର ଅରୁଣ କୁମାର ନାୟକ ମଙ୍ଗଳବାର ସମୁଦ୍ର ମଧ୍ୟରେ ଅତି ନିକଟରୁ ନିଜ କ୍ୟାମେରାରେ ଡଲଫିନଙ୍କ ଫଟୋ ଉତ୍ତୋଳନ କରିଥିଲେ। ପ୍ରାୟ ଏକାଠି ୧୦ରୁ ଊର୍ଦ୍ଧ୍ୱ ଡଲ୍‌ଫିନ୍‌…

ପ୍ରସ୍ତାବରେ ଅଟକିଛି ଋଷିକୁଲ୍ୟା ଉନ୍ନୟନ କର୍ତ୍ତୃପକ୍ଷ ଗଠନ

ଛତ୍ରପୁର,୧୯।୪(ଡି.ଏନ.ଏ) ଗଞ୍ଜାମ ଜିଲାର ଭାତ ହାଣ୍ଡି ରୂପେ ଋଷିକୁଲ୍ୟା ନଦୀ ପରିଚିତ। ଏଣୁ ଋଷିକୁଲ୍ୟା ବଞ୍ଚତ୍ଲେ ହିଁ ଜିଲାର ସମସ୍ତ କେନାଲ ଓ ନାଳ ବଞ୍ଚତ୍ପାରିବ। ଋଷିକୁଲ୍ୟା ଚିରସ୍ରୋତା ହେଲେ ଗଞ୍ଜାମରେ ଚାଷ ବଞ୍ଚତ୍ବ। ଭଲ ଚାଷ ହୋଇ ଅମଳ ହେଲେ…

ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୯।୪: ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ କୋର୍ଟ ବିଚାରପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତ ବୁଲୁ ବେହେରା (୨୪)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହିଞ୍ଜିଳିକାଟୁର ହୋଇଥିବା ବେଳେ ସେ…

ଦେଶରେ ଗଞ୍ଜାମ ଜିଲା ପରିଷଦ, ହିଞ୍ଜିଳି ବ୍ଲକ ଶ୍ରେଷ୍ଠ

ଛତ୍ରପୁର/ହିଞ୍ଜିଳିକାଟୁ,୧୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପରିଷଦ ଦେଶରେ ଶ୍ରେଷ୍ଠ ଏବଂ ହିଞ୍ଜିଳି ବ୍ଲକକୁ ଭାରତ ସରକାରଙ୍କ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ସୋମବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି…

୫୦ ପରିବାରଙ୍କ ସମସ୍ୟା ସମାଧାନ ହୋଇପାରୁନି

ଅତିରିକ୍ତ ଜିଲାପାଳ ଅଭିଯୋଗ ଶୁଣିଲେ ଭଞ୍ଜନଗର,୧୮।୪(ଡି.ଏନ.ଏ.) ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ ଅନୁପସ୍ଥିତିରେ ଗଞ୍ଜାମ ଅତିରିକ୍ତ ଜିଲାପାଳ ଲୀନା କୁମାରୀ ଖେସ ଆସିଥିବା ଅଭିଯୋଗ ଗୁଡିକ ଶୁଣିଥିଲେ। ଏହାପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri