ଗଞ୍ଜାମ

ଋଷିକୁଲ୍ୟା ମୁହାଣରେ ଛୁଆ ଅଲିଭ୍‌ ରିଡ୍‌ଲେଙ୍କ ଆଗମନ

ନୂଆ ଠିକଣା ପାଇଲେ ଲକ୍ଷାଧିକ କଇଁଛ ଗଞ୍ଜାମ,୧୮।୪(ଡି.ଏନ.ଏ.) ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ସମ୍ପ୍ରତି ଲକ୍ଷ ଲକ୍ଷ ସଂଖ୍ୟାରେ ବେବି ଅଲିଭ ରିଡଲେ ନୂଆଁ ଠିକଣା ପାଇବା ଲକ୍ଷ୍ୟ କରାଯାଇଛି। ଗତ ୧୫ ତାରିଖରୁ ଉକ୍ତ ପ୍ରକ୍ରିୟା ଜାରି ରହିଛି। ଗତ…

ଗଞ୍ଜାମ ଜିଲାପରିଷଦ, ହିଞ୍ଜିଳି ବ୍ଲକକୁ ଶ୍ରେଷ୍ଠ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଛତ୍ରପୁର,୧୭।୪(ଡି.ଏନ୍‌.ଏ.): ଦେଶରେ ଶ୍ରେଷ୍ଠ ଜିଲାପରିଷଦ ଭାବେ ଗଞ୍ଜାମ ଜିଲାପରିଷଦ ଏବଂ ଶ୍ରେଷ୍ଠ ବ୍ଲକ ଭାବେ ହିଞ୍ଜିଳ ବ୍ଲକକୁ ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ସମ୍ମାନ ମିଳିଛି। ସୋମବାର ନୂଆଦିଲ୍ଲୀଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି।…

ବିଜୁବାବୁଙ୍କ ତିରୋଧାନ ଦିବସ

ସୋରଡ଼ା,୧୭ା୪(ଡି.ଏନ୍‌.ଏ.): ବିଜୁବାବୁଙ୍କ ୨୬ ତମ ଶ୍ରାଦ୍ଧ ଦିବସ ବିଜୁ ଜନତା ଦଳ ତରଫରୁ ପାଳିତ ହୋଇଯାଇଛି। ସକାଳୁ ବିଜୁ ପ୍ରେମୀମାନେ ଦଳୀୟ କାର୍ଯ୍ୟାଳୟରେ ଏକ ସଭା କରିଥିଲେ।ସେଠାରୁ ଶୋଭାଯାତ୍ରାରେ ବାହାରି ଗଣିଛକରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସରକାରୀ ମେଡିକାଲରେ ପହଞ୍ଚିଥିଲେ।…

ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଆକ୍ରମଣକୁ ନିନ୍ଦା

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.): ସମ୍ବଲପୁରଠାରେ ଗୁରୁବାର ହନୁମାନ ଜୟନ୍ତୀ ପାଳନ ବେଳେ ଶୋଭାଯାତ୍ରା ଉପରେ ହିନ୍ଦୁ ସମାଜ ଓ ପ୍ରଶାସନିକ ଅଧିକାରୀମାନଙ୍କୁ କେତେକ ଦୁର୍ବୃତ୍ତ ପଥର, ଖଣ୍ଡା, ଆଦି ମାରଣାସ୍ତ୍ର ଦ୍ୱାରା ଆକ୍ରମଣ କରିଥିଲେ। ଏହି ଘଟଣାକୁ ଗଞ୍ଜାମ ଜିଲା ହିନ୍ଦୁ ସମାଜ ପକ୍ଷରୁ…

ଦୁର୍ଦ୍ଦଶାରେ ସୁବୁଦ୍ଧିପଲି ବାଉଁଶ କାରିଗର

ଧରାକୋଟ,୧୭।୪(ଡି.ଏନ୍‌.ଏ.):ଧରାକୋଟ ବ୍ଲକର ମାଣିକପୁର ପଞ୍ଚାୟତ ଅନ୍ତର୍ଗତ ସୁବୁଦ୍ଧି ପଲି ଗ୍ରାମରେ ୨୪ ଗୋଟି ମେଦିରି ସମ୍ପ୍ରଦାୟର ପରିବାର ବାସକରନ୍ତି। ସମ୍ବଳ କହିଲେ ବାଉଁଶରେ ତିଆରି ବିଭିନ୍ନ ପ୍ରକାର ସାମଗ୍ରୀ ବିକ୍ରି କରି ପରିବାର ପ୍ରତି ପୋଷଣ କରିବା। ରାତି ପାହିଲେ ନିକଟସ୍ଥ…

ମେଡିକାଲରେ ନର୍ସ ଟଙ୍କା ମାଗୁଥିବା ଅଭିଯୋଗ

ପୋଲସରା,୧୭ା୪: ସରକାରୀ ମେଡ଼ିକାଲରେ ଗର୍ଭବତୀଙ୍କଠାରୁ ଜୋର ଜବରଦସ୍ତି ନର୍ସ ଟଙ୍କା ମାଗୁଛନ୍ତି। ନହେଲେ ଶିଶୁକୁ ଛାଡ଼ିବୁ ନାହିଁ ବୋଲି ଧମକ ଦେଉଥିବା ଅଭିଯୋଗ କରିଛନ୍ତି ଜଣେ ଗର୍ଭବତୀ ମହିଳା। ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏପରି ଘଟଣା ଘଟୁଥିବା ଅଭିଯୋଗ ଆଣିଛନ୍ତି ଡିମ୍ବିରିଆ…

ଶିକୁଳା ଦଣ୍ଡନାଚରେ ଅଘଟଣ: ବିଦ୍ୟୁତ ଆଘାତରେ ଚାଲିଗଲା ଦିବ୍ୟାଙ୍ଗଙ୍କ ଜୀବନ

ପୁରୁଷୋତ୍ତମପୁର,୧୬ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଶନିବାର ରାତିରେ ଦୁଇଟି ଦଳର ଦଣ୍ଡନାଚ ଚାଲିଥିଲା। ଏହାକୁ ଦେଖିବା ଲାଗି ଶହ ଶହ ସଂଖ୍ୟାରେ ଜନସାଧାରଣ ଜମା ହୋଇଥିବା ବେଳେ ବଡ଼ପୁଞ୍ଜା ଯାତ୍ରା ଦଳରେ ଶଟ୍‌ସର୍କିଟ୍‌ ହୋଇଯାଇଥିଲା। ମଞ୍ଚ…

ମାସକରେ ୭ ଦୁର୍ଘଟଣା, ୫ ମୃତ

ବ୍ରହ୍ମପୁର ଅଫିସ,୧୬ା୪: ବ୍ରହ୍ମପୁର ସହର ଓ ସନ୍ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ ୧୬ ଏବେ ଦୁର୍ଘଟଣାପ୍ରବଣ ଅଞ୍ଚଳ ଭାବେ ପରିଗଣିତ ହୋଇଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ଅନେକ ଯୋଜନା ହୋଇଥିଲେ ମଧ୍ୟ ସହରରେ ଥିବା ୭ଟି ବ୍ଲାକସ୍ପଟ୍‌ରେ ପ୍ରତିଦିନ…

କୃଷିବହୁଳ ଜିଲାର ୭୦% ଲୋକ ଚାଷ ଉପରେ ନିର୍ଭର

ବ୍ରହ୍ମପୁର ଅଫିସ,୧୬ା୪:ଗଞ୍ଜାମ ଜିଲାରେ ସମୁଦାୟ ଜନସଂଖ୍ୟାର ପ୍ରାୟ ୭୦% କେବଳ ବିଭିନ୍ନ ଚାଷ ଉପରେ ନିର୍ଭର କରୁଛନ୍ତି। ଏହି ଜିଲାରେ ଥିବା ୪ ଲକ୍ଷାଧିକ ହେକ୍ଟର ଜମି ମଧ୍ୟରୁ ଅର୍ଦ୍ଧେକରେ ଖରିଫ ଧାନ ଏବଂ ଅବଶିଷ୍ଟରେ ଅଣଧାନ ଓ ପନିପରିବା ଚାଷ…

ଏନ୍‌ଏସିର ପାର୍କ ଘରୋଇକରଣ ହେବ

ଆସିକା,୧୬ା୪(ଡି.ଏନ.ଏ.): ଆସିକା ଏନ୍‌ଏସିର ଆୟ ବୃଦ୍ଧି ଓ ରକ୍ଷଣାବେକ୍ଷଣ ପାଇଁ ସହର ମଧ୍ୟରେ ଥିବା କରୋନେଶନ ପାର୍କ ଏବଂ ବାଣୀବିହାର ଓ ତାଲୁକା ଛକଠାରେ ଥିବା କଲ୍ୟାଣ ମଣ୍ଡପକୁ ଘରୋଇକରଣ କରିବାକୁ ନିଷ୍ପତ୍ତି ନିଆଯାଇଛି ା ଏହାଛଡା ଷ୍ଟେଟ ବ୍ୟାଙ୍କ ପକ୍ଷରୁ…

ମନ୍ତ୍ରୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ପରେ ଇସ୍ତଫା ଦାବି କଲା ଭାଜପା

ବେଗୁନିଆପଡ଼ା,୧୫ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବିଧାୟକ ତଥା ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ନାଁରେ ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିବା ପରେ ଚର୍ଚ୍ଚାର ବିଷୟ ହୋଇଛି । ଘଟଣାକୁ ନେଇ ଶନିବାର କୋଦଳା ଭାଜପା ପକ୍ଷରୁ କୋଦଳା ଥାନାରେ ଏତଲା…

ଶ୍ରମିକଙ୍କୁ କାମ ଦେବାରେ ଛତ୍ରପୁର ବ୍ଲକ୍‌ ଫେଲ୍‌

ଛତ୍ରପୁର,୧୫ା୪(ଡି.ଏନ୍‌.ଏ): ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ସଫଳ ରୂପାୟନରେ ଗଞ୍ଜାମ ଜିଲା ଜାତୀୟସ୍ତରରେ ରେକର୍ଡ ସୃଷ୍ଟି କରିଥିବା ବେଳେ ଛତ୍ରପୁର ବ୍ଲକ ପୂରା ପଛରେ ରହିଛି। ଛତ୍ରପୁର ବ୍ଲକ ଅଧିକ ଶ୍ରମ ଦିବସ ସୃଷ୍ଟି କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri