ଗଞ୍ଜାମ

ଆରଆଇ ଅଫିସରେ କଳାକନା ବୁଲାଇଲେ ଚୋର: ସେଲୁନ, ଭେରାଇଟି ଷ୍ଟୋରକୁ ମଧ୍ୟ ଛାଡିଲେନି

ଖଲ୍ଲିକୋଟ,୧୯।୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କହ୍ନେଇପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଚୋରି ହୋଇଛି। କହ୍ନେଇପୁର ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସହ ଦୁଇଟି ଦୋକାନରେ ମଧ୍ୟ ତାଲା ଭାଙ୍ଗି ଚୋରି କରିଛନ୍ତି ଚୋର। ରାଜସ୍ବ…

ଗଞ୍ଜାମରେ ବଢୁଛି ଶକ୍ତି: ଭାଜପାରେ ମିଶିଲେ ୪ ସମିତି ସଭ୍ୟ

ଆସିକା,୧୮ା୧୧(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଜୋର୍‌ଦାର ଚାଲିଛି। ସୋମବାର ଆସିକା ବ୍ଲକ ଅନ୍ତର୍ଗତ ୪ ପଞ୍ଚାୟତର ସମିତିସଭ୍ୟ ଭାଜପାରେ ସାମିଲ ହୋଇଛନ୍ତି। ବାଲିସିରାସ୍ଥିତ ସିଦ୍ଧେଶ୍ୱର ମନ୍ଦିର ପ୍ରାଙ୍ଗଣରେ…

ଅନାସ୍ଥାରେ ହାରିଲେ ଏନ୍‌ଏସି ଉପାଧ୍ୟକ୍ଷା: ବିରୋଧୀଙ୍କୁ ଦେଇଦେଲେ ନିଜ ଭୋଟ୍‌

ବେଲଗୁଣ୍ଠା,୧୮ା୧୧(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍‌ଏସି ଉପାଧ୍ୟକ୍ଷା ଟି. ବବିତା କୁମାରୀ ସୋମବାର ଅନାସ୍ଥା ଭୋଟରେ ହାରିଯାଇଛନ୍ତି। ଗତ ୬ ତାରିଖରେ କାଉନସିଲମାନେ ତାଙ୍କ ବିରୋଧରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରି ଅନାସ୍ଥା ପ୍ରସ୍ତାବ ଆଗତ କରିଥିଲେ। ଜିଲାପାଳଙ୍କ…

ଗଞ୍ଜାମରେ ଡିସେମ୍ବର ୨୩ରୁ ଧାନ ସଂଗ୍ରହ

ଛତ୍ରପୁର,୧୮ା୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଜିଲା ପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଆସିକା ଏମ୍‌ପି ଅନୀତା ଶୁଭଦର୍ଶନୀ, ଛତ୍ରପୁର ବିଧାୟକ…

ସମସ୍ତ ପାର୍ଟଟାଇମ୍‌ କଳା-କ୍ରୀଡା ପ୍ରଶିକ୍ଷକମାନଙ୍କୁ ସ୍ଥାୟୀ ନିଯୁକ୍ତି ଦାବି

ଛତ୍ରପୁର,୧୮।୧୧(ଦିଲ୍ଲୀପ ସାମଲ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶାରୀରିକ(କ୍ରୀଡା) ଶିକ୍ଷା ଓ କଳା ଶିକ୍ଷା (ଚିତ୍ର କଳା, ସଂଗୀତ କଳା )ଶିକ୍ଷାକୁ ବାଧ୍ୟତାମୂଳକ ଶିକ୍ଷା ବ୍ୟବସ୍ଥାରେ ପ୍ରଚଳନ କରିବା ଓ ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଅଧିନସ୍ଥ ସମଗ୍ର ଶିକ୍ଷା…

୨୫ ବର୍ଷ ପରେ ଖୋଲିଲା ପାଠାଗାର

ଦିଗପହଣ୍ଡି,୧୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ୧୯୪୬ରେ ସ୍ଥାପିତ ରାଧାନାଥ ପାଠାଗାର ପରିଚାଳନାଗତ ଅବ୍ୟବସ୍ଥାରୁ ବହୁବର୍ଷ ଧରି ବନ୍ଦ ରହିଥିଲା। ଏପରିକି ପାଠାଗାର କୋଠା ମଧ୍ୟ ଭାଙ୍ଗି ଯାଇଥିଲା। ପାଠାଗାର ବନ୍ଦ ହେବାର ପ୍ରାୟ ୨୫…

ମାଙ୍କଡ଼ ଆତଙ୍କ: ଗୋଟିଏ ଦିନରେ ମେଡିକାଲରେ ୧୫ ଭର୍ତ୍ତି

ହିଞ୍ଜିଳିକାଟୁ,୧୭।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ଗ୍ରାମରେ ରବିବାର ଅପରାହ୍ନରେ ମାଙ୍କଡ ଆତଙ୍କ ଦେଖାଦେଇଛି । ମାଙ୍କଡ଼ କାମୁଡାରେ ଗ୍ରାମର ୧୫ରୁ ଊଦ୍ଦର୍‌ବ ମହିଳା ଓ ପୁରୁଷ ଆହତ ହୋଇଛନ୍ତି। ଆହତମାନେ ହେଲେ ତହଁର ଗ୍ରାମର ବୃନ୍ଦାବନ ଦାଶ,…

ଲକ୍ଷ୍ମୀ ବସ୍‌ର ମନମାନିକୁ ଚ୍ୟାଲେଞ୍ଜ କରି ଆନ୍ଦୋଳନକୁ ଓହ୍ଲାଇବ ଘରୋଇ ବସ୍‌ ମାଲିକ ସଂଘ

ପୁରୁଷୋତ୍ତମପୁର,୧୭ା୧୧(ସୀମାଞ୍ଚଳ ମିଶ୍ର): ଲକ୍ଷ୍ମୀ ବସ୍‌ ମନୋମୁଖୀ ଚଳାଚଳ କରୁଥିବାର ଅଭିଯୋଗ କରି ଧର୍ମଘଟ ଡାକରା ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଯଦ୍ବାରା ଆସନ୍ତା ୨୦ ତାରିଖରୁ ସମଗ୍ର ଗଞ୍ଜାମ ଜିଲାରେ ଯାତାୟାତ ସମ୍ପୂର୍ଣ୍ଣ ରୂପେ ଠପ୍‌ ହୋଇଯିବାର ଆଶଙ୍କା ଦେଖାଦେଇଛି।…

ବିଦ୍ୟୁତ ସଂଯୋଗ କାର୍ଯ୍ୟ ଚାଲିଥିବାବେଳେ ୭ ଲକ୍ଷ ଟଙ୍କାର ତାର ଚୋରି କରିନେଲେ ଦୁର୍ବୃତ୍ତ

ହିଞ୍ଜିଳିକାଟୁ,୧୭ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ଓଡିଏସ୍‌ଏସ୍‌ପି-୪ ଯୋଜନାରେ ଗଣ୍ଡଳା ଗ୍ରାମରୁ ଶାସନଆମ୍ବଗାଁ ଆଦର୍ଶ ବିଦ୍ୟାଳୟ ପର୍ଯ୍ୟନ୍ତ ବିଦ୍ୟୁତତାର ସଂଯୋଗ କାର୍ଯ୍ୟ ଚାଲିଛି। ତେବେ ଏହି ନିର୍ମାଣାଧୀନ କାର୍ଯ୍ୟବେଳେ ଏହାର ପ୍ରାୟ ୩.୬ କିମି ଲମ୍ବ ତାରକୁ କେହି…

ବ୍ୟବହାର ପୂର୍ବରୁ ଭାଙ୍ଗିରୁଜି ଗଲାଣି ସର୍ବସାଧାରଣ ଶୌଚାଳୟ, ନିମ୍ନମାନର କାର୍ଯ୍ୟ ନେଇ…

ଗଞ୍ଜାମ,୧୭ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସାନବଜାର ଓ ତ୍ରିବେଣୀ ମଠ ଛକଠାରେ ଏନ୍‌ଏସି ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଯୋଜନାରେ ସର୍ବସାଧାରଣ ପାଇଁ ଶୌଚାଳୟ ନିର୍ମାଣ କରାଯାଇଛି। ଏଥିପାଇଁ ୩ ଲକ୍ଷ ୫୦ ହଜାର ଟଙ୍କା ଲେଖାଏ ବ୍ୟୟ…

ରୋଷେଇବେଳେ ଗ୍ୟାସ୍‌ ଲିକ୍‌ ହୋଇ ଜଳିଗଲା ଘର: ମା-ବାପା-ପୁଅ ଗୁରୁତର

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମରେ ଶନିବାର ସନ୍ଧ୍ୟାରେ ରୋଷେଇବେଳେ ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଟିଏ ପରିବାରର ୩ ଜଣ ପୋଡ଼ି ଯାଇଛନ୍ତି। ସେମାନଙ୍କ ଅବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?