ଗଞ୍ଜାମ

ଗଞ୍ଜାମ ଏନ୍‌ଏସିର ବିଚିତ୍ର ନୀତି: ଆହାର କେନ୍ଦ୍ର ସମ୍ମୁଖରେ ଡମ୍ପିଂୟାର୍ଡ

ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସିରେ ଦିନକୁ ଦିନ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶୁକ୍ରବାର ସହରବାସୀ ପବିତ୍ର କାର୍ତ୍ତିକ ମାସ ଶେଷ ବ୍ରତ ପୂଜା ପାଳନ କରୁଥିବା ବେଳେ ତ୍ରିବେଣୀ ମଠ ଛକସ୍ଥିତ ଆହାର କେନ୍ଦ୍ର ସମ୍ମୁଖରେ କୁଢ଼କୁଢ଼ ଅଳିଆ…

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ ମହାସାଗରୀୟ ଆୟୋଗ ଦ୍ୱାରା ସୁନାମି ପ୍ରସ୍ତୁତ…

ନିର୍ବନ୍ଧ ଭୋଜିରେ ଦାଦା-ପୁତୁରା ଲାଗିଗଲେ କଳି: ଚୋଟ ଖାଇଲେ ମଧ୍ୟସ୍ଥି

ଧରାକୋଟ,୧୪ା୧୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ଜଗମୋହନ ପଞ୍ଚାୟତ ନାରାୟଣପୁର ଶାସନ ଗ୍ରାମରେ ଏକ ନିର୍ବନ୍ଧ ଭୋଜିରେ ଛୁରାମାଡ଼ ହେବାରୁ ଜଣେ ଆହତ ହୋଇଛନ୍ତି। ସେ ହେଲେ ନାରାୟଣପୁର ଗ୍ରାମର ସନ୍ନ୍ୟାସୀ ବେହେରା। ଗତ ବୁଧବାର ଗ୍ରାମର…

ହୋଟେଲ ବୟରୁ ବନିଥିଲେ ନକଲି ଡାକ୍ତର: ଧରାପଡି ଜେଲ୍ ଗଲେ

ବ୍ରହ୍ମପୁର,୧୪।୧୧ (ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବରୁ ଵ୍ରହ୍ମପୁର ପୋଲିସ ଗେଟ ବଜାର ମିତ୍ର ସାହିରେ କ୍ରିଷ୍ଣା ପାଇଲ୍ସ କ୍ଲିନିକ ଖୋଲିଥିବା ଜଣେ ନକଲି ଆୟୁର୍ବେଦିକ ଡାକ୍ତରଙ୍କୁ ବ୍ରହ୍ମପୁର ଟାଉନ ଥାନା ପୋଲିସ ଗିରଫ କରିଛି। ବ୍ୟକ୍ତି ଜଣଙ୍କର ପରିଚୟ ମିଳିଥିବା ବେଳେ…

ସତ ହେଲା ଧରିତ୍ରୀରେ ପ୍ରକାଶିତ ଖବର: ତାରାତାରିଣୀ ମନ୍ଦିର ଚୋରି ଘଟଣାରେ ସେବାୟତ, ସୁରକ୍ଷାକର୍ମୀ ଗିରଫ

ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା ଚୋରି ଘଟଣାରେ ଗଞ୍ଜାମ ପୋଲିସକୁ ବଡ ସଫଳତା ମିଳିଛି। ନିଜେ ଗଞ୍ଜାମ ଏସପି ସୁଭେନ୍ଦୁ…

କୋର୍ଟରେ ହାଜର ହେଲେ ଏମ୍‌ପି ପ୍ରଦୀପ, ପାଠକ ବାପପୁଅ

ବ୍ରହ୍ମପୁର, ୧୪ା୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ଏକାଧିକ ଯୁବକଙ୍କଠାରୁ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବହିଷ୍କୃତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକ…

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କହିଲେ ସହରର ବିକାଶ ଲାଗି…

ପୁରୁଷୋତ୍ତମପୁର,୧୩ା୧୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ବୁଧବାର ସନ୍ଧ୍ୟାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ତୁଲାଇବେ। କାର୍ଯ୍ୟନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠିନଂ ୨୨୧ ରେ ମ୍ୟୁନିସିପାଲିଟି ଆଇନର…

ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ଦାୟିତ୍ୱ ନେବେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ଅଧ୍ୟକ୍ଷାଙ୍କ…

ପୁରୁଷୋତ୍ତମପୁର,୧୩ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଦାୟିତ୍ୱ ନେବେ ବୋଲି ଜଣାପଡ଼ିଛି। ଏଥିନେଇ ନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠି ନଂ ୨୨୧ରେ ମ୍ୟୁନିସିପାଲିଟି ଆଇନର ଧାରା ୮୯ (ଏ)ପ୍ରକାରେ ଉପାଧ୍ୟକ୍ଷଙ୍କୁ…

ପୋଲିସଙ୍କ ପାଇଁ ଆସିଲା ଖୁସିଖବର: ଏଣିକି ୭ ବର୍ଷ ପରେ…

ଭୁବନେଶ୍ୱର,୧୩।୧୧: ଆସିଲା ଏସ୍‌ଆଇଙ୍କ ପାଇଁ ଖୁସି ଖବର। ଏଣିକି ୭ ବର୍ଷ ପରେ ଜଣେ ଏସଆଇ ହୋଇପାରିବେ ଇନ୍ସପେକ୍ଟର। ପଦୋନ୍ନତିକୁ ୧୦ ବର୍ଷ ସ୍ଥାନରେ ୭ ବର୍ଷକୁ ରାଜ୍ୟ ସରକାର କମାଇ ଦେଇଛନ୍ତି। ପୂର୍ବରୁ ୧୦ ବର୍ଷ ପରେ ଜଣେ ଏସଆଇ…

ଚାଷଜମିରେ ବଡ଼ଭାଇଙ୍କ ଜୀବନ ନେଇଗଲେ ସାନଭାଇ, ପଛେ ପଛେ ଭାଉଜ ବି…

ଆସିକା,୧୩।୧୧: ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳୀ ପଞ୍ଚାୟତର ସମେଇଗୁଡ଼ା ଗ୍ରାମରେ ବୁଧବାର ସକାଳ ପ୍ରାୟ ୯ ଘଣ୍ଟା ସମୟରେ ସେହି ଗ୍ରାମର ରାଜୁ ପାତ୍ର(୫୫)ଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ରାଜୁ ତାଙ୍କ ପତ୍ନୀଙ୍କ ସହ ଚାଷଜମିରେ କାମ…

ରାଧାକୃଷ୍ଣ ମନ୍ଦିର ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌

ହିଞ୍ଜିଳିକାଟୁ, ୧୩/୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲାରେ ବିଭିନ୍ନ ମନ୍ଦିର ହୁଣ୍ଡି ଓ ସମ୍ପତ୍ତି ଉପରେ ଲୁଟେରାଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ମଙ୍ଗଳବାର ରାତିରେ ହିଞ୍ଜିଳିକାଟୁ ଘୋଡାହାଡ ନଦୀ ନିକଟ ପରିବା ପାଲି ବଜାରରେ ଅବସ୍ଥିତ ରାଧାକୃଷ୍ଣ ମନ୍ଦିର ଦାନ ହୁଣ୍ଡିକୁ ଦୁବୃର୍ତ୍ତ…

ଏମ୍‌କେସିଜିରେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବ୍ରହ୍ମପୁର,୧୩।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଏମକେସିଜି ମେଡିକାଲରେ ପଜେଟିଭ ବଦଳରେ ନେଗେଟିଭ ଗ୍ରୁପର ରକ୍ତ ଦିଆଯିବା ସହ ଠିକ ସମୟରେ ଚିକିତ୍ସା କରା ନଯିବାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?