ଗଞ୍ଜାମ

ରାଧାକୃଷ୍ଣ ମନ୍ଦିର ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌

ହିଞ୍ଜିଳିକାଟୁ, ୧୩/୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲାରେ ବିଭିନ୍ନ ମନ୍ଦିର ହୁଣ୍ଡି ଓ ସମ୍ପତ୍ତି ଉପରେ ଲୁଟେରାଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ମଙ୍ଗଳବାର ରାତିରେ ହିଞ୍ଜିଳିକାଟୁ ଘୋଡାହାଡ ନଦୀ ନିକଟ ପରିବା ପାଲି ବଜାରରେ ଅବସ୍ଥିତ ରାଧାକୃଷ୍ଣ ମନ୍ଦିର ଦାନ ହୁଣ୍ଡିକୁ ଦୁବୃର୍ତ୍ତ…

ଏମ୍‌କେସିଜିରେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବ୍ରହ୍ମପୁର,୧୩।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଏମକେସିଜି ମେଡିକାଲରେ ପଜେଟିଭ ବଦଳରେ ନେଗେଟିଭ ଗ୍ରୁପର ରକ୍ତ ଦିଆଯିବା ସହ ଠିକ ସମୟରେ ଚିକିତ୍ସା କରା ନଯିବାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି। କିନ୍ତୁ…

ଲଗେଜ ବ୍ୟାଗରେ ଯାଉଥିଲା ଗୋମାଂସ ପରେ…

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନିର୍ମଳଝର ନିକଟରେ ମଙ୍ଗଳବାର ମଦ ଚୋରାଚାଲାଣ ରୋକିବାକୁ ଅବକାରୀ ବିଭାଗ ପକ୍ଷରୁ ଗାଡ଼ିମୋଟର ଯାଞ୍ଚ ଚାଲିଥିଲା। ଏହି ସମୟରେ ଜଣେ ବ୍ୟକ୍ତି ସ୍କୁଟିରେ ଦୁଇଟି ଲଗେଜ ବ୍ୟାଗ ଧରି ଭୁବନେଶ୍ୱର…

ଦିଗପହଣ୍ଡିକୁ ପୁଣି ଲେଉଟିଲା ମହାବଳ, ଗାଁ ନିକଟରେ ବାଘ ପାଦ ଚିହ୍ନ ଠାବ, ଭୟରେ ଲୋକେ

ଦିଗପହଣ୍ଡି,୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ଜକର ପଞ୍ଚାୟତ ଚୈତନ୍ୟ ପ୍ରସାଦ ଗ୍ରାମ ସଂଲଗ୍ନ ରତନେଇ ଜଙ୍ଗଲରେ ସୋମବାର ବନବିଭାଗ ମହାବଳ ବାଘର ପାଦ ଚିହ୍ନ ଚିହ୍ନଟ ହୋଇଛି। ଖବର ପାଇ ବ୍ରହ୍ମପୁର ସହକାରୀ ବନ୍ୟପ୍ରାଣୀ…

ମହିଳାଙ୍କୁ ବଳାତ୍କାର ପରେ ଆପତ୍ତିଜନକ ଫଟୋ ଭାଇରାଲ କରି ଗଲେ ଜେଲ      

ଦିଗପହଣ୍ଡି,୧୧ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର ପରେ ବ୍ଲାକମେଲ୍‌ କରି ବିଭିନ୍ନ ପର୍ଯ୍ୟାୟରେ ୧ ଲକ୍ଷ ୪୦ ହଜାର ଟଙ୍କା ଠକି ନେବା ଓ ତାଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ…

ସରପଞ୍ଚଙ୍କୁ ମାଡ଼ ମାରି ସର୍ଟ ଚିରିବା ଘଟଣାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି

ବୁଗୁଡ଼ା:୧୧।୧୧(କାଳିଚରଣଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ମୋଟାବାଡି ପଞ୍ଚାୟତର ସରପଞ୍ଚ ତଥା ସରପଞ୍ଚ ସଂଘର କୋଷାଧକ୍ଷ ପିଣ୍ଟୁ କୁମାର ସେଠୀଙ୍କୁ ରବିବାର ଦୀପକ ରାଉତ ନାମକ ଜନୈକ ଯୁବକ ଦ୍ବାରା ମରଣାନ୍ତକ ଆକ୍ରମଣ ହୋଇଥିଲେ। ସରପଞ୍ଚ ପିଣ୍ଟୁ ବୁଗୁଡା ମେଡିକାଲରେ ଚିକିତ୍ସିତ…

ବୋମାମାଡ଼ ପରେ ପେଟ୍ରୋଲ ଢ଼ାଳି ଜାଳି ଦେଇଥିଲେ କାର: ଧରାପଡ଼ିଲେ ୪ କୁଖ୍ୟାତ ଅପରାଧୀ

ଦିଗପହଣ୍ଡି,୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଏବଂ ଦିଗପହଣ୍ଡି ଅଞ୍ଚଳରେ ଗତ କିଛିଦିନ ହେଲା ଆତଙ୍କ ଚଳାଇଥିବା ଅପରାଧି ଗ୍ୟାଙ୍ଗର ୪ ଯୁବକଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଦିଗପହଣ୍ଡି ମୁକ୍ତେଶର…

କାର୍ତ୍ତିକ ଶେଷ ସୋମବାରରେ ବୁଦ୍ଧଖୋଲ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ବୁଗୁଡ଼ା,୧୧ା୧୧(କାଳୀଚରଣ ଦାଶ): ଧର୍ମ ମାସ କାର୍ତ୍ତିକର ଶେଷ ତଥା ଚତୁର୍ଥ ସୋମବାରରେ ଶ୍ରଦ୍ଧାଳୁଙ୍କ ସମାବେଶ ଯୋଗୁ ଐତିହାସିକ ଶୈବପୀଠ ବୁଦ୍ଧଖୋଲ ଚଳଚଞ୍ଚଳ ହୋଇ ଉଠିଛି। ବୁଗୁଡ଼ା ସମେତ ଅନ୍ୟ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତମାନେ ପାହାଚ…

ପୋଲିସର ଚଢ଼ାଉ ପରେ ନାମଫଳକରେ ଢଙ୍କାଗଲା କପଡ଼ା

ଗଞ୍ଜାମ,୧୧ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଥିବା ଲଜ୍‌ ଓ ରେସିଡେନ୍ସିଗୁଡ଼ିକରେ କିଛିଦିନ ତଳେ ଚଢ଼ାଉ କରିଥିଲା ଗଞ୍ଜାମ ଥାନା ପୋଲିସ। ଫଳରେ ତ୍ରିବେଣୀ ମଠ ଛକସ୍ଥିତ ରେସିଡେନ୍ସିରେ କପଡ଼ା ଢଙ୍କା ଯାଇଥିବା ଦେଖିବାକୁ ମିଳିଥିବା ବେଳେ କିଛି…

ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ଛାତ୍ରୀ ଶୌଚାଳୟ ବ୍ଲକ ଭୂତ କୋଠି

ବ୍ରହ୍ମପୁର,୧୦।୧୧(ସ୍ବାଧୀନ ଶେଖର ପାଢ଼ୀ ): ରାଜ୍ୟର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ବ୍ରହ୍ମପୁର ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରୁ ଅଗଣିତ ମେଧାବୀ ଆଜି ରାଜ୍ୟ, ଦେଶ ବିଦେଶରେ ନିଜ କାର୍ଯ୍ୟଦକ୍ଷତା ପାଇଁ ସୁନାମ ଅର୍ଜନ କରିଛନ୍ତି। ହେଲେ ପାରିପାର୍ଶ୍ୱିକ ଅବସ୍ଥାକୁ ଦୃଷ୍ଟିଦେଲେ ଏହାର ଶୈକ୍ଷିକ ବାତାବରଣ…

ତାରାତାରିଣୀ ମନ୍ଦିରରୁ ଚୋରି ନେଇ ମନ୍ତ୍ରୀ-ବିଧାୟକଙ୍କ ତଦାରଖ, ଚୋରିକୁ ନେଇ ରାଜନୀତି କରିବା…

ପୁରୁଷୋତ୍ତମପୁର,୯ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ମା’ଙ୍କ ଅଳଙ୍କାରକୁ ଲୁଟି ନେଇଥିଲେ। ଏହାକୁ ନେଇ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଖଣି ଓ ପରିବହନ ମନ୍ତ୍ରୀ ବିଭୂତି ଜେନା,ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର,…

ଭାଜପାରେ ଯୋଗଦେବାରୁ ସଂଘବଦ୍ଧ ଆକ୍ରମଣ କଲେ ବିଜେଡି କର୍ମୀ , ଗୁରୁତର ମେଡିକାଲରେ ଭର୍ତ୍ତି

ହିଞ୍ଜିଳିକାଟୁ, ୮।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପୋଡିଙ୍ଗି ଗାଁ ଛକ ନିକଟରେ ସେପ୍ଟେମ୍ବର ୭ ତାରିଖ ସଂଧ୍ୟାରେ ଭାଜପାରେ ଯୋଗ ଦେବାରୁ ତାଙ୍କ ବିଜେଡିର ୫ ଜଣ ଯୁବକ ସଙ୍ଘବଦ୍ଧ ଭାବେ ହିଞ୍ଜିଳି ଥାନା ପୋଡିଙ୍ଗି ଗ୍ରାମର ଜଗତ ମୋହନ ସାହୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?