ଗଞ୍ଜାମ

ସ୍ବତନ୍ତ୍ର କ୍ୟାବିନ୍‌ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୫।୧(ଡି.ଏନ୍‌.ଏ.): ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ସ୍ଥାନୀୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ। ଦୀର୍ଘବର୍ଷ ଧରି ଛତ୍ରପୁର ହସ୍ପିଟାଲ ପରିସରରେ ଥିବା ସ୍ବତନ୍ତ୍ର କ୍ୟାବିନ ଜରାଜୀର୍ଣ୍ଣ…

ହାତୀ ମୃତ୍ୟୁ ନେଇ ସନ୍ଦେହ

ସୋରଡ଼ା,୧୪ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ରଣବା ପଞ୍ଚାୟତ ଡେଙ୍ଗାଖମାଣ ଗ୍ରାମ ନିକଟ ଜଙ୍ଗଲରେ ହାତୀ ଛୁଆର ମୃତଦେହ ଠାବ ଘଟଣାରେ ମୃତ୍ୟୁର କାରଣକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗେଞ୍ଜା ପଞ୍ଚାୟତ ସୀମାନ୍ତକୁ ଲାଗିଥିବା…

ମଦ୍ୟ ପାନ କରି ଗାଡ଼ି ଚଳାଇ ୨୧ ଗିରଫ

ଛତ୍ରପୁର,୧୪।୧(ଡି.ଏନ୍‌.ଏ.): ମଦ୍ୟପାନ କରି ଗାଡ଼ି ଚଳାଉଥିବା ୁ ଲୋକଙ୍କୁ ଧରିବା ଲାଗି ଗଞ୍ଜାମ ପୋଲିସ ଜିଲାରେ ସ୍ପେଶାଲ ଡ୍ରାଇଭ ଆରମ୍ଭ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଥାନା ପକ୍ଷରୁ ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଇ ମଦ୍ୟପାନ କରି…

ଅପରାଧିକ ସମୀକ୍ଷା କଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର,୧୪।୧(ଡି.ଏନ୍‌.ଏ.): ନୂତନ ଭାବେ ଯୋଗଦେଇଥିବା ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ପ୍ରଥମ ଥର ଲାଗି ଛତ୍ରପୁର ଏସ୍‌ଡିପିଓଙ୍କ କାର୍ଯ୍ୟାଳୟରେ ଶନିବାର ପହଞ୍ଚିଥିଲେ। ସେଠାରେ ସେ ଅପରାଧିକ ସମୀକ୍ଷା ବୈଠକ କରିଥିଲେ । ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ, ଛତ୍ରପୁର ଥାନା ଆଇଆଇସି…

ସୋସାଇଟି-ମିଲର ଅସାଧୁ ମେଣ୍ଟ, ରାସ୍ତାକୁ ଓହ୍ଲାଇବେ ଚାଷୀ

ଭଞ୍ଜନଗର୧୪।୧(ଡି.ଏନ.ଏ): ଭଞ୍ଜନଗର ଉପଖଣ୍ଡର ଅଧିକାଂଶ ସ୍ଥାନରେ କାଗଜ କଲମରେ ମଣ୍ଡି ଖୋଲିଛି। ସୋସାଇଟି ଏବଂ ମିଲର ମଧ୍ୟରେ ଅସାଧୁ ମେଣ୍ଟ ଯୋଗୁ ଚିହ୍ନଟ ହୋଇଥିବା ସ୍ଥାନରେ ମଣ୍ଡି ଖୋଲାଯାଇନାହିଁ। ତେଣୁ ବାଧ୍ୟ ହୋଇ ଚାଷୀମାନେ ମିଲ୍‌ରେ ସିଧା ଧାନ ବିକ୍ରି କରୁଛନ୍ତି।…

ଆଞ୍ଚଳିକ କୃଷି ମହୋତ୍ସବ, କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ,୧୪ା୧: ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଖେଳ ପଡିଆଠାରେ ଶୁକ୍ରବାର ଆଞ୍ଚଳିକ କୃଷି ମହୋତ୍ସବ ଓ ଗଞ୍ଜାମ ଜିଲା କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଛି। ଆସନ୍ତା ୧୭ ତାରିଖ ଯାଏ ଚାଲିବାକୁ ଥିବା ଏହି ମେଳାରେ ୧୦୦ଟି ଷ୍ଟଲ ରହିଛି। ଉନ୍ନତ…

ଆରମ୍ଭ ହେଲା ସିଲ୍କସିଟି ଫେଷ୍ଟ

ବ୍ରହ୍ମପୁର ଅଫିସ,୧୪ା୧: ପୁରୁଷ ହକି ବିଶ୍ୱକପ ଅବସରରେ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ପକ୍ଷରୁ ଜିଲା ପ୍ରଶାସନର ମିଳିତ ସହଯୋଗରେ ଶୁକ୍ରବାରଠାରୁ ୟୁସିପି ଇଞ୍ଜିନିୟରିଂ ସ୍କୁଲ ପଡ଼ିଆରେ ୫ଦିନିଆ ସିଲ୍କସିଟି ଫେଷ୍ଟ ମହୋତ୍ସବ ଉଦ୍‌ଘାଟିତ ହୋଇଛି। ଏଥିରେ ଗୃହ ଓ ନଗର…

ଚାଷୀ ସମସ୍ୟା ନେଇ ବିଡିଓଙ୍କୁ ଭେଟିଲା ଋଷିକୁଲ୍ୟା ରୟତ ମହାସଭା

ପୋଲସରା,୧୩ା୧(ଡି.ଏନ.ଏ.)- ପୋଲସରା ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅଞ୍ଚଳର ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିଡିଓଙ୍କୁ ଋଷିକୁଲ୍ୟା ରୟତ ମହାସଭାର କର୍ମକର୍ତ୍ତା ଭେଟିଛନ୍ତି। ବିଡିଓ କୈଳାସ ଚନ୍ଦ୍ର ମୁର୍ମୁଙ୍କୁ ଭେଟି ଚାଷୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ମୌଖିକ ଆଲୋଚନା କରିବା ସହିତ ଏକ…

କୁଣ୍ଡବନ୍ଧର ମୂଲ୍ୟବାନ ଗଛ କାଟିନେଲେ ଦୁର୍ବୃତ୍ତ

ପୋଲସରା,୧୩ା୧(ଡି.ଏନ.ଏ.): ପୋଲସରା ଏନ୍‌ଏସିସ୍ଥିତ ପାଟିଗଡ଼ ଯିବା ରାସ୍ତାରେ ବହୁ ପୁରାତନ କୁଣ୍ଡବନ୍ଧ ପୋଖରୀର ଚାରିପଟେ ଥିବା ବହୁ ମୂଲ୍ୟବାନ ଗଛଗୁଡ଼ିକୁ ସ୍ଥାନୀୟ ଅଞ୍ଚଳର କିଛି ଜମି ମାଫିଆ କାଟି ନେଇଥିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ପୋଲସରା ଏନ୍‌ଏସି ପକ୍ଷରୁ କୁଣ୍ଡବନ୍ଧ…

କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା: ଢେଙ୍କାନାଳ ପୋଲିସ କବ୍‌ଜାରେ ମୁଖ୍ୟ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୧୩ା୧: ବ୍ରହ୍ମପୁର ସହରର କ୍ଷୀର ବ୍ୟବସାୟୀ ଲମ୍ବୋଧର ମୁନୀ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ସାହୁ ଢେଙ୍କାନାଳ ପୋଲିସ ହାତରେ ଧରାପଡିଛନ୍ତି। ହତ୍ୟାକାଣ୍ଡ ପରଠାରୁ ଶଙ୍କର ଫେରାର ଥାଇ ଢେଙ୍କାନାଳରେ ଏକ ଡକାୟତି ଗ୍ୟାଙ୍ଗ ଚଳାଇଥିଲେ। ତାଙ୍କ ସମେତ…

ଚୋରି କରି ଦୋକାନୀଙ୍କୁ ହତ୍ୟା ଧମକ

ବ୍ରହ୍ମପୁର ଅଫିସ,୧୩ା୧: ବଡବଜାର ଥାନା ଅନ୍ତର୍ଗତ ଶ୍ରୀରାମନଗରରେ ଏକ ହାର୍ଡୱେର ଦୋକାନରୁ ଚୋରି କରି ଧରାପଡିବା ଭୟରେ ଦୋକାନୀଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ହତ୍ୟା ଧମକ ଦେଇଛନ୍ତି। ଏ ନେଇ ଦୋକାନୀ ବି. ତ୍ରିମୁଲା ରାଓଙ୍କ ସ୍ତ୍ରୀ ବବିରାଣୀ ସୁବୁଦ୍ଧି ଥାନାରେ…

ଧକ୍କା ଦେଲା ପିକ୍‌ଅପ: ଜଣେ ମୃତ, ଜଣେ ଗୁରୁତର

ବ୍ରହ୍ମପୁର ଅଫିସ,୧୩ା୧- ବ୍ରହ୍ମପୁର ସହର ଦେଇ ଯାଇଥିବା ଜାତୀୟ ରାଜପଥରେ ଚଳିତ ବର୍ଷ ଆରମ୍ଭରୁ ଏ ପର୍ଯ୍ୟନ୍ତ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଲାଣି। ନୂଆବର୍ଷର ପ୍ରଥମ ଦିନ ଲାଞ୍ଜିପଲ୍ଲୀ ଇସ୍କନ ମନ୍ଦିର ରାସ୍ତାରେ ଟ୍ରକ ଧକ୍କାରେ କେଦାର ଚନ୍ଦ୍ର ପୋଲାଇଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri