ଗଞ୍ଜାମ

ବୁଲୁଥିବା ଲୋକଙ୍କୁ ଇ-ଚାଲାଣ, ପୋଲିସର ମୃଦୁ ଲାଠି ଚାଳନା

ବ୍ରହ୍ମପୁର ଅଫିସ,୨୬ା୩-କରୋନାର ମୁକାବିଲା ତଥା ସଂକ୍ରମଣକୁ ରୋକିବା ନେଇ ଜାରି ହୋଇଥିବା ଲକ୍‌ଡାଉନ୍‌ର ପଞ୍ଚମ ଦିନରେ ବ୍ରହ୍ମପୁରରେ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଥିଲା। ବାରମ୍ବାର ସଚେତନତା ସତ୍ତ୍ୱେ ସହରବାସୀ ଘରୁ ବାହାରୁଥିବା ଦେଖିବାକୁ ମିଳୁଛି। ଗୁରୁବାର ପୋଲିସ...

ଲକ୍‌ଡାଉନ୍‌ ନ ମାନିଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଲେ ଜିଲାପାଳ

ଦିଗପହଣ୍ଡି,୨୬ା୩(ଡି.ଏନ.ଏ.)-ଲକ୍‌ଡାଉନ୍‌ ନିୟମ ନ ମାନିଲେ ଏଣିକି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଚେତାବନୀ ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ ଜିଲାପାଳ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ତହସିଲଦାର ଅଦୈତ କୁମାର...

ଟାଟା ହସ୍ପିଟାଲ ହେବ ଆଇସୋଲେଟେଡ୍‌ ଡାକ୍ତରଖାନା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବାହାର ରାଜ୍ୟରୁ ଆସିଥିବା ୧୫,୩୭୭ ଏବଂ ବିଦେଶରୁ ଆସିଥିବା ୩୭୨ ଜଣଙ୍କର ପ୍ରତ୍ୟହ ସ୍ବାସ୍ଥ୍ୟାବସ୍ଥା ତଦାରଖ କରାଯିବ। ଶୀତଳାପଲ୍ଲୀସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ କରୋନା ଆଇସୋଲେଟେଡ ଡାକ୍ତରଖାନା ରୂପେ ବ୍ୟବହାର କରାଯିବ। ସେଠାରେ ଅନ୍ୟୁନ ୧୦୦...

ଗାଁ ପ୍ରବେଶ ପଥ ବନ୍ଦ କଲେ ଲୋକେ

ଭଞ୍ଜନଗର,୨୬।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଲାଗି ଗୁରୁବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ କେତେକ ଗ୍ରାମବାସୀ ଆଲୋଚନା କରି ଗାଁ ପ୍ରବେଶ ପଥକୁ ସିଲ୍‌ କରିଛନ୍ତି। ନିହାତି ଆବଶ୍ୟକ ନ ଥିଲେ ଗାଁ ବାହାରକୁ କେହି ଯିବେ ନାହିଁ।...

ଘରୁ ନ ବାହାରିବାକୁ ହାତ ଯୋଡ଼ି ନିବେଦନ କଲା ପୋଲିସ

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ କରାଯାଇଛି। ଘରୁ ନ ବାହାରିବା ନିମନ୍ତେ ଲୋକଙ୍କୁ ଯେତେ ସଚେତନ କରାଯାଉଥିଲେ ମଧ୍ୟଧ୍‌ କେତେଜଣ ଏହାକୁ ମାନୁନାହାନ୍ତି। ଏଭଳି ସ୍ଥିତିରେ ଗୁରୁବାର ଛତ୍ରପୁରରେ ପୋଲିସ ଅଭିନବ ଉପାୟରେ ସଚେତନ କରୁଥିବା...

କେରଳରେ ଫସିଛନ୍ତି ଗଞ୍ଜାମର ୫ଶହରୁ ଉର୍ଦ୍ଧ୍ୱ ଶ୍ରମିକ

ଶେରଗଡ଼,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ ବ୍ଲକର ୫୦୦ରୁ ଉର୍ଦ୍ଧ୍ୱ ଶ୍ରମିକ କେରଳର ମାଙ୍ଗଅଭିରେ ଫସି ରହିଛନ୍ତି। କରୋନା ଯୋଗୁ ଲକ୍‌ଡାଉନ ପରେ ସେମାନଙ୍କ ଅବସ୍ଥା ଜଟିଳ ହୋଇ ପଡିଛି। ଗତ ୧୨ଦିନ ହେଲା ସେମାନଙ୍କୁ ଠିକ୍‌ରେ ଖାଇବାକୁ ମିଳୁନାହିଁ। ସେମାନେ...

ବିଭିନ୍ନ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ଶେରଗଡ଼,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଶେରଗଡ ବ୍ଲକ ପରିଦର୍ଶନରେ ଆସିଥିଲେ। କରୋନା ପାଇଁ ଶେରଗଡ଼ ବ୍ଲକରେ କରାଯାଇଥିବା ବିଭିନ୍ନ ପ୍ରସ୍ତୁତି ତଦାରଖ କରିବା ସହ ଆଇସୋଲେଶନ କେନ୍ଦ୍ର ବୁଲି ଦେଖିଥିଲେ। ପ୍ରଥମେ...

ଲୁଚାଛପାରେ ଚାଲୁଥିଲା ଦୋକାନ: ସାଦାପୋଷାକରେ ଗ୍ରାହକ ଭାବେ ପହଞ୍ଚି ବାନ୍ଧିଲା ପୋଲିସ

ଆସିକା,୨୬।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ନିୟମକୁ ଉଲ୍ଲଂଘନକରି ଗଞ୍ଜାମ ଜିଲା ଆସିକାରେ ୮ ଜଣଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେମାନେ ହେଲେ...

ଶେରଗଡ଼ରେ ଲକ୍‌ଡାଉନ୍‌ ପ୍ରଭାବ: ପନିପରିବା ଦରବୃଦ୍ଧି, ଆଳୁ କହୁଛି ଛୁଉଁନା

ଶେରଗଡ଼,୨୬।୩(ଡି.ଏନ୍‌.ଏ.): ଶେରଗଡ଼ ବଜାରରେ କରୋନାକୁ ନେଇ କରାଯାଇଥିବା ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ବୁଧବାରଠାରୁ ପୋଲିସ କଡ଼ାକଡ଼ି ଭାବେ ଯାଞ୍ଚ କରୁଥିବା ବେଳେ ଅଞ୍ଚଳରେ କେବଳ ରାଶନ ଓ ପନିପରିବା ଦୋକାନ ୧୨ଟା ପର୍ଯ୍ୟନ୍ତ ଖୋଲା ରହୁଛି। ସେହି ସମୟ...

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆ ହୋଇ ପରିବା କିଣିବାକୁ ପରାମର୍ଶ

ପାଟପୁର,୨୬।୩(ଡି.ଏନ୍‌.ଏ.): ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରାଯାଇଛି। ଗଞ୍ଜାମ ଜିଲାରେ ମଧ୍ୟ ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ଧାର୍ଯ୍ୟ ହୋଇଥିବା...

ବ୍ରହ୍ମପୁର ମହାନଗର : ପ୍ରତି ୱାର୍ଡରେ ଆଳୁ, ପିଆଜ ବିକିବେ ଏସ୍‌ଏଚଜି ମହିଳା

ବ୍ରହ୍ମପୁର ଅଫିସ,୨୫ା୩-ବ୍ରହ୍ମପୁର ମହାନଗରର ପ୍ରତି ୱାର୍ଡରେ ଠେଲା ଗାଡ଼ି ନେଇ ଏସ୍‌ଏଚଜି ମହିଳାମାନେ ଗୁରୁବାରୁ ଆଳୁ, ପିଆଜ ବିକିବେ ବିକ୍ରି କରିବେ। ଏହି ବ୍ୟବସ୍ଥା ବିଏମ୍‌ସି ପକ୍ଷରୁ ଆରମ୍ଭ ହୋଇଛି। କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ ଡାଉନ...

ଚେନ୍ନାଇରେ ଫସିଛନ୍ତି ସାନଖେମୁଣ୍ଡିର ବହୁ ଶ୍ରମିକ

ପାଟପୁର,୨୫ା୩-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ୬ ଗ୍ରାମାଞ୍ଚଳର ପ୍ରାୟ ୧ ହାଜରରୁ ଊର୍ଦ୍ଧ୍ୱ ଶ୍ରମିକ ଚେନ୍ନାଇର ଗିନ୍ଧି ଅଞ୍ଚଳରେ ଫସି ରହିଛନ୍ତି। ପ୍ରଶାସନସ୍ତରରେ ଉଦ୍ୟମ କରାଯାଇ ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ପରିବାର ପକ୍ଷରୁ ନିବେଦନ କରାଯାଇଛି। ପ୍ରାୟ ୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri