ଗଞ୍ଜାମ

ପୁଣି ଗଞ୍ଜାମରେ ବଦଳିଲା ନିର୍ଦ୍ଦେଶନାମା: ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଖୋଲିବ ଜରୁରୀ ସାମଗ୍ରୀ ଦୋକାନ

ଛତ୍ରପୁର,୨୪।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଚାଲିଛି। ନିର୍ଦ୍ଦେଶନାମାକୁ ୧୨ଘଣ୍ଟା ପୂରି ନ ଥିବାବେଳେ ପୁଣି ନୂତନ ନିର୍ଦ୍ଦେଶନାମା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜାରି କରିଛନ୍ତି। ନୂତନ ନିର୍ଦ୍ଦେଶନାମା...

କରୋନା ପଜିଟିଭ ଗୁଜବ: ଜଣେ ଗିରଫ

ଛତ୍ରପୁର,୨୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳର ଜଣଙ୍କଠାରେ କରୋନା ପଜିଟିଭ ମିଳିଥିବା ନେଇ ମିଥ୍ୟା ଖବର ସୋସିଆଲ ମିଡିଆରେ ପ୍ରଚାର କରିବା ଅଭିଯୋଗରେ ସମ୍ପୃକ୍ତଙ୍କୁ ସୋମବାର ରାତିରେ ପୋଲିସ ଗିରଫ କରିଛି। ଗିରଫ ଜଣକ ହେଲେ ବଡ ଆର୍ଜିପଲ୍ଲୀ ଗ୍ରାମର...

ଗଞ୍ଜାମରେ କରୋନା ସଚେତନତା ଜୋରଦାର

ଗଞ୍ଜାମ, ୨୪।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇ ଦେଇଥିବା ବେଳେ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଜୋରଦାର କରାଯାଇଛି । ୫ ଦିନରୁ ଊର୍ଦ୍ଧ୍ୱ ହେବ ସହରରେ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍‌...

କରୋନା କଟକଣା: ନୀତି କାନ୍ତିରେ ଆରମ୍ଭ ହେଲା ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଯାତ୍ରା

ପୁରୁଷୋତ୍ତମପୁର,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି । କରୋନା ଲାଗି ପ୍ରଶାସନ ପକ୍ଷରୁ ଜାରି ହୋଇଥିବା  କଟକଣା ଯୋଗୁ ଯାତ୍ରା ସମ୍ପୂର୍ଣ୍ଣ ଫିକା ପଡିଯାଇଛି। ପରମ୍ପରା ଅନୁସାରେ ବର୍ଷକୁ...

ଗାଇଡଲାଇନ ଉଲ୍ଲଂଘନକାରୀଙ୍କୁ ଚେତାବନୀ

ହିଞ୍ଜିଳିକାଟୁ, ୨୩ା୩ (ଡ଼ି.ଏନ.ଏ) : କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ବିଭିନ୍ନ ଗାଇଡ଼ଲାଇନ ଜାରି କରାଯାଇଛି। ହିଞ୍ଜିଳିକାଟୁ ପୌର ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଅତି ଆବଶ୍ୟକ ସାମଗ୍ରୀ ପାଇଁ...

ଘରେପଶି ମାଡ଼ମାରି ସୁନାଗହଣା, ଟଙ୍କା ଚୋରିକଲେ ଦୁର୍ବୃତ୍ତ: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ଦିଗପହଣ୍ଡି/ଚିକିଟି,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ଗଡ଼ ଗୋବିନ୍ଦପୁର ପଞ୍ଚାୟତ ଡାବରାସିଙ୍ଗି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ପ୍ରସନ୍ନ ପ୍ରଧାନଙ୍କ ଘରେ ପଶି ନଗଦ ଟଙ୍କା ସହ ସୁନାଗହଣା ଦେଇ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ,...

ରାସ୍ତାକଡ଼ରୁ ନବଜାତ ଶିଶୁକନ୍ୟା ମୃତଦେହ ଉଦ୍ଧାର

ପୁରୁଷୋତ୍ତମପୁର,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର-ହୁମ୍ମା ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାର ଆଛୁଲି କୁମାରୀ ମଧ୍ୟରେ ଥିବା ବୁଦା ନିକଟରୁ ସୋମବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଛି। ରାସ୍ତାରେ ଯାଉଥିବା ଲୋକେ ଏହା ଦେଖି ପୁରୁଷୋତ୍ତମପୁର ପୋଲିସକୁ ଖବର...

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କଠାରୁ ଜରିମାନା ଆଦାୟ କଲା ପ୍ରଶାସନ

ପାଟପୁର,୨୩।୩(ଡି.ଏନ୍‌.ଏ.): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ଚାରିଆଡ଼େ ସଚେତନତା ସୃଷ୍ଟି କରାଯାଉଛି। ଏହି ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନରେ ସାନଖେମୁଣ୍ଡି ଅଞ୍ଚଳରେ...

ଗଞ୍ଜାମ ଫେରିଲେ ୩୯୫୦ ଦାଦନ: ସ୍କ୍ରିନିଂ ପରେ ପଞ୍ଜୀକରଣ, ସ୍ବତନ୍ତ୍ର ବସ୍‌ରେ ଘରକୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୩।୩: ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଏବେ ଭାରତରେ ବଢ଼ିବାରେ ଲାଗିଛି। ଏହି ଭାଇରସ୍‌କୁ ନେଇ ସମସ୍ତେ ଏବେ ଭୟଭୀତ ହୋଇ ପଡ଼ିଛନ୍ତି। ଫଳରେ ସମସ୍ତ ରୁଟ୍‌ରେ ଟ୍ରେନ ଚଳାଚଳ ସୋମବାରଠାରୁ ବନ୍ଦ...

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କୁ ଦାଗିଦ୍‌ କଲା ପ୍ରଶାସନ

ପୁରୁଷୋତ୍ତମପୁର,୨୩।୩: ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ସରକାର ଲକ୍‌ଡାଉନ୍‌ ଘୋଷଣା କରି ବିଭିନ୍ନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ମାତ୍ର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ କିଛି ବ୍ୟକ୍ତି ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ ଅର୍ଥାତ୍‌ ସୋମବାର ଏହାକୁ...

ଭୁଶୁଡ଼ିଲା ଦୁଇ ମହଲା କୋଠା ସମେତ ୩ ଚାଳ ଛପର ଘର

ଦିଗପହଣ୍ଡି,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗାଁରେ ରବିବାର ରାତିରେ ରଜନୀକାନ୍ତ ଗୌଡ଼,ଚନ୍ଦ୍ରମା ଗୌଡ଼ଙ୍କ ୨ଟି ଦୁଇ ମହଲା ଘର ଏବଂ ପଡ଼ୋଶୀ ଗୋପାଳ ଗୌଡ଼ଙ୍କ ୧ ବଖରା ଚାଳଘର, ବିଶ୍ୱନାଥ ଗୌଡ଼, ବାବୁଲା ଗୌଡ଼ଙ୍କ ଦୁଇଟି...

ଦୁଇ ବାଇକ୍‌ ଧକ୍କା : ୨ ମୃତ

ଆସିକା,୨୨ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା କ୍ଷେତ୍ରୀୟବରପୁର-କୁଲାଙ୍ଗି ରାସ୍ତାର ପଳାସପଲ୍ଲୀ ନିକଟରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ୨ ବାଇକ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri