ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା: ମିଶନ ଶକ୍ତି ସଚିବ କଲେ ଦର୍ଶନ
ପୁରୁଷୋତ୍ତମପୁର,୨୮।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇ ପାହାଡ଼ ଚତୁଃପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛି। ଏହି ପାଳିରେ ରାତି ସାଢେ ୧୨ଟାରୁ ମନ୍ଦିର ଦ୍ୱାର ଫିଟା ଯାଇ…
ସ୍ବାମୀଙ୍କୁ ୪ବର୍ଷ ଜେଲ, ୪ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୨୮ା୩: ଗଞ୍ଜାମ ଜିଲା ଦୌରା ଜଜ ସୋମବାର ଏକ ଯୌତୁକ ଜନିତ ହତ୍ୟା ମାମଲାର ରାୟ ପ୍ରକାଶ କରି ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଉଛନ୍ତି ଗୋଳନ୍ଥରା ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଅଦୀପ ଚନ୍ଦ୍ର ନାୟକ।…
ଡିଭାଇଡର ଉପରେ ଚଢିଗଲା ମାଲବାହୀ ଟ୍ରକ୍
ହିଞ୍ଜିଳିକାଟୁ, ୨୭।୩(ଡି.ଏନ.ଏ.): ହିଞ୍ଜିଳିକାଟୁ ବଇଁଚବଣିଆ ଛକ ଏନ୍ଏଚଥ ନଂ- ୫୯ ଉପରେ ଏକ ପଥର ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢିଯାଇଛି। ଡ୍ରାଇଭର ଆହତ ହୋଇଥିବା ବେଳେ ଟ୍ରକ୍ ସମ୍ମୁଖ ଭାଗ ନଷ୍ଟ ହୋଇଯାଇଛି। ପ୍ରକାଶ ଯେ, ଟ୍ରକ୍ଟି…
ରେଳଧାରଣା ପାର ବେଳେ ଅଘଟଣ
ବ୍ରହ୍ମପୁର ଅଫିସ,୨୭ା୩: ରେଳଧାରଣା ପାର ବେଳେ ଘଟିଛି ଅଘଟଣ। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଉ ଜଣେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ତାଙ୍କ ବୟସ ଆନୁମାନିକ…
ବିଧାନସଭାରେ ଉଠିଲା ହୁମ୍ମା ଲବଣ ଉତ୍ପାଦନ ପ୍ରସଙ୍ଗ
ଗଞ୍ଜାମ,୨୭।୩:(ଡି.ଏନ୍.ଏ.): ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଧାନ ସଭାରେ ଛତ୍ରପୁର ନିର୍ବାଚନମଣ୍ଡଳୀ ଅଧୀନ ଗଞ୍ଜାମ ବ୍ଲକରେ ଥିବା ହୁମ୍ମା ଲବଣ କ୍ଷେତ୍ର ସମ୍ପର୍କରେ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଉକ୍ତ ଲବଣ ଚାଷଜମିକୁ ରାଜ୍ୟ ସରକାରଙ୍କ ମାଲିକାନାକୁ…
ବିନା ସୂଚନା ଫଳକରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ
ବୁଗୁଡ଼ା,୨୭ା୩(ଡି.ଏନ.ଏ.):ବୁଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ବିନା ସୂଚନା ଫଳକରେ ଚାଲିଛି। ଉକ୍ତ ନୂତନ କୋଠା ନିର୍ମାଣ ପାଇଁ କେତେ ଟଙ୍କା ବ୍ୟୟ ବରାଦ କରାଯାଇଛି ଏବଂ ନିର୍ମାଣର ସମୟ ସୀମା କେଉଁ ଯାଏ ରହିଛି ତାହା ସର୍ବସାଧାରଣଙ୍କ…
ଘୋଷଣାରେ ସୀମିତ ବାଲ୍ୟ ବିବାହମୁକ୍ତ ଗଞ୍ଜାମ
ଛତ୍ରପୁର,୨୭ା୩(ଡି.ଏନ୍.ଏ):ଗଞ୍ଜାମକୁ ବାଲ୍ୟବିବାହମୁକ୍ତ ଜିଲା ଭାବେ ୨୦୨୨ ଜାନୁଆରୀ ୩ରେ ଘୋଷଣା କରାଯାଇଥିଲା। ରାଜ୍ୟରେ ଏପରି ଘୋଷଣା ପ୍ରଥମ ବୋଲି ସେତେବେଳେ ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ତେବେ ବାସ୍ତବରେ ଏହା ଘୋଷଣାରେ ସୀମିତ ରହିଛି। କାରଣ ଏବେବି ଜିଲାର ବିଭିନ୍ନ ସ୍ଥାନରେ ବାଲ୍ୟବିବାହ…
ଏମ୍କେସିଜିରେ ବାୟୋମେଟ୍ରିକ୍ସ ଉପସ୍ଥାନ ବାଧ୍ୟତାମୂଳକ
ବ୍ରହ୍ମପୁର ଅଫିସ,୨୭ା୩:ରାଜ୍ୟ ରାଜ୍ୟ ସରକାର ପ୍ରତ୍ୟେକ ସରକାରୀ ଡାକ୍ତରଖାନାରେ ବାୟୋମେଟ୍ରିକ୍ ଉପସ୍ଥାନକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଡାକ୍ତର କେଉଁ ସମୟରେ ଆସୁଛନ୍ତି ଏବଂ କେତେବେଳେ ଯାଉଛନ୍ତି ତା’ର ଠିକ୍ ରେକର୍ଡ ରଖାଯାଇପାରିବ ବୋଲି ଆଶା କରାଯାଉଛି। ବ୍ରହ୍ମପୁର ବଡ…
‘ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ’
କବିସୂର୍ଯ୍ୟନଗର,୨୬ା୩(ଡି.ଏନ୍.ଏ.): ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ବାନ ଦେଇଛନ୍ତି। ରବିବାର ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ଥିବା ବେଳେ ପ୍ରଥମେ କବିସୂର୍ଯ୍ୟନଗର ଠାରେ ପହଞ୍ଚିଥିଲେ।…
ମିଶନଶକ୍ତି ମା’ମାନେ ଉଦ୍ୟୋଗୀ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ
ହିଞ୍ଜିଳିକାଟୁ,୨୬ା୩(ଡି.ଏନ୍.ଏ.): ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ରବିବାର ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମିଶନଶକ୍ତି ମହିଳାଙ୍କୁ ଆର୍ଥିକ ସହାୟତା ଓ…
ଶିକୁଳାରେ ଫୁଟିଲା ଗୁଳି: ଯୁବକଙ୍କୁ ହତ୍ୟା ଉଦ୍ୟମ
ପୁରୁଷୋତ୍ତମପୁର,୨୬ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ରବିବାର ସକାଳେ ନିରଞ୍ଜନ ମହାରଣା ଓରଫ କୋକି ନାମକ ଜଣେ ଯୁବକଙ୍କୁ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିବା ସହ ଗୁଳି କରି ହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ…
ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲା ଗସ୍ତ ଆଜି
ଛତ୍ରପୁର,୨୬।୩(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସିବେ। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମୁଖ୍ୟମନ୍ତ୍ରୀ ହିଞ୍ଜିଳି, କବିସୂର୍ଯ୍ୟନଗର ଓ ଛତ୍ରପୁରରେ ସାଧାରଣ ସଭାରେ ଉଦବୋଧନ ଦେବା ସହ…
Archives


