ଗଞ୍ଜାମ

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି, ଏମପି ପ୍ରାର୍ଥୀ ରଂଜିତା ବିଭୀଷଣ ସାଜି ଦଳୀୟ ପ୍ରାର୍ଥୀଙ୍କୁ ହରାଇଛନ୍ତି। ସେ ଆହୁରି କହିଛନ୍ତି,…

ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନ ବିଜେଡି ମହାସମାରୋହରେ ପାଳନ କରୁଛି । ଏ ନେଇ ଛତ୍ରପୁର ନିର୍ବାଚନ…

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼: ଏକ ପ୍ଲାଟୁନ ଫୋର୍ସ ମୁତୟନ

ବ୍ରହ୍ମପୁର, ୧୬।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗାଁ’ରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ବୋମାମାଡ ହୋଇଛି। ବୁଧବାର ଶାନ୍ତି କମିଟି ପାଇଁ ନିଷ୍ପତି ହୋଇଥିବାବେଳେ ଫୁଲଟା ସରପଞ୍ଚ ମମତା ନାହାକଙ୍କ ଘର ଦାଣ୍ଡ…

କାର୍ତ୍ତିକ ପୂର୍ବରୁ ପରିବା ଦରରେ ନିଆଁ

ବ୍ରହ୍ମପୁର,,୧୬।୧୦(ସ୍ମୃତି ରଞ୍ଜନ ମହାଲିକ):କାର୍ତ୍ତିକ ମାସ ଆରମ୍ଭରୁ ପରିବା ଦର ମହଙ୍ଗା ହୋଇଛି। ମଧ୍ୟବିତ୍ତ ଓ ଗରିବ ପରିବାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। କିଛି ଦିନ ପରେ ହବିଷିଆଳିଙ୍କ ବ୍ରତ ଆରମ୍ଭ ହେବ। ଏହି ସମୟରେ ସାଧାରଣ ଜନତା ମଧ୍ୟ ଆମିଷ…

କଲେଜ ଛାତ୍ରୀଙ୍କ ମିଳୁନି ପତ୍ତା: ବାପା ଦେଲେ ଏତଲା

ଦିଗପହଣ୍ଡି,୧୫।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅଧିନ ଏକ ଗ୍ରାମର ଜଣେ କଲେଜ ଛାତ୍ରୀ ନିଖୋଜ ଥିବା ଜଣାପଡିଛି। ଏନେଇ ତାଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ଏମଏମଆର ନଂ.୩୯/୨୪ ଅନୁଯାୟୀ ମାମଲା…

ପୋଲିସ କର୍ମଚାରୀଙ୍କୁ ମାଡ ମାରି ଲହୁଲୁହାଣକଲେ ମଦ ବେପାରୀ: ଛଡ଼ାଇନେଲେ ମୋବାଇଲ, ପରିଚୟପତ୍ର

ବ୍ରହ୍ମପୁର,୧୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣରେ ମଦ ବିକ୍ରି ଉପରେ ଜିଲା ପ୍ରଶାସନ ପକ୍ଷରୁ କଟକଣା ଲାଗିଛି। ବିଶେଷ କରି ଦିନର ଦ୍ୱିତୀୟ ପର୍ଯ୍ୟାୟରେ ମଦ ବିକ୍ରି ବନ୍ଦ ପାଇଁ ପ୍ରଶାସନ ପକ୍ଷରୁ କଡା ନିର୍ଦ୍ଦେଶ ରହିଛି। ଏହା ସତ୍ତ୍ୱେ ଲୁଚାଛପାରେ ମଦ…

ମିସାଇଲ ମ୍ୟାନଙ୍କୁ ଛତ୍ରପୁରଠାରେ ଶ୍ରଦ୍ଧାଞ୍ଜଳି

ଛତ୍ରପୁର,୧୫।୧୦(ଦିଲ୍ଲୀପ ସାମଲ): ରାଧେଶ୍ୟାମ ଫାଉଣ୍ଡେଶନ ଅଣ୍ଡ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସଭାପତି ତଥା ୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ରଙ୍କ ପୌରହିତ୍ୟରେ ମିଶାଇଲ ମ୍ୟାନ, ଭାରତ ରତ୍ନ ପ୍ରାପ୍ତ ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତ ଡ଼ ଏପି ଜେ ଅବଦୁଲ କଲାମଙ୍କ ୯୩…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ: ଜଣେ ଗୁରୁତର

ହିଞ୍ଜିଳିକାଟୁ, ୧୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଭାବନ୍ଧ ଗ୍ରାମ ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ବେଲଗାଁ ଥାନା ଭାବନ୍ଧ…

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଡ୍ରାଇଭ: ଜୁଆଖେଳରୁ ୧୦ ଦିନରେ ୧୦୧ ଗିରଫ

ଛତ୍ରପୁର,୧୪ା୧୦(ଦିଲୀପ ସାମଲ): ପାର୍ବଣରେ ଚାଲିଥିବା ଜୁଆଖେଳଗୁଡିକରେ ଗଞ୍ଜାମ ପୋଲିସ ପକ୍ଷରୁ ଚଢାଉ ଜାରି ରହିଛି । ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ୧୦ ଦିନ ହେଲା ସ୍ବତନ୍ତ୍ର ଡ୍ରାଇଭ ଚାଲିଛି। ବେଆଇନ ମଦ…

ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ: ମା’ଙ୍କ ସୁନା ଅଳଙ୍କାରକୁ ମଧ୍ୟ ଛାଡିଲେନି ଦୁର୍ବୃତ୍ତ

ଛତ୍ରପୁର, ୧୪।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ବିରିସିଂ ଓ ଜଗନ୍ନାଥ ମନ୍ଦିରରେ ହୁଣ୍ଡି ଭାଙ୍ଗି ଟଙ୍କା ନେବା ସହିତ ବିରିସିଂ ମା’ଙ୍କ ସୁନା ଅଳଙ୍କାରଗୁଡିକ ମଧ୍ୟ ଦୁର୍ବୃତ୍ତମାନେ ଚୋରି କରିଥିବା ଜଣାପଡିଛି। ସୂଚନାନୁସାରେ, ଛତ୍ରପୁର ବ୍ଲକ ଅନ୍ତର୍ଗତ ବିପୁଲିଙ୍ଗି ଗ୍ରାମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଆକ୍ରମଣ, ଜଣେ ଗିରଫ

ଖଲ୍ଲିକୋଟ,୧୪।୧୦(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଫରେଷ୍ଟ ଅଫିସ ପାଖରେ ଥିବା ମଙ୍ଗଳା ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ଆକ୍ରମଣ ହୋଇଥିବା ଜଣାପଡ଼ିଛି। କୌଣସି ଜମିବାଡ଼ି ବିବାଦକୁ ନେଇ ଲାଗି ରହିଥିବା ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବା ଆଇଆଇସି ନରେଶ କୁମାର…

ଗର୍ଜିଲେ ଆଶାକର୍ମୀ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଛତ୍ରପୁର,୧୪।୧୦(ଦିଲ୍ଲୀପ ସାମଲ): ଆଶା କର୍ମଚାରୀ ଗ୍ରାମାଞ୍ଚଳ ତଥା ସହରାଞ୍ଚଳର ଲୋକଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ସର୍ବେକ୍ଷଣ, ଟୀକାକରଣ, ପରିମଳ, ମାତୃ ଓ ଶିଶୁ ଯତ୍ନ, ଔଷଧ ବିତରଣ, ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ କରୁଥିବା ବେଳେ ସେମାନଙ୍କ ପାଇଁ କୌଣସି ସମ୍ମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?