ଗଞ୍ଜାମ

ଟ୍ରେନ୍‌ରେ ଯାତ୍ରୀଙ୍କୁ ଛୁରି ଭୁସି ହତ୍ୟା ମାମଲା: ୬ଷ୍ଠ ସାକ୍ଷୀଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୨୦ା୩-ଏକ ଚଳନ୍ତା ଟ୍ରେନ୍‌ରେ ଜଣେ ଯାତ୍ରୀଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ମାମଲାର ବିଚାରଣା ଏଡିଜେ (ଏଲ୍‌ଆର୍‌) କୋର୍ଟରେ ଚାଲିଛି। ଏଥିରେ ୮ଜଣ ସାକ୍ଷୀ ରହିଥିବା ବେଳେ ଏଯାବତ ୬ଜଣ ସାକ୍ଷୀ କୋର୍ଟରେ ହାଜର ହୋଇ ଘଟଣା ସମ୍ପର୍କରେ ନିଜ…

ଆସନ୍ତା ୨୬ରେ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ

ହିଞ୍ଜିଳିକାଟୁ/ଶେରଗଡ଼, ୨୦ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୁଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡିଆରଡ଼ିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି…

ଗାଧୋଇବାକୁ ଯାଇ ଫେରିଲେନି ମହିଳା

ହିଞ୍ଜିଳିକାଟୁ,୨୦।୩(ଡି.ଏନ.ଏ.): ହିଞ୍ଜିଳିକାଟୁ ବ୍ଲକ ଅନ୍ତର୍ଗତ ସରଧାପୁର ଗ୍ରାମରେ ସୋମବାର ପୋଖରୀରେ ବୁଡ଼ିଯାଇ ସରା ଦାଶ (୪୦)ଙ୍କ ମୃତ୍ୟୁ ଘଟିଛି। ସାରା ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡିଯାଇଥିଲେ। ବହୁତ ସମୟ ଧରି ସେ ଘରକୁ ନଫେରିବାରୁ ପରିବାର ଲୋକେ ପୋଖରୀ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୦ା୩-ଜନୈକା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ବ୍ରହ୍ମପୁର ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ପୀତବାସ ବେହେରା(୩୨)। ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ପୃଥକ ପୃଥକ ଭାବେ ଏମ୍‌କେସିଜିରେ ଡାକ୍ତରୀ ମଇନା…

ଖଟୁଆକୁଦାରେ ବାସନ୍ଦଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ସ୍ତ୍ରୀ ଓ ପୁଅ

ଛତ୍ରପୁର,୨୦ା୩(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲା ରମ୍ଭା ଥାନା ଅନ୍ତର୍ଗତ ଖଟୁଆକୁଦା ଗ୍ରାମରେ ଗତ ୧୪ ତାରିଖରେ ଗୁଣି ଗାରେଡ଼ି ସନ୍ଦେହରେ ବାସନ୍ଦ କରି ରଖିଥିବା ସୁବ୍ରତ ସାହୁଙ୍କ ଉପରେ ୧୩ ରୁ ଅଧିକ ଯୁବକ ମରଣାନ୍ତକ ଆକ୍ରମଣ କରିଥିଲେ। ସୁବ୍ରତଙ୍କୁ ଗ୍ରାମରୁ ଦୀର୍ଘ…

ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ସମସ୍ୟାର ସମାଧାନ କର

ଛତ୍ରପୁର,୨୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ଏନ୍‌ଏସି ଆଉଟସୋର୍ସିଂ କର୍ମଚାରୀମାନେ ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ସୋମବାର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଦାବିଗୁଡ଼ିକ ମଧ୍ୟରେ ସାନିଟାରି ଏକ୍ପୋର୍ଟରଙ୍କୁ ବହିଷ୍କାର, ରାଜନୈତିକ ହସ୍ତକ୍ଷେପରୁ ବିରତ କରିବା, ସ୍ଥାୟୀ କାର୍ଯ୍ୟନିର୍ବାହୀ ଅଧିକାରୀ…

ସହରକୁ ପଶୁଛି ଡ୍ରେନ୍‌ର ମଇଳା ପାଣି

ଭଞ୍ଜନଗର୨୦ା୩(ଡି.ଏନ୍‌.ଏ):ଭଞ୍ଜନଗର ସହରାଞ୍ଚଳ ଜନସ୍ବାସ୍ଥ୍ୟ ବିଭାଗର ଅବହେଳା ଯୋଗୁ ସହରବାସୀ ବିଭିନ୍ନ ସମୟରେ ଦୂଷିତ ପାଣି ପିଇବାକୁ ବାଧ୍ୟ ହେଉଛନ୍ତି, ଯାହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଭେଜିପୁଟ ମହାନ୍ତି ସାହି ଛକ ଦେଇ ଯାଇଥିବା ଜନସ୍ବାସ୍ଥ୍ୟ ବିଭାଗର ପାଣି…

ପିଜୁଳି ଚାଷ, ଚାରା ଉତ୍ପାଦନ ଦେଇଛି ଜୀବିକା

ପାରଳାଖେମୁଣ୍ଡି,୨୦ା୩(ଡି.ଏନ୍‌.ଏନ୍‌.):ଖରିଫ ଚାଷ ହେଉକି ରବି ଚାଷ, ବିଭିନ୍ନ ସମସ୍ୟା ଉପୁଜୁଥିବାକୁ ନେଇ ଅନେକ ଚାଷୀ ଚାଷକାର୍ଯ୍ୟ ପ୍ରତି ଆଉ ସେପରି ମନ ବଳାଉ ନାହାନ୍ତି । ପୂର୍ବପରି ଚାଷୀମାନେ ଚାଷବାସ କାର୍ଯ୍ୟ ନିମନ୍ତେ ସେପରି ଉତ୍ସାହିତ ବା ଆଗ୍ରହ ଦେଖାଉନାହାନ୍ତି। ହେଲେ…

ଅଧାପନ୍ତରିଆ ଶିଶୁ ପାର୍କ କାର୍ଯ୍ୟ ଆରମ୍ଭ

ବ୍ରହ୍ମପୁର ଅଫିସ୍‌,୨୦ା୩:ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ୧୯ ନଂ ୱାର୍ଡ ଅନ୍ତର୍ଗତ ଖଲାସୀ ସାହି ଛକରେ ଅଧାପନ୍ତରିଆ ଶିଶୁ ପାର୍କ ନେଇ ଗତ ୧୪ ତାରିଖରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ବିଇଏମସି ପକ୍ଷରୁ ତପତ୍ରତା ଦେଖାଦେଇଛି। ବିଇଏମ୍‌ସି ପକ୍ଷରୁ ବର୍ତ୍ତମାନ…

ହର୍ବାଲ ମେଳାରେ କବିରାଜଙ୍କ ଆୟୁର୍ବେଦ ଚିକିତ୍ସା

ବ୍ରହ୍ମପୁର ଅଫିସ,୨୦ା୩:ଓଡ଼ିଶା ଔଷଧ ବୃକ୍ଷ ପରିଷଦ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ବ୍ରହ୍ମପୁର ବନଖଣ୍ଡ ପକ୍ଷରୁ ୧୩ତମ ହର୍ବାଲ ମେଳା ଗତ ୧୬ ତାରିଖରୁ ଗୋଷାଣୀନୂଆଗଁା କେସି ହାଇସ୍କୁଲ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର…

ବିଲୁପ୍ତପ୍ରାୟ ଘରଚଟିଆଙ୍କ ସଂରକ୍ଷଣ ପ୍ରୟାସ

ବ୍ରହ୍ମପୁର ଅଫିସ୍‌,୨୦ା୩:ଦିନ ଥିଲା ବ୍ରହ୍ମପୁର ସହର ସମେତ ଉପକଣ୍ଠ ଗ୍ରାମଗୁଡ଼ିକରେ ପକ୍ଷୀଙ୍କ କିଚିରିମିଚିରି ଶବ୍ଦ ପରିବେଶରେ ଏକ ନୂତନ ସଞ୍ଚାର ଆଣିଦେଉଥିଲା। ଏପରିକି ସେମାନଙ୍କ ଆଗମନରେ ବର୍ଷା ହେବା ନେଇ ଆଗୁଆ ସୂଚନା ଦେଉଥିବା କେହି କେହି କହୁଥିଲେ। ଏଭଳି ଏକ…

ଦୀର୍ଘବର୍ଷ ପରେ ଷ୍ଟ୍ରିଟ୍‌ ଲାଇଟ୍‌ ଦେଖିଲେ ଲୋକେ

ଗଞ୍ଜାମ,୧୯ା୩(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଜୟଶ୍ରୀ ଛକ ତଥା ତ୍ରିବେଣୀ ମଠରୁ ଜାତୀୟ ରାଜପଥ ସଂଯୋଗ ବିଞ୍ଚଣାପଲ୍ଲୀ ପର୍ଯ୍ୟନ୍ତ ରାସ୍ତା ଦୀର୍ଘବର୍ଷ ହେବ ଅନ୍ଧାରରେ ଥିଲା। ଉକ୍ତ ରାସ୍ତା ଦେଇ ସ୍କୁଲ କଲେଜ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଶହ ଶହ ଗାଡ଼ିମୋଟର ଯାତାୟାତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri