ଗଞ୍ଜାମ

ନବୀନ ପଟ୍ଟନାୟକଙ୍କ ନୋମିନି ଘୋଷଣା: ଜାଣନ୍ତୁ କିଏ ହେଲେ…

ହିଞ୍ଜିଳିକାଟୁ, ୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ନିର୍ବାଚନ ମଣ୍ଡଳୀର ବ୍ଲକ, ପୌରାଞ୍ଚଳ ଓ ଜିଲା ପରିଷଦ ନିମନ୍ତେ ନୋମିନି ଘୋଷଣା କରିଛନ୍ତି। ଗତ ନିର୍ବାଚନରେ ବିପର୍ଯ୍ୟୟ ପରେ ବିଜେଡି ପକ୍ଷରୁ ଢେର…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ମାମଲା: ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ସମ୍ପୃକ୍ତ ବୁଡୁ ସାହୁ ନାମକ ଜଣେ ଯୁବକଙ୍କୁ ସୋମବାର ପୋଲିସ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ…

ଗାଁ ସଭାପତିଙ୍କ ଗଳା କାଟି ଫେରାର ମାରୁଥିଲେ ଅଭିଯୁକ୍ତ, ବାଟରେ ଗାଡ଼ି ଧକ୍କା ହେବାରୁ …

ହିଞ୍ଜିଳିକାଟୁ,୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ ବ୍ରହ୍ମପୁର ସଦର ଥାନା ସାତପାଣ୍ଡିଆ ଗ୍ରାମର କେ.…

ଆସିଲା ପାର୍ବଣ, ମାତିଲେଣି ଲୁଟେରା ଗ୍ୟାଙ୍ଗ: ରୂପା ବ୍ୟବସାୟୀଙ୍କୁ ଖଣ୍ଡାରେ ହାଣି…

ପୁରୁଷୋତ୍ତମପୁର,୬।୧୦(ସିମାଞ୍ଚଳ ମିଶ୍ର): ପୋଲିସ ପାଟ୍ରୋଲିଂ ଠିକ୍‌ ଭାବେ ହେଉ ନ ଥିବାରୁ ଏହାର ସୁଯୋଗ ନେଇ ପୁରୁଷୋତ୍ତମପୁର ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ପୁଣି ସକ୍ରିୟ ହୋଇଉଠିଛନ୍ତି। ଯାହାକି ରବିବାର ସ୍ବଷ୍ଟ ଦିବାଲୋକରେ ରାସ୍ତାରେ ଜଣେ ରୁପା ବସାୟୀଙ୍କୁ ଖଣ୍ଡାରେ ହାଣି ଲୁଟ୍‌…

ଗଞ୍ଜାମରେ ବିଜେଡିକୁ ଝଟ୍‌କା: ଦଳ ଛାଡ଼ିଲେ ରାଜ୍ୟ ସମ୍ପାଦକ ନିର୍ମଳ ସାହୁ

ପୁରୁଷୋତ୍ତମପୁର,୬।୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ପୁଣି ବିଜେଡିକୁ ଏକ ବଡ଼ ଝଟ୍‌କା ଲାଗିଛି। ପୁରୁଷୋତ୍ତମପୁର ଅଞ୍ଚଳର ଯୁବନେତା ତଥା ବିଜେଡି ରାଜ୍ୟ ସମ୍ପାଦକ ତଥା ଆସିକା ସଂସଦୀୟ କ୍ଷେତ୍ର ଜୀବନବିନ୍ଦୁର ସଂଯୋଜକ ନିର୍ମଳ ଚନ୍ଦ୍ର ସାହୁ ରବିବାର ରାତିରେ ବିଜେଡିକୁ ବାଏ…

ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍‌ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧିଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କ ସ୍ତ୍ରୀ ବି.ସନ୍ଧ୍ୟାରାଣୀ ସୁବୁଦ୍ଧି ବର୍ତ୍ତମାନ ସରପଞ୍ଚ ଅଛନ୍ତି। କ୍ରିଷ୍ଣା ସକାଳେ ପ୍ରାତଃ ଭ୍ରମଣ…

ଅଚାନକ ପରିଦର୍ଶନ: ସବ୍‌ଟ୍ରଜେରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କୁ ନ ଦେଖି ବିଧାୟକ କ୍ଷୁବ୍ଧ

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଶନିବାର ଦିଗପହଣ୍ଡି ସବ୍‌ ଟ୍ରେଜେରୀ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ କାର୍ଯ୍ୟାଳୟ ତାଲା ଖୋଲା ରହିଥିବା ବେଳେ କୌଣସି କର୍ମଚାରୀଙ୍କ ଦେଖା ମିଳି…

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ପୂଜାପ୍ରିୟଦର୍ଶନୀ ପତି ମାମଲାର ଶୁଣାଣି କରି ଭୂତସରସିଙ୍ଗି କାନରାବ୍ୟାଙ୍କ ପିଅନ ରାମଚନ୍ଦ୍ର ନାୟକ(…

ଗଞ୍ଜାମର ୧.୫୭ ଲକ୍ଷ ପରିବାରଙ୍କୁ ପିଏମ୍‌ କିଶାନ କିସ୍ତି 

ଛତ୍ରପୁର,୫।୧୦(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଜିଲାସ୍ତରୀୟ ପ୍ରଧାନ ମନ୍ତ୍ରୀ କିଶାନ ସମ୍ମାନନିଧି ଯୋଜନାର ୧୮ ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା ପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷଠାରେ ସମବେତ ଜିଲାର କୃଷକ ମାନଙ୍କ ସକାଶେ ଏକ ସମାବେଶ…

ମାସେ ହେଲା ବିନା ଡାକ୍ତରରେ ସେବା

ବ୍ରହ୍ମପୁର,୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଲୋକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଗ୍ରାମାଞ୍ଚଳରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ କରାଯାଇଛି। ଅନେକ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥାରେ ଚାଲିଥିବା ଦେଖାଯାଉଛି। ଜିଲାର କୁକୁଡାଖଣ୍ଡି ବ୍ଲକର ଲାଠି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ସାଂଘାତିକ…

ଛାତକୁ ଯାଇଥିଲେ ମହିଳା, ଗୋଡାଇଲା ମାଙ୍କଡ, ଆଉ ତା’ପରେ…

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ୱାର୍ଡ ନଂ.୪ ସୁନାରି ସାହିର ଜଣେ ମହିଳା ଶୁକ୍ରବାର ସକାଳେ ଛାତରୁ ଖସିପଡି ଗୁରୁତର ଆହାତ ହୋଇଛନ୍ତି। ସେ ହେଲେ ବି.ମୀନାକ୍ଷୀ ରେଡ୍ଡୀ। ସକାଳ ପ୍ରାୟ ୭ଟାରେ ମୀନାକ୍ଷୀ ଲୁଗା ଶୁଖାଇବା ପାଇଁ ୨…

ଧାରରେ ଆଣି ଖାଇଥିଲେ ସଉଦା, ବାକି ଟଙ୍କା ମାଗିବାରୁ…

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପ୍ରଦୀପ ପାଣିଗ୍ରାହୀ ଏବଂ ତାଙ୍କ ବାପା ଟୁନା ପାଣିଗ୍ରାହୀଙ୍କୁ ଗ୍ରାମର ନିଳା ଓରଫ ନିଳାଞ୍ଚଳ ମହାରଣା କାତିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପ୍ରଦୀପ ଏନେଇ ଗୁରୁବାର ଦିଗପହଣ୍ଡି ଥାନାରେ ଏତଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?