ଗଞ୍ଜାମ

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ଖରିଫ୍ ଋତୁରେ ଧାନକିଣା ପାଇଁ ରାଜ୍ୟରେ…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ବନ୍ୟଜନ୍ତୁମାନଙ୍କ ପାଇଁ ପାଣି ପିଇବାର ବ୍ୟବସ୍ଥା ନିମନ୍ତେ ବନ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ କରିଥିଲା । ଏହି ସମୟରେ ପୋଲିସକୁ ହତ୍ୟା ଉଦ୍ୟମ କରିଥିବା ବେଳେ କେ.…

ବିଶ୍ୱ ହସ୍ତୀ ଦିବସ, ହାତୀଙ୍କ ସୁରକ୍ଷିତ ବାସସ୍ଥଳୀ ପାଲଟିଛି ଘୁମୁସର ଉତ୍ତର ବନଖଣ୍ଡ

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରରେ ଟାଟା ପାୱାର, ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ସ୍ନେହା’ ଏବଂ ବନ ବିଭାଗର ମିଳିତ ଆନୁକୂଲ୍ୟରେ ବୁଧବାର ବିଶ୍ୱ ହସ୍ତୀ ଦିବସ ପାଳିତ ହୋଇଯାଇଛି । ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ଏହି…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ ଅତିଥି…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ ବୁଧବାର ଅନୁଷ୍ଠିତ ହୋଇଛି। ଏନେଇ ବାଉଁଶଲୁଣ୍ଡି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ସଭାରେ…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ କରାଯାଉଛି । ତେବେ ବୁଧବାର ଭୋରରୁ ପାଇପରେ ଦୂଷିତ ଗୋଳିଆ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଏହାର ଶୁଭାରମ୍ଭ କରିଥିଲେ l ଏନଏସି…

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ପୀଠରୁ ଲୁଟିନେଇଥିବା ବେଳେ ବର୍ତ୍ତମାନ ଦକ୍ଷୀଣକାଳୀଙ୍କ ପୀଠରୁ ଲୁଟିନେଇଛନ୍ତି । ଏହି…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ ହେବା ପାଇଁ ବିଭିନ୍ନ ଋଣ ପ୍ରଦାନ କରୁଛନ୍ତି। କିନ୍ତୁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର…

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ ବିଭାଗ ପକ୍ଷରୁ କରାଯାଇଥିବା ତ୍ରୁଟିପୂର୍ଣ୍ଣ ହାଇଟେକ ସର୍ଭେକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?