ତାରାତାରିଣୀଙ୍କ ଚୈତ୍ର ଯାତ୍ରା ନେଇ ପ୍ରଶାସନର ପ୍ରସ୍ତୁତି
ପୁରୁଷୋତ୍ତମପୁର,୧୦।୩(ଡି.ଏନ୍.ଏ.): ଆସନ୍ତା ୧୪ ତାରିଖରୁ ଆରମ୍ଭ ହେଉଛି ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ମଙ୍ଗଳବାର ଯାତ୍ରା। ଏହାକୁ ମାତ୍ର ଆଉ ଚାରିଦିନ ବାକି ରହିଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ଏବେ ପ୍ରସ୍ତୁତି ଜୋରଦାର ଚାଲିବା…
ଜନତା ହାଇସ୍କୁଲରେ ମାତୃଭାଷା ପରୀକ୍ଷା ଦେଲେ ୨୫୧ ଛାତ୍ରୀଛାତ୍ର
ବେଗୁନିଆପଡ଼ା,୧୦ା୩(ଡି.ଏନ୍.ଏ.): ଶୁକ୍ରବାରଠାରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଇଛନ୍ତି। ପ୍ରଥମ ଦିନରେ ପରୀକ୍ଷାର୍ଥୀ ୧ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଥିଲେ। ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୦ଟାରେ…
ଅଂଶୁଘାତ ମୃତ୍ୟୁ ରିପୋର୍ଟ ତୁରନ୍ତ ଦେବାକୁ ନିର୍ଦ୍ଦେଶ
ଛତ୍ରପୁର,୧୦ା୩(ଡି.ଏନ୍.ଏ.): ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାବାସୀଙ୍କୁ ସତର୍କ ରହିବା ଓ ଅଂଶୁଘାତଜନିତ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆଭାସୀ ବୈଠକରେ ଜିଲାପାଳ ଅବଗତ କରାଇଥିଲେ ଯେ, ବିଗତ…
ମା’ ଝିଅଙ୍କୁ ଆକ୍ରମଣ: ଗାଁରେ ଉତ୍ତେଜନା
ହିଞ୍ଜିଳିକାଟୁ,୯।୩(ଡିଏନଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ଜଣେ ଯୁବତୀଙ୍କୁ ଗ୍ରାମର ଜଣେ ଯୁବକ ମଦ ପିଇ ଆକ୍ରମଣ କରି ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ଯୁବକଙ୍କୁ ଗିରଫ କରିଛି।…
‘ଟେକି ନେଇ ହାତ, ଗୋଡ଼ ଭାଙ୍ଗିଦେବୁ’
ହିଞ୍ଜିଳିକାଟୁ,୯।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଶାସନଆମ୍ବଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ଡାକ ବିଶ୍ବାଳଙ୍କୁ ଗାଁର ୨ଜଣ ଯୁବକ ଧମକ ଦେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ପୂର୍ବତନ ସରପଞ୍ଚ ବିଶ୍ୱାଳ ତାଙ୍କ ଅଫିସରେ ବସିଥିଲେ। ସେତିକିବେଳେ ୨ଜଣ…
ଦେଢ଼ଲକ୍ଷ ଟଙ୍କା, ସାଢ଼େ ୩ ଭରି ଗହଣା ନେଇଗଲେ ଦୁର୍ବୃତ୍ତ
ବ୍ରହ୍ମପୁର ଅଫିସ,୯ା୩: ବ୍ରହ୍ମପୁର ଗୋଷାଣୀ ନୂଆଗାଁ ଥାନା ଅଧୀନ ହିଲପାଟଣା ଗୋପବନ୍ଧୁନଗରରେ ଏକ ତାଲାବନ୍ଦ ଘରେ ଚୋର କଳାକନା ବୁଲାଇଛନ୍ତି। ଘର ମାଲିକ କୋରାମଣି ପାଣିଗ୍ରାହୀଙ୍କ ଅଭିଯୋଗ ପରେ ପୋଲିସ ଏକ ମାମଲା(ନଂ. ୬୯/୨୩) ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି।…
ଗଞ୍ଜାମରେ ଗ୍ରୀଷ୍ମ ପ୍ରବାହ ମୁକାବିଲା: ଅଂଶୁଘାତ ମୃତ୍ୟୁ ରିପୋର୍ଟ ତୁରନ୍ତ ଦେବକୁ ନିର୍ଦ୍ଦେଶ
ଛତ୍ରପୁର,୭।୩(ଡି.ଏନ୍.ଏ.): ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାବାସୀଙ୍କୁ ସତର୍କ ରହିବା ଓ ଅଂଶୁଘାତ ଜନିତ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲାପାଳ ଅବଗତ…
କୋଲକାତାରୁ ମ୍ୟାନେଜରଙ୍କ ସମେତ ୨ ଗିରଫ
ବ୍ରହ୍ମପୁର ଅଫିସ,୭ା୩: ସୁନା ଦୋକାନରୁ ୩୦ ଲକ୍ଷର ସୁନା ଗହଣା ଚୋରି ଘଟଣାର ମାଷ୍ଟରମାଇଣ୍ଡ ସର୍ଜଲ ମଲିକ ଓ ଅନ୍ୟ ଜଣେ କର୍ମଚାରୀ କୌଶିକ ପାଙ୍ଗଙ୍କୁ ବଡବଜାର ପୋଲିସ କୋଲକାତାରୁ ଧରି ସେମାନଙ୍କଠାରୁ ସମସ୍ତ ସୁନା ଗହଣା ଜବତ କରିଛି। ପୋଲିସ…
ଧୂଆଁରେ ଅଣନିଃଶ୍ୱାସୀ ଉତ୍ତର ଘୁମୁସର ବନଖଣ୍ଡବାସୀ
ଭଞ୍ଜନଗର,୬।୩(ଡି.ଏନ.ଏ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଚଳିତ ବର୍ଷର ସୋମବାର ୧୫୭ଟି ସ୍ଥାନରେ ଜଙ୍ଗଲ ନିଆଁ ଲାଗଛି। ସେଥିମଧ୍ୟରୁ ରବିବାର ୧୫ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଆଁ ଲାଗିଥିବା ବେଳେ ସୋମବାର ୧୯ରୁ ଊର୍ଦ୍ଧ୍ୱ ଜଙ୍ଗଲରେ ନିଆଁ ଲାଗିଛି । ସାଟେଲାଇଟ୍ ମାଧ୍ୟମରେ…
ଭୋଜି ଖାଇ ଫେରୁଥିଲେ: ଓଲଟିଲା ଅଟୋ
ଗଞ୍ଜାମ,୭ା୩(ଡି.ଏନ୍.ଏ.): ଛତ୍ରପୁର ବ୍ଲକ ସିନ୍ଦୁରପୁର ଗ୍ରାମରୁ ଏକ ବିଭାହ ଭୋଜି ଖାଇ ଫେରୁଥିବା ବଳେ ୧୬ ନମ୍ବର ଜାତୀୟ ରାଜପଥ ରାଜପଥ ଥାନା ନିକଟରେ ଏକ ଅଟୋ ଓଲଟି ପଡିଥିଲା। ଅଟୋରେ ବସିଥିବା ଡ୍ରାଇଭରଙ୍କ ସମେତ ସମସ୍ତ ୮ ଜଣ ଯାତ୍ରୀ…
ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା ଉଦ୍ୟମ
ଦିଗପହଣ୍ଡି,୭ା୩(ଡି.ଏନ.ଏ.):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଡେଙ୍ଗାଡି ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଅନ୍ଲାଇନ୍ ଗେମ୍ ଖେଳରୁ ଜୟସେନ ମହାନ୍ତି ନାମକ ଜଣେ ଶିକ୍ଷକ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀ ନୀଳେନ୍ଦ୍ରି ସ୍ବାଇଁଙ୍କୁ ହତ୍ୟା କରିବା ପରେ ନିଜେ…
ସଡ଼କ ଦୁର୍ଘଟଣାରେ ବାଇକ ଆରୋହୀ ମୃତ
ହିଞ୍ଜିଳିକାଟୁ ୬।୩(ଡି.ଏନ.ଏ.): ହିଞ୍ଜିଳିକାଟୁ ମୁଖ୍ୟ ଡାକଘର ନିକଟ କେନାଲ ରାସ୍ତାରେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶିକିରି ଗ୍ରାମର ଭାବ ସ୍ବାଇଁ( ୫୦ )। ହିଞ୍ଜିଳିକାଟୁରୁ ନିଜ ଗ୍ରାମ ଶିକିରି ବାଇକରେ ଯାଉଥିବା…
Archives


