ଗଞ୍ଜାମ

ମେଘୁଆ ପାଗକୁ ପ୍ରବଳ ଶୀତ

ସୋରଡ଼ା,୯ା୧୨(ଡି.ଏନ୍‌.ଏ.): ଦୁଇଦିନ ହେଲା ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ମେଘୁଆ ପାଗକୁ ପ୍ରବଳ ଶୀତ ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅପରାହ୍ନ ପରଠାରୁ ରାସ୍ତାଘାଟ ଏକପ୍ରକାର ଶୂନଶାନ ହୋଇପଡୁଛି। ବ୍ଲକର ୨୬ ପଞ୍ଚାୟତର ଲୋକମାନେ ସୋରଡ଼ା ବଜାର ଉପରେ…

ସ୍ବଚ୍ଛ ସାଥୀ, ସୁପରଭାଇଜରଙ୍କ ପ୍ରତିବାଦ

ଛତ୍ରପୁର,୯ା୧୨(ଡି.ଏନ୍‌.ଏ.): ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଞ୍ଜାମ ଜିଲାର ବିଭିନ୍ନ ପୌର ନିଗମ ଓ ଏନ୍‌ଏସିରେ ପରିମଳ କାମରେ ନିୟୋଜିତ ଶତାଧିକ ସ୍ବଚ୍ଛ ସାଥୀ ଓ ସୁପରଭାଇଜର ନିଜର ଦରମା ବୃଦ୍ଧି, ଚାକିରିକୁ ନିୟମିତ କରିବା, ନିଯୁକ୍ତିପତ୍ର ପ୍ରଦାନ ଆଦି ଦାବି…

୧୬ରୁ ବାଘୁଆ ଜଳଭଣ୍ଡାରରୁ ଛଡ଼ାଯିବ ପାଣି

ବୁଗୁଡା,୯ା୧୨(ଡି.ଏନ.ଏ.): ବୁଗୁଡାସ୍ଥିତ ବାଘୁଆ ଜଳସେଚନ କାର୍ଯ୍ୟାଳୟରେ ରବି ଚାଷ ପାଇଁ ଚାଷୀମାନଙ୍କ କ୍ଷେତରେ ଜଳଯୋଗାଣ ନିମନ୍ତେ ବୁଧବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବାଘୁଆ ଜଳସେଚନ ସହ ନିର୍ବାହୀ ଯନ୍ତ୍ରୀ କୃଷ୍ଣଚନ୍ଦ୍ର ପାଳ ସଭାପତିତ୍ୱ କରିଥିଲେ। ନିର୍ବାହୀ ଯନ୍ତ୍ରୀ ବୈଠକରେ…

ସ୍ୱପ୍ନ ପାଲଟିଛି ଆବାସ ଯୋଜନା

ପାରଳାଖେମୁଣ୍ଡି, ୯। ୧୨ (ଡି.ଏନ୍‌.ଏ):ଜଣେ ବି କେହି ଯେମିତି କଚ୍ଚା ଘରେ ନ ରହିବେ ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। କେନ୍ଦ୍ରର ପ୍ରଧାନମନ୍ତ୍ରୀ ଆବାସ ଯୋଜନାଠାରୁ ଆରମ୍ଭ କରି ରାଜ୍ୟ ବିଜୁ ପକ୍କାଘର ଓ…

୪ ଦଶନ୍ଧିର ଦାବି, ହୋଇପାରୁନି ଘୁମୁସର ଜିଲା

ବ୍ରହ୍ମପୁର ଅଫିସ,୯ା୧୨:ରାଜ୍ୟରେ ନୂଆ ଜିଲା ଗଠନ ଦାବି ସମ୍ପ୍ରତି ବଢ଼ିବାରେ ଲାଗିଛି। ଆସନ୍ତା ୨୦୨୩ରେ ପଦ୍ମପୁରକୁ ଜିଲା ମାନ୍ୟତା ଦିଆଯିବ ବୋଲି ନବୀନ ପଟ୍ଟନାୟକ ସୂଚନା ଦେବା ପରେ ବିଜେଡି ଅଡ଼ୁଆରେ ପଡ଼ିଛି। ୪ ଦଶନ୍ଧିର ଦାବି ଘୁମୁସର ଜିଲା ଗଠନ…

ସୁରଟରେ ଓଡ଼ିଆ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ଭଞ୍ଜନଗର,୯।୧୨(ଡି.ଏନ.ଏ):ଗୁଜରାଟର ସୁରଟରେ ଜଣେ ଓଡ଼ିଆ ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଗୁରୁବାର ସେଠାରେ ଉତ୍ତେଜନା ଦେଖାଦେବା ସହ ପ୍ରବାସୀ ଓଡ଼ିଆମାନେ ରାସ୍ତାରୋକୋ କରିଥିଲେ। ଗୁଜରାଟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଘଟଣାର ଅଧିକ ତଦନ୍ତ…

ସିରିଜ୍‌ ଚୋରି, ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ବେଗୁନିଆପଡ଼ା,୮ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ଅଞ୍ଚଳରେ ବିଭିନ୍ନ ସ୍ଥାନରେ ସିରିଜ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଛି। ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ଏସ.ଛଚିନା ଗ୍ରାମର ସୁଦାମ ଆର୍ଟ ଦୋକାନରୁ ମଙ୍ଗଳବାର ବିଳମ୍ବିତ ରାତିରେ କବାଟ ସଟର ଭାଙ୍ଗି ଆଲମିରାରୁ ନଗଦ ୮୦ ହଜାର…

ଗଛକୁ ଧକ୍କା ଦେଲା ବାଇକ୍‌, ଚାଳକ ମୃତ

ଦିଗପହଣ୍ଡି,୭।୧୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚୈତନ୍ୟପୁର କୁକୁଡାଫାର୍ମ ନିକଟରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏହି ଦୂର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ୍‌ ଚାଳକ ଜଣକ ସିଦ୍ଧଖଣ୍ଡି ଗ୍ରାମର ରବି ନାୟକ(୨୦) ବୋଲି ଜଣାପଡିଛି। ସୂଚନାଯୋଗ୍ୟ,…

ପଞ୍ଜୀକୃତ ସବୁ ଚାଷୀଙ୍କ ଧାନ କିଣାଯାଉ

ଛତ୍ରପୁର,୭।୧୨(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ସମସ୍ତ ପଞ୍ଜୀକୃତ ଚାଷୀ ଓ ଭାଗଚାଷୀଙ୍କଠାରୁ ଧାନ କିଣିବା ଲାଗି ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି ହୋଇଛି ା ମହାସଭାର ସମ୍ପାଦକ ସୀମାଞ୍ଚଳ ନାହାକଙ୍କ ଅନୁରୋଧ କ୍ରମେ ଧାନକିଣା କିଭଳି ଶୃଙ୍ଖଳିତ ହୋଇପାରିବ ସେନେଇ ଋଷିକୁଲ୍ୟା…

ବେଆଇନ କୋଠା ମାଲିକଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୭।୧୨:ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିନା ପ୍ଲାନ ଆପ୍ରୁଭାଲରେ ସହର ମଧ୍ୟରେ ଶତାଧିକ କୋଠା ଗଢିଉଠିଛି। ଏଥିମଧ୍ୟରେ ସପିଂ ମଲ, ଆପାର୍ଟମେଣ୍ଟ୍‌, ହୋଟେଲ ଭଳି ବଡ଼ ବଡ଼ କୋଠା ରହିଛି। ଅନେକସ୍ଥାନରେ ପାର୍କିଂ ସ୍ଥଳ ନ ଥିବା ଦେଖିବାକୁ ମିଳିଛି।…

୫୧ ଗୃହରକ୍ଷୀଙ୍କୁ ପୁରସ୍କୃତ କଲେ ଏସ୍‌ପି

ଛତ୍ରପୁର, ୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ପଡ଼ିଆରେ ଗୃହରକ୍ଷୀ ବାହିନୀର ୬୦ତମ ପ୍ରତିଷ୍ଠା ଦିବସ ଜିଲା ଗୃହବାହିନୀ ସଂସ୍ଥା ପକ୍ଷରୁ ପାଳିତ ହୋଇଯାଇଛି। ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରାଏ ମୁଖ୍ୟ ଅତିଥିଭାବେ ଯୋଗଦେଇ ଅନୁଷ୍ଠିତ ପରେଡରେ ଅଭିବାଦନ…

ଉଷା ଆପ୍‌ରେ ବସ୍ତି ବାସିନ୍ଦାଙ୍କ ତଥ୍ୟ ସଂଗ୍ରହ

ବ୍ରହ୍ମପୁର ଅଫିସ,୬ା୧୨: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ଅଧୀନରେ ବସବାସ କରୁଥିବା ବସ୍ତିବାସିନ୍ଦାଙ୍କୁ ଜାଗା ମିଶନ ଯୋଜନାରେ ପଟ୍ଟା ପ୍ରଦାନ କରାଯିବ। ଏ ନେଇ ବିଏମସି ପକ୍ଷରୁ ଗତ ୧୦ତାରିଖରେ ଡ୍ରୋନ ସର୍ଭେ ଆରମ୍ଭ ହୋଇଥିଲା। ଏବେ ସୁଦ୍ଧା ଡ୍ରୋନ ମାଧ୍ୟମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri