ଗଞ୍ଜାମ

ପୁଣି ଦାଦନ ଦୁଃଖ: ଚେନ୍ନାଇରେ ଗଲା ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ଜୀବନ

ଚିକିଟି,୧୫ା୯(ପ୍ରକାଶ ଚନ୍ଦ୍ର ସାହୁ): ଚେନ୍ନାଇକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ସୋରଳ ଗ୍ରାମ ଡୁଙ୍ଗାସାହିର ରାମଚନ୍ଦ୍ର ବେହେରା(୪୦)। ରାମଚନ୍ଦ୍ର ଦୀର୍ଘ ୧୦ ବର୍ଷ ହେଲା ପରିବାର…

ଋଷିକୂଲ୍ୟା କଂସାରୀଗଣ୍ଡକୁ ଯାଇଥିଲେ ଗାଧୋଇ, ଆଉ ତା’ପରେ…

ଛତ୍ରପୁର,୧୫।୯(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ମୁନିସିପେଣ୍ଠ ନିକଟ ଋଷିକୂଲ୍ୟା ନଦୀର କଂସାରୀଗଣ୍ଡରେ ରବିବାର ଗାଧୋଇବାକୁ ଯାଇ ଜଣେ ବୃଦ୍ଧ ନିଖୋଜ ହୋଇଯାଇଛନ୍ତି। ନିଖୋଜ ବୃଦ୍ଧ ଜଣକ ହେଲେ ମୁନିସିପେଣ୍ଠ ଗ୍ରାମର ଭଗବାନ ହାତୀ । ଘଟଣାର ଖବର…

ପିଏମ କିଷାନ ସମ୍ମାନନିଧି ଯୋଜନାରେ ଜିଲାର ୧,୫୦,୨୩୧ ଚାଷୀ

ବ୍ରହ୍ମପୁର,୧୪ା୯(ଅଶୋକ କୁମାର ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର କୃଷକମାନଙ୍କୁ ଚାଷ ପାଇଁ ପ୍ରୋତ୍ସାହନ ଯୋଗାଇଦେବାକୁ ବହୁ ଯୋଜନା କରିଛନ୍ତି। ଚଳିତବର୍ଷ ବଜେଟରେ ମଧ୍ୟ କୃଷି ପାଇଁ ଅଧିକ ବଜେଟ ରଖାଯାଇଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁରରୁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସିଏମ କିଷାନ…

ପୁରୀ, କେନ୍ଦ୍ରାପଡ଼ା ପରେ ଗଞ୍ଜାମରେ ବାର୍ଡ ଫ୍ଲୁ ଆତଙ୍କ

ଦିଗପହଣ୍ଡି/ପାଟପୁର,୧୩।୯(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ନିକଟ ଆମ୍ବଠା ଗାଁରାସ୍ତା ପାତ୍ର ପୋଖରୀ ନିକଟରେ ଶୁକ୍ରବାର ବହୁ ସଂଖ୍ୟାରେ ମଲା କୁକୁଡ଼ା ପଡ଼ିଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ବାର୍ଡ ଫ୍ଲୁ ଆଶଙ୍କା କରିଛନ୍ତି। ଖବର ପ୍ରଘଟ ପରେ…

ଟ୍ରେଲର ଧକ୍କାରେ ଚାଲିଗଲା ଟ୍ରାକ୍ଟର ଚାଳକଙ୍କ ଜୀବନ

ହିଞ୍ଜିଳିକାଟୁ,୧୩ା୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧୀନ ଆର୍‌ଏମ୍‌ସି ଛକରେ ଟ୍ରେଲର ଓ ଟ୍ରାକ୍ଟର ମଧ୍ୟରେ ଧକ୍କା ହେବାରୁ ଟ୍ରାକ୍ଟର ଚାଳକଙ୍କ ମତ୍ୟୁ ଘଟିଛି । ସେ ହେଲେ ହିଞ୍ଜିଳି ଥାନା ପିତଳ ଗ୍ରାମର ଲବ ବେହେରା। ପୋଲିସ ମୃତଦେହ…

ରୋଗୀ ମୃତ୍ୟୁ ପରେ ଟଙ୍କା ଦାବି କରିବାରୁ ଉତ୍ତେଜନା

ଗୋପାଳପୁର,୧୨ା୯(ନବିନ ରାଜ ଆଚାରୀ): ଗଞ୍ଜାମ ଜିଲା ଶିତଲାପଲ୍ଲୀସ୍ଥିତ ଏକ ଘରୋଇ ହସ୍ପିଟାଲରେ ଗୁରୁବାର ଜଣେ ଚିକିତ୍ସାଧୀନ ରୋଗୀଙ୍କ ମୃତ୍ୟୁ ପରେ ହସ୍ପିଟାଲ କର୍ତ୍ତୃପକ୍ଷ ଅଧିକ ବିଲ କରି ଟଙ୍କା ଦାବି କରିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ବାବୁଲାପଲ୍ଲୀ ଗ୍ରାମର ଗୁରୁତର ଜି.ଭୀମସେନ…

ଗଣେଶ ବିସର୍ଜନ ବେଳେ ସଂଘର୍ଷ

ଗୋପାଳପୁର,୧୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଗଣେଷ ମୂର୍ତ୍ତି ବିସର୍ଜନ ବେଳେ ସଂଘର୍ଷ ଘଟି ୭ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହି ଘଟଣାରେ ଗୁରୁବାର ଗୋଳନ୍ଥରା ପୋଲିସ ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l…

ପାରଳା ମହାରାଜା ଇଂଜିନିୟରିଂ କଲେଜରେ ହିନ୍ଦୁ ଛାତ୍ରଙ୍କୁ ଗୋମାଂସ ଖୁଆଇଦେବା ଅଭିଯୋଗ

ଵ୍ରହ୍ମପୁର,୧୨ା୯(ସୁବାସ ଚନ୍ଦ୍ର ପାଢ଼ୀ/ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଶିତଳାପଲ୍ଲୀଠାରେ ଥିବା ପାରଳା ମହାରାଜା ଇଂଜିନିୟରିଂ ମହାବିଦ୍ୟାଳୟର ହଷ୍ଟେଲ କୋଠରୀରେ କିଛି ସଂଖ୍ୟାଲଘୁ ଛାତ୍ର ଗୋମାଂସ ରାନ୍ଧି ଖାଇବା ସହ କିଛି ଅନ୍ୟ ସମ୍ପ୍ରଦାୟର ଛାତ୍ରକୁ ଜୋରଜବରଦସ୍ତ…

ଆସ୍ଥା ଭୋଟ୍‌ରେ ହାରିଗଲେ ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଧୂଳିସାତ୍‌ ହେଲା…

ପୁରୁଷୋତ୍ତମପୁର,୧୨ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଗୁରବାର ଆସ୍ଥା ଭୋଟ୍‌ ହୋଇଥିବା ବେଳେ ଏଥିରେ ସେ ପରାସ୍ତ ହୋଇଛନ୍ତି। ଯାହାଦ୍ବାରା ସେ ପଦ ହରାଇ ଗାଦିଚ୍ୟୁତ ହେବାର ସ୍ପଷ୍ଟ…

ଆୟଠାରୁ ଠୁଳ କରିଛନ୍ତି ଅମାପ ସମ୍ପତ୍ତି, ବନ୍ଧାହେଲେ କୋଟିପତି ଯନ୍ତ୍ରୀ

ଭଞ୍ଜନଗର,୧୨ା୯: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଜନ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଚଢ଼ାଉ କରିଥିଲା ଭିଜିଲାନ୍ସ। ପ୍ରସନ୍ନଙ୍କ…

ସହକାରୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି, ମାଳ ମାଳ କୋଠା ଦେଖି ତାଜୁବ ହୋଇଗଲା ଭିଜିଲାନ୍ସ

ଭୁବନେଶ୍ୱର,୧୧।୯: ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଚଢାଉ ବେଳେ ଯନ୍ତ୍ରୀଙ୍କ ୬ଟି ବହୁତଳ କୋଠା ଭିଜିଲାନ୍ସ ଟିମ ଠାବ କରିଛି। ୨ଟି ୪ ମହଲା, ୨ଟି ୩ ମହଲା ଓ…

ସଙ୍ଗୀତର ତାଳେତାଳେ ନାଚିଲେ କୁନି ପ୍ରତିାଯୋଗୀ

ଗଞ୍ଜାମ,୧୧।୯: (ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ବାଲୀସାହି ଗଣେଶ ପୂଜା କମିଟି ପକ୍ଷରୁ କୁନିକୁନି ପିଲାମାନଙ୍କୁ ନେଇ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏନ୍‌ଏସି ଉପନଗରପାଳ ସୁରେନ୍ଦ୍ର କୁମାର ବାରିକ ଯୋଗ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?